ଯିହିଜିକଲ 16:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ତୁମ୍ଭ ଜନ୍ମର ବିବରଣ ଏହି, ତୁମ୍ଭେ ଜନ୍ମ ହେବା ଦିନ ତୁମ୍ଭର ନାଭି କଟା ହୋଇ ନ ଥିଲା, କିଅବା ତୁମ୍ଭକୁ ପରିଷ୍କାର କରିବା ପାଇଁ ଜଳରେ ସ୍ନାନ କରାଯାଇ ନ ଥିଲା; ତୁମ୍ଭେ ଲବଣରେ ମଖାଯାଇ ନ ଥିଲ, କିଅବା ପଟୀରେ ଗୁଡ଼ା ଯାଇ ନ ଥିଲ। Gade chapit laପବିତ୍ର ବାଇବଲ (Re-edited) - (BSI)4 ତୁମ୍ଭ ଜନ୍ମର ବିବରଣ ଏହି, ତୁମ୍ଭେ ଜନ୍ମ ହେବା ଦିନ ତୁମ୍ଭର ନାଭି କଟା ହୋଇ ନ ଥିଲା, କିଅବା ତୁମ୍ଭକୁ ପରିଷ୍କାର କରିବା ପାଇଁ ଜଳରେ ସ୍ନାନ କରାଯାଇ ନ ଥିଲା; ତୁମ୍ଭେ ଲବଣରେ ମଖାଯାଇ ନ ଥିଲ, କିଅବା ପଟୀରେ ଗୁଡ଼ା ଯାଇ ନ ଥିଲ। Gade chapit laଓଡିଆ ବାଇବେଲ4 ତୁମ୍ଭ ଜନ୍ମର ବିବରଣ ଏହି, ତୁମ୍ଭେ ଜନ୍ମ ହେବା ଦିନ ତୁମ୍ଭର ନାଭି କଟା ହୋଇ ନ ଥିଲା, କିଅବା ତୁମ୍ଭକୁ ପରିଷ୍କାର କରିବା ପାଇଁ ଜଳରେ ସ୍ନାନ କରାଯାଇ ନ ଥିଲା; ତୁମ୍ଭେ ଲବଣରେ ମଖାଯାଇ ନ ଥିଲ, କିଅବା ପଟୀରେ ଗୁଡ଼ା ଯାଇ ନ ଥିଲ। Gade chapit laପବିତ୍ର ବାଇବଲ4 ହେ ଯିରୁଶାଲମ, ତୁମ୍ଭର ଜନ୍ମ ବିବରଣୀ ହେଲା, ତୁମ୍ଭେ ଜନ୍ମ ହେବା ଦିନ ତୁମ୍ଭର ନାଭି କଟା ହୋଇ ନ ଥିଲା। କିମ୍ବା ତୁମ୍ଭକୁ ପରିଷ୍କାର କରିବା ପାଇଁ ଜଳରେ ସ୍ନାନ କରାଯାଇ ନ ଥିଲା। ତୁମ୍ଭ ଶରୀରରେ ଲବଣ ଦିଆଯାଇ ନ ଥିଲା କିମ୍ବା ତୁମ୍ଭକୁ ପଟିରେ ଆବୃତ କରାଯାଇ ନ ଥିଲା। Gade chapit la |
ମାତ୍ର ସେମାନେ ଆମ୍ଭର ବିଦ୍ରୋହାଚାରୀ ହେଲେ ଓ ଆମ୍ଭର କଥା ଶୁଣିବାକୁ ଅସମ୍ମତ ହେଲେ; ସେମାନେ ପ୍ରତ୍ୟେକ ଜଣ ଆପଣା ଆପଣା ଦୃଷ୍ଟିର ସମ୍ମୁଖରୁ ଘୃଣାଯୋଗ୍ୟ ବସ୍ତୁସକଳ ଦୂର କଲେ ନାହିଁ, କିଅବା ମିସରୀୟ ପ୍ରତିମାଗଣକୁ ଛାଡ଼ିଲେ ନାହିଁ; ତହିଁରେ ଆମ୍ଭେ ମିସର ଦେଶ ମଧ୍ୟରେ ସେମାନଙ୍କ ପ୍ରତିକୂଳରେ ଆପଣା କ୍ରୋଧ ସାଧିବା ପାଇଁ ସେମାନଙ୍କ ଉପରେ ଆପଣା କୋପ ଢାଳିବା ବୋଲି କହିଲୁ।
ମାତ୍ର ଇସ୍ରାଏଲ ବଂଶ ପ୍ରାନ୍ତରରେ ଆମ୍ଭର ବିଦ୍ରୋହାଚାରୀ ହେଲେ; ସେମାନେ ଆମ୍ଭର ବିଧିରୂପ ପଥରେ ଚାଲିଲେ ନାହିଁ ଓ ଆମ୍ଭର ଶାସନସକଳ ଅଗ୍ରାହ୍ୟ କଲେ, ମନୁଷ୍ୟ ଯଦି ତାହା ପାଳନ କରେ, ତେବେ ତହିଁରେ ସେ ବଞ୍ଚିବ; ପୁଣି, ସେମାନେ ଆମ୍ଭର ବିଶ୍ରାମ ଦିନସକଳ ଅତ୍ୟନ୍ତ ଅପବିତ୍ର କଲେ; ସେତେବେଳେ ଆମ୍ଭେ ପ୍ରାନ୍ତରରେ ସେମାନଙ୍କୁ ସଂହାର କରିବା ନିମନ୍ତେ ସେମାନଙ୍କ ଉପରେ ଆପଣା କୋପ ଢାଳିବା ବୋଲି କହିଲୁ।