Biblia Todo Logo
Bib sou entènèt

- Piblisite -




ଯିହିଜିକଲ 16:51 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

51 ପୁଣି, ଶମରୀୟା ତୁମ୍ଭ ପାପର ଅର୍ଦ୍ଧେକ ପାପ କରି ନାହିଁ; ମାତ୍ର ତୁମ୍ଭେ ସେମାନଙ୍କ ଅପେକ୍ଷା ଆପଣା ଘୃଣାଯୋଗ୍ୟ କ୍ରିୟା ଅଧିକ ବଢ଼ାଇଅଛ ଓ ଆପଣାର କୃତ ସକଳ ଘୃଣାଯୋଗ୍ୟ କ୍ରିୟା ଦ୍ୱାରା ତୁମ୍ଭେ ଆପଣା ଭଗିନୀଗଣକୁ ଧାର୍ମିକ ପରି କରିଅଛ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

51 ପୁଣି, ଶମରୀୟା ତୁମ୍ଭ ପାପର ଅର୍ଦ୍ଧେକ ପାପ କରି ନାହିଁ; ମାତ୍ର ତୁମ୍ଭେ ସେମାନଙ୍କ ଅପେକ୍ଷା ଆପଣା ଘୃଣାଯୋଗ୍ୟ କ୍ରିୟା ଅଧିକ ବଢ଼ାଇଅଛ ଓ ଆପଣାର କୃତ ସକଳ ଘୃଣାଯୋଗ୍ୟ କ୍ରିୟା ଦ୍ଵାରା ତୁମ୍ଭେ ଆପଣା ଭଗିନୀଗଣକୁ ଧାର୍ମିକ ପରି କରିଅଛ।

Gade chapit la Kopi

ଓଡିଆ ବାଇବେଲ

51 ପୁଣି, ଶମରୀୟା ତୁମ୍ଭ ପାପର ଅର୍ଦ୍ଧେକ ପାପ କରି ନାହିଁ; ମାତ୍ର ତୁମ୍ଭେ ସେମାନଙ୍କ ଅପେକ୍ଷା ଆପଣା ଘୃଣାଯୋଗ୍ୟ କ୍ରିୟା ଅଧିକ ବଢ଼ାଇଅଛ ଓ ଆପଣାର କୃତ ସକଳ ଘୃଣାଯୋଗ୍ୟ କ୍ରିୟା ଦ୍ୱାରା ତୁମ୍ଭେ ଆପଣା ଭଗିନୀଗଣକୁ ଧାର୍ମିକ ପରି କରିଅଛ।

Gade chapit la Kopi

ପବିତ୍ର ବାଇବଲ

51 ପରମେଶ୍ୱର କହିଲେ, “ଶମରିୟା ତୁମ୍ଭ ପାପସବୁର ଅର୍ଦ୍ଧେକ ପାପ କରି ନାହିଁ। ତୁମ୍ଭର ବ୍ୟବହାର ତା’ (ସ୍ତ୍ରୀ) ଅପେକ୍ଷା ଅଧିକ ଖରାପ, ଯେଉଁସବୁ ଘୃଣ୍ୟ କର୍ମ ତୁମ୍ଭର ଭଉଣୀକୁ ଧାର୍ମିକ ଆବିର୍ଭାବ କରିବା ପାଇଁ କଲ।

Gade chapit la Kopi




ଯିହିଜିକଲ 16:51
6 Referans Kwoze  

ତଥାପି ତୁମ୍ଭେ ସେମାନଙ୍କ ପଥରେ ଗମନ କରି ନାହଁ, କିଅବା ସେମାନଙ୍କର ଘୃଣାଯୋଗ୍ୟ କ୍ରିୟାନୁସାରେ କର୍ମ କରି ନାହଁ; ମାତ୍ର ତାହା ଅତି କ୍ଷୁଦ୍ର ଥିଲା ପରି ମନେ କରି, ତୁମ୍ଭେ ଆପଣାର ସମସ୍ତ ଆଚାରବ୍ୟବହାରରେ ସେମାନଙ୍କ ଅପେକ୍ଷା ଅଧିକ ଭ୍ରଷ୍ଟା ହୋଇଅଛ।


ଆଉ, ତାହାର ଭଗିନୀ ଅହଲୀବା ଏହା ଦେଖିଲା; ତଥାପି ଆପଣା ପ୍ରେମାସକ୍ତିରେ ଓ ବେଶ୍ୟା କ୍ରିୟାରେ ତାହା ଅପେକ୍ଷା ଅଧିକ ଭ୍ରଷ୍ଟା ହେଲା, ତାହାର ଭଗିନୀର ବେଶ୍ୟା କ୍ରିୟା ଅପେକ୍ଷା ତାହାର ବେଶ୍ୟା କ୍ରିୟା ଅଧିକ ଥିଲା।


Swiv nou:

Piblisite


Piblisite