ଯିହିଜିକଲ 16:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ପୁଣି, ଆମ୍ଭେ ଯେତେବେଳେ ତୁମ୍ଭର ନିକଟ ଦେଇ ଗମନ କଲୁ ଓ ତୁମ୍ଭ ପ୍ରତି ଅନାଇଲୁ, ସେତେବେଳେ ଦେଖ, ତୁମ୍ଭର ସେ ସମୟ ତ ପ୍ରେମର ସମୟ; ତହୁଁ ଆମ୍ଭେ ତୁମ୍ଭ ଉପରେ ଆପଣା ବସ୍ତ୍ରାଞ୍ଚଳ ପ୍ରସାରିଲୁ ଓ ତୁମ୍ଭର ଉଲଙ୍ଗତା ଆଚ୍ଛାଦନ କଲୁ; ହଁ, ପ୍ରଭୁ, ସଦାପ୍ରଭୁ କହନ୍ତି, ଆମ୍ଭେ ଶପଥ କରି ତୁମ୍ଭ ସଙ୍ଗେ ନିୟମ ସ୍ଥିର କଲୁ, ତହିଁରେ ତୁମ୍ଭେ ଆମ୍ଭର ହେଲ। Gade chapit laପବିତ୍ର ବାଇବଲ (Re-edited) - (BSI)8 ପୁଣି, ଆମ୍ଭେ ଯେତେବେଳେ ତୁମ୍ଭର ନିକଟ ଦେଇ ଗମନ କଲୁ ଓ ତୁମ୍ଭ ପ୍ରତି ଅନାଇଲୁ, ସେତେବେଳେ ଦେଖ, ତୁମ୍ଭର ସେ ସମୟ ତ ପ୍ରେମର ସମୟ; ତହୁଁ ଆମ୍ଭେ ତୁମ୍ଭ ଉପରେ ଆପଣା ବସ୍ତ୍ରାଞ୍ଚଳ ପ୍ରସାରିଲୁ ଓ ତୁମ୍ଭର ଉଲଙ୍ଗତା ଆଚ୍ଛାଦନ କଲୁ; ହଁ, ପ୍ରଭୁ ସଦାପ୍ରଭୁ କହନ୍ତି, ଆମ୍ଭେ ଶପଥ କରି ତୁମ୍ଭ ସଙ୍ଗେ ନିୟମ ସ୍ଥିର କଲୁ, ତହିଁରେ ତୁମ୍ଭେ ଆମ୍ଭର ହେଲ। Gade chapit laଓଡିଆ ବାଇବେଲ8 ପୁଣି, ଆମ୍ଭେ ଯେତେବେଳେ ତୁମ୍ଭର ନିକଟ ଦେଇ ଗମନ କଲୁ ଓ ତୁମ୍ଭ ପ୍ରତି ଅନାଇଲୁ, ସେତେବେଳେ ଦେଖ, ତୁମ୍ଭର ସେ ସମୟ ତ ପ୍ରେମର ସମୟ; ତହୁଁ ଆମ୍ଭେ ତୁମ୍ଭ ଉପରେ ଆପଣା ବସ୍ତ୍ରାଞ୍ଚଳ ପ୍ରସାରିଲୁ ଓ ତୁମ୍ଭର ଉଲଙ୍ଗତା ଆଚ୍ଛାଦନ କଲୁ; ହଁ, ପ୍ରଭୁ, ସଦାପ୍ରଭୁ କହନ୍ତି, ଆମ୍ଭେ ଶପଥ କରି ତୁମ୍ଭ ସଙ୍ଗେ ନିୟମ ସ୍ଥିର କଲୁ, ତହିଁରେ ତୁମ୍ଭେ ଆମ୍ଭର ହେଲ।” Gade chapit laପବିତ୍ର ବାଇବଲ8 ଏବଂ ମୁଁ ଯେତେବେଳେ ତୁମ୍ଭକୁ ଅନାଇଲି, ସେତେବେଳେ ଦେଖିଲି ତୁମ୍ଭେ ପ୍ରେମ କରିବା ପାଇଁ ରାଜି ହୋଇଯାଇଥିଲ। ତେଣୁ ମୁଁ ତୁମ୍ଭ ଶରୀର ଉପରେ ମୋର ବସ୍ତ୍ର ଆବୃତ କଲି। ମୁଁ ଶପଥ କରି ତୁମ୍ଭ ସଙ୍ଗେ ନିୟମ ସ୍ଥିର କଲି ଏବଂ ତୁମ୍ଭେ ମୋର ହେଲ।’” ଏହା ସଦାପ୍ରଭୁ ମୋର ପ୍ରଭୁ କହନ୍ତି Gade chapit la |