ଯିହିଜିକଲ 16:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ଆମ୍ଭେ କ୍ଷେତ୍ରରେ ଉଦ୍ଭିଦ ପରି ତୁମ୍ଭକୁ ବହୁସଂଖ୍ୟକ କରାଇଲୁ, ତହିଁରେ ତୁମ୍ଭେ ବୃଦ୍ଧି ପାଇ ଅତି ବଡ଼ ହୋଇ ଉଠିଲ ଓ ମହାଶୋଭାରୂପ ଅଳଙ୍କାର ସ୍ୱରୂପ ହେଲ; ତୁମ୍ଭର ସ୍ତନଯୁଗଳ ସୁଡୌଲ ଓ ତୁମ୍ଭର କେଶ ଦୀର୍ଘ ହେଲା; ତଥାପି ତୁମ୍ଭେ ବିବସନା ଓ ଉଲଙ୍ଗିନୀ ଥିଲ। Gade chapit laପବିତ୍ର ବାଇବଲ (Re-edited) - (BSI)7 ଆମ୍ଭେ କ୍ଷେତ୍ରରେ ଉଦ୍ଭିଜ୍ଜ ପରି ତୁମ୍ଭକୁ ବହୁସଂଖ୍ୟକ କରାଇଲୁ, ତହିଁରେ ତୁମ୍ଭେ ବୃଦ୍ଧି ପାଇ ଅତି ବଡ଼ ହୋଇ ଉଠିଲ ଓ ମହାଶୋଭାରୂପ ଅଳଙ୍କାର ସ୍ଵରୂପା ହେଲ; ତୁମ୍ଭର ସ୍ତନଯୁଗଳ ସୁଡୌଲ ଓ ତୁମ୍ଭର କେଶ ଦୀର୍ଘ ହେଲା; ତଥାପି ତୁମ୍ଭେ ବିବସନା ଓ ଉଲଙ୍ଗିନୀ ଥିଲ। Gade chapit laଓଡିଆ ବାଇବେଲ7 ଆମ୍ଭେ କ୍ଷେତ୍ରରେ ଉଦ୍ଭିଦ ପରି ତୁମ୍ଭକୁ ବହୁସଂଖ୍ୟକ କରାଇଲୁ, ତହିଁରେ ତୁମ୍ଭେ ବୃଦ୍ଧି ପାଇ ଅତି ବଡ଼ ହୋଇ ଉଠିଲ ଓ ମହାଶୋଭାରୂପ ଅଳଙ୍କାର ସ୍ୱରୂପ ହେଲ; ତୁମ୍ଭର ସ୍ତନଯୁଗଳ ସୁଡୌଲ ଓ ତୁମ୍ଭର କେଶ ଦୀର୍ଘ ହେଲା; ତଥାପି ତୁମ୍ଭେ ବିବସନା ଓ ଉଲଙ୍ଗିନୀ ଥିଲ। Gade chapit laପବିତ୍ର ବାଇବଲ7 ମୁଁ ତୁମ୍ଭକୁ ସେହି କ୍ଷେତ୍ରରେ ଉଦ୍ଭିଦ ପରି ବଢ଼ାଇଲି। ତହିଁରେ ତୁମ୍ଭେ ବୃଦ୍ଧି ପାଇ ଯୁବତୀ ହେଲ। ତୁମ୍ଭର ଋତୁସ୍ରାବ ହେଲା, ତୁମ୍ଭର ସ୍ତନଯୁଗଳ ସୁଢ଼ୋଳ ଓ ତୁମ୍ଭର କେଶ ଦୀର୍ଘ ହେଲା, କିନ୍ତୁ ତୁମ୍ଭେ ତଥାପି ବିବସନା ଓ ଉଲଗ୍ନ ଥିଲ। Gade chapit la |