ଯିହିଜିକଲ 16:57 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT57 ସେହି ସମୟରେ ତୁମ୍ଭର ଦୁଷ୍ଟତା ପ୍ରକାଶ ପାଇ ନ ଥିଲା, ପାଇଲା ଉତ୍ତାରେ ତୁମ୍ଭର ତୁଚ୍ଛକାରିଣୀ ଅରାମର କନ୍ୟାଗଣ ଓ ତାହାର ଚତୁର୍ଦ୍ଦିଗ ନିବାସିନୀ ସମସ୍ତେ, ପଲେଷ୍ଟୀୟମାନଙ୍କର କନ୍ୟାଗଣ ଚାରି ଦିଗରେ ତୁମ୍ଭର ଅପମାନ କଲେ। Gade chapit laପବିତ୍ର ବାଇବଲ (Re-edited) - (BSI)57 ସେସମୟରେ ତୁମ୍ଭର ଦୁଷ୍ଟତା ପ୍ରକାଶ ପାଇ ନ ଥିଲା, (ପାଇଲା ଉତ୍ତାରେ) ତୁମ୍ଭର ତୁଚ୍ଛକାରିଣୀ ଅରାମର କନ୍ୟାଗଣ ଓ ତାହାର ଚତୁର୍ଦ୍ଦିଗ ନିବାସିନୀ ସମସ୍ତେ, ପଲେଷ୍ଟୀୟମାନଙ୍କର କନ୍ୟାଗଣ ଚାରି ଦିଗରେ ତୁମ୍ଭର ଅପମାନ କଲେ। Gade chapit laଓଡିଆ ବାଇବେଲ57 ସେହି ସମୟରେ ତୁମ୍ଭର ଦୁଷ୍ଟତା ପ୍ରକାଶ ପାଇ ନ ଥିଲା, ପାଇଲା ଉତ୍ତାରେ ତୁମ୍ଭର ତୁଚ୍ଛକାରିଣୀ ଅରାମର କନ୍ୟାଗଣ ଓ ତାହାର ଚତୁର୍ଦ୍ଦିଗ ନିବାସିନୀ ସମସ୍ତେ, ପଲେଷ୍ଟୀୟମାନଙ୍କର କନ୍ୟାଗଣ ଚାରି ଦିଗରେ ତୁମ୍ଭର ଅପମାନ କଲେ। Gade chapit laପବିତ୍ର ବାଇବଲ57 ସେ ସମୟରେ ତୁମ୍ଭର ଦୁଷ୍ଟତା ପ୍ରକାଶ ପାଇଥିଲା। କିନ୍ତୁ ବର୍ତ୍ତମାନ ଅରାମର କନ୍ୟାଗଣ ତୁମ୍ଭକୁ ହୀନ କଲେ ଓ ତାହାର ଚତୁର୍ଦ୍ଦିଗସ୍ଥ କନ୍ୟାଗଣ ଓ ପଲେଷ୍ଟୀୟମାନଙ୍କର କନ୍ୟାଗଣ ତୁମ୍ଭକୁ ତାଚ୍ଛଲ୍ୟ କଲେ। Gade chapit la |