Biblia Todo Logo
Bib sou entènèt

- Piblisite -




ଯିହିଜିକଲ 16:21 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

21 ତୁମ୍ଭେ ଯେ ଆମ୍ଭର ସନ୍ତାନଗଣକୁ ବଧ କରିଅଛ ଓ ଅଗ୍ନିରେ ଗମନ କରାଇ ସେମାନଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିଅଛ, ତୁମ୍ଭର ଏହି ବ୍ୟଭିଚାର କି କ୍ଷୁଦ୍ର ବିଷୟ?

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

21 ତୁମ୍ଭେ ଯେ ଆମ୍ଭର ସନ୍ତାନଗଣକୁ ବଧ କରିଅଛ ଓ ଅଗ୍ନିରେ ଗମନ କରାଇ ସେମାନଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିଅଛ, ତୁମ୍ଭର ଏହି ବ୍ୟଭିଚାର କି କ୍ଷୁଦ୍ର ବିଷୟ?

Gade chapit la Kopi

ଓଡିଆ ବାଇବେଲ

21 ତୁମ୍ଭେ ଯେ ଆମ୍ଭର ସନ୍ତାନଗଣକୁ ବଧ କରିଅଛ ଓ ଅଗ୍ନିରେ ଗମନ କରାଇ ସେମାନଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିଅଛ, ତୁମ୍ଭର ଏହି ବ୍ୟଭିଚାର କି କ୍ଷୁଦ୍ର ବିଷୟ ?

Gade chapit la Kopi

ପବିତ୍ର ବାଇବଲ

21 ତୁମ୍ଭେ ମୋର ସନ୍ତାନଗଣଙ୍କୁ ହତ୍ୟା କରି ତୁମ୍ଭର ଭଣ୍ଡ ଦେବତାମାନଙ୍କୁ ସନ୍ତୁଷ୍ଟ କରିବା ପାଇଁ ଅଗ୍ନି ମଧ୍ୟରେ ଉତ୍ସର୍ଗ କରିଅଛ।

Gade chapit la Kopi




ଯିହିଜିକଲ 16:21
11 Referans Kwoze  

ପୁଣି ସେମାନେ ଆପଣାମାନଙ୍କ ପୁତ୍ରକନ୍ୟାଗଣକୁ ଅଗ୍ନି ମଧ୍ୟଦେଇ ଗମନ କରାଇଲେ, ପୁଣି ମନ୍ତ୍ର ଓ ଗଣକତା ବ୍ୟବହାର କଲେ, ଆଉ ସଦାପ୍ରଭୁଙ୍କୁ ବିରକ୍ତ କରିବା ପାଇଁ ତାହାଙ୍କ ଦୃଷ୍ଟିରେ କୁକର୍ମ କରିବାକୁ ଆପଣାମାନଙ୍କୁ ବିକ୍ରୟ କଲେ।


ପୁଣି, ଆପଣା ପୁତ୍ରଗଣକୁ ହୋମବଳି ରୂପେ ବାଲ୍‍ଦେବ ଉଦ୍ଦେଶ୍ୟରେ ଅଗ୍ନିରେ ଦଗ୍ଧ କରିବା ନିମନ୍ତେ ବାଲ୍‍ଦେବର ଉଚ୍ଚସ୍ଥଳୀ ନିର୍ମାଣ କରିଅଛନ୍ତି; ତାହା ଆମ୍ଭେ ଆଦେଶ କରି ନାହୁଁ, କି କହି ନାହୁଁ, କିଅବା ଆମ୍ଭ ମନରେ ତାହା ଉଦୟ ହୋଇ ନାହିଁ।


ହଁ, ସେମାନେ ଭୂତଗଣ ଉଦ୍ଦେଶ୍ୟରେ ଆପଣା ଆପଣା ପୁତ୍ରକନ୍ୟାମାନଙ୍କୁ ବଳିଦାନ କଲେ।


ପୁଣି କେହି ଯେପରି ମୋଲକ୍‍ ଉଦ୍ଦେଶ୍ୟରେ ଆପଣା ପୁତ୍ର କି ଆପଣା କନ୍ୟାକୁ ଅଗ୍ନି ମଧ୍ୟଦେଇ ଗମନ ନ କରାଇବ, ଏଥିପାଇଁ ସେ ହିନ୍ନୋମର ସନ୍ତାନଗଣ ଉପତ୍ୟକାସ୍ଥିତ ତୋଫତ୍‍ ନାମକ ସ୍ଥାନକୁ ଅଶୁଚି କଲେ।


ପୁଣି ସେ ଆପଣା ପୁତ୍ରକୁ ଅଗ୍ନି ମଧ୍ୟଦେଇ ଗମନ କରାଇଲେ ଓ ଶୁଭାଶୁଭ କହିବାର ବିଦ୍ୟା, ଓ ଗଣକତା ବ୍ୟବହାର କଲେ, ଆଉ ଭୂତୁଡ଼ିଆ ଓ ଗୁଣିଆମାନଙ୍କ ସହିତ ସମ୍ପର୍କ ରଖିଲେ। ସେ ସଦାପ୍ରଭୁଙ୍କୁ ବିରକ୍ତ କରିବା ନିମନ୍ତେ ତାହାଙ୍କ ଦୃଷ୍ଟିରେ ବହୁତ କୁକର୍ମ କଲେ।


ସେଠାରେ ଆପଣା ପୁତ୍ରକୁ କି ଆପଣା କନ୍ୟାକୁ ଅଗ୍ନି ମଧ୍ୟଦେଇ ଗମନ କରାଇବା ଲୋକ, ଅବା ମନ୍ତ୍ରଜ୍ଞ, ଶୁଭାଶୁଭବାଦୀ, କି ଗଣକ, କି ମାୟାବୀ,


ତୁମ୍ଭେ ଆପଣା ବଂଶଜାତ କାହାକୁ ହିଁ, ମୋଲକ୍‍ ଦେବତାର ଉଦ୍ଦେଶ୍ୟରେ ଅଗ୍ନି ମଧ୍ୟଦେଇ ଗମନ କରାଇବାକୁ ଦେବ ନାହିଁ, କିଅବା ତୁମ୍ଭେ ଆପଣା ପରମେଶ୍ୱରଙ୍କ ନାମ ଅପବିତ୍ର କରିବ ନାହିଁ; ଆମ୍ଭେ ସଦାପ୍ରଭୁ ଅଟୁ।


“ଇସ୍ରାଏଲ ସନ୍ତାନମାନଙ୍କ ମଧ୍ୟରେ ମନୁଷ୍ୟ ହେଉ କି ପଶୁ ହେଉ, ଯେକେହି ପ୍ରଥମେ ଜାତ ହୁଏ, ସେହି ପ୍ରଥମଜାତ ସମସ୍ତଙ୍କୁ ଆମ୍ଭ ଉଦ୍ଦେଶ୍ୟରେ ପ୍ରତିଷ୍ଠା କର; ତାହା ଆମ୍ଭର ଅଟେ।”


ଆହୁରି, ସେ ହିନ୍ନୋମ ପୁତ୍ରର ଉପତ୍ୟକାରେ ଧୂପ ଜ୍ୱଳାଇଲେ ଓ ସଦାପ୍ରଭୁ ଇସ୍ରାଏଲ-ସନ୍ତାନଗଣ ସମ୍ମୁଖରୁ ଯେଉଁ ଅନ୍ୟ ଦେଶୀୟମାନଙ୍କୁ ଦୂର କରିଥିଲେ, ସେମାନଙ୍କର ଘୃଣାଯୋଗ୍ୟ ବ୍ୟବହାରାନୁସାରେ ସେ ଆପଣା ସନ୍ତାନଗଣକୁ ଅଗ୍ନିରେ ଦଗ୍ଧ କଲେ।


ପୁଣି, ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ଯେପରି ସେମାନେ ଜାଣିବେ, ଏଥିପାଇଁ ଆମ୍ଭେ ସେମାନଙ୍କୁ ବିନାଶ କରିବା ନିମନ୍ତେ, ସେମାନେ ଗର୍ଭାଶୟ ମୁକ୍ତକାରୀ ସମସ୍ତ ସନ୍ତାନକୁ ଅଗ୍ନି ମଧ୍ୟଦେଇ ଗମନ କରାଇବା ଦ୍ୱାରା ଯେଉଁ ଉପହାର ପ୍ରଦାନ କଲେ, ତହିଁରେ ଆମ୍ଭେ ସେମାନଙ୍କୁ ଅଶୁଚି କରାଇଲୁ।


Swiv nou:

Piblisite


Piblisite