Biblia Todo Logo
Bib sou entènèt

- Piblisite -




ଯିହିଜିକଲ 17:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ହଁ, ଦେଖ, ରୋପିତ ହୋଇଅଛି ବୋଲି ତାହା କି କୃତକାର୍ଯ୍ୟ ହେବ? ପୂର୍ବୀୟ ବାୟୁ ସ୍ପର୍ଶ କଲେ ତାହା କି ସମ୍ପୂର୍ଣ୍ଣ ରୂପେ ଶୁଷ୍କ ହୋଇ ନ ଯିବ? ବଢ଼ିବା କିଆରିରେ ତାହା ଶୁଷ୍କ ହୋଇଯିବ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

10 ହଁ, ଦେଖ, ରୋପିତ ହୋଇଅଛି ବୋଲି ତାହା କି କୃତକାର୍ଯ୍ୟ ହେବ? ପୂର୍ବୀୟ ବାୟୁ ସ୍ପର୍ଶ କଲେ ତାହା କି ସମ୍ପୂର୍ଣ୍ଣ ରୂପେ ଶୁଷ୍କ ହୋଇ ନ ଯିବ? ବଢ଼ିବା କିଆରିରେ ତାହା ଶୁଷ୍କ ହୋଇଯିବ।

Gade chapit la Kopi

ଓଡିଆ ବାଇବେଲ

10 ହଁ, ଦେଖ, ରୋପିତ ହୋଇଅଛି ବୋଲି ତାହା କି କୃତକାର୍ଯ୍ୟ ହେବ ? ପୂର୍ବୀୟ ବାୟୁ ସ୍ପର୍ଶ କଲେ ତାହା କି ସମ୍ପୂର୍ଣ୍ଣ ରୂପେ ଶୁଷ୍କ ହୋଇ ନ ଯିବ ? ବଢ଼ିବା କିଆରିରେ ତାହା ଶୁଷ୍କ ହୋଇଯିବ।

Gade chapit la Kopi

ପବିତ୍ର ବାଇବଲ

10 ଆଉ ସେହି ଦ୍ରାକ୍ଷାଲତା ରୋପିତ କ୍ଷେତ୍ରରେ କ’ଣ ବୃଦ୍ଧି ପାଇବ? ପୂର୍ବୀୟ ବାୟୁ ସ୍ପର୍ଶ କଲେ ତାହା ସମ୍ପୂର୍ଣ୍ଣ ରୂପେ ଶୁଷ୍କ ହୋଇଯିବ। ବଢ଼ିବା କିଆରୀରେ ତାହା ଶୁଷ୍କ ହୋଇଯିବ।”

Gade chapit la Kopi




ଯିହିଜିକଲ 17:10
12 Referans Kwoze  

ଯଦ୍ୟପି ସେ ଆପଣା ଭ୍ରାତୃଗଣ ମଧ୍ୟରେ ଫଳବାନ ହୁଏ, ତଥାପି ପୂର୍ବୀୟ ବାୟୁ ସଦାପ୍ରଭୁଙ୍କର ଶ୍ୱାସ ପ୍ରାନ୍ତରରୁ ଆସିବ, ତହିଁରେ ତାହାର ନିର୍ଝର ଶୁଷ୍କ ହେବ ଓ ତାହାର ଜଳାକାର ଶୁଖିଯିବ; ସେ ତାହାର ଯାବତୀୟ ମନୋହର ପାତ୍ରର ଭଣ୍ଡାର ଲୁଟ କରିବେ।


ସେମାନେ ନିର୍ଭୟରେ ତୁମ୍ଭମାନଙ୍କ ସହିତ ଭୋଜନପାନ କରି ତୁମ୍ଭମାନଙ୍କ ପ୍ରେମଭୋଜିର କଳଙ୍କ ସ୍ୱରୂପ ଅଟନ୍ତି; ସେମାନେ ଆପଣା ଆପଣା ଉଦର ପରିପୂର୍ଣ୍ଣ କରନ୍ତି; ସେମାନେ ବାୟୁଚାଳିତ ଜଳଶୂନ୍ୟ ମେଘ ତୁଲ୍ୟ; ସେମାନେ ଦୁଇ ଥର ମୃତ, ମୂଳରୁ ଉତ୍ପାଟିତ ହେମନ୍ତ କାଳର ଫଳଶୂନ୍ୟବୃକ୍ଷ ସଦୃଶ;


କେହି ଯେବେ ମୋʼ ଠାରେ ନ ରହେ, ତାହାହେଲେ ସେ ଶାଖା ପରି ବାହାରେ ପକାଇ ଦିଆଯାଏ ଓ ଶୁଖିଯାଏ, ପୁଣି, ଲୋକେ ସେଗୁଡ଼ାକ ଏକାଠି କରି ନିଆଁରେ ପକାଇ ଦିଅନ୍ତି ଓ ସେଗୁଡ଼ାକ ପୋଡ଼ିଯାଏ।


ସକାଳେ ସେହି ବାଟ ଦେଇ ଯିବା ସମୟରେ ସେମାନେ ଡିମ୍ବିରିବୃକ୍ଷଟି ମୂଳରୁ ଶୁଖିଯାଇଥିବା ଦେଖିଲେ।


ଆଉ ବାଟ ପାଖରେ ଗୋଟିଏ ଡିମ୍ବିରିବୃକ୍ଷ ଦେଖି ତାହା ନିକଟକୁ ଗଲେ, ପୁଣି, କେବଳ ପତ୍ର ଛଡ଼ା ତାହାଠାରେ ଆଉ କିଛି ନ ପାଇ ତାହାକୁ କହିଲେ, “ଆଉ କଦାପି ତୋʼଠାରେ ଫଳ ନ ହେଉ।” ସେଥିରେ ସେହିକ୍ଷଣି ସେହି ଡିମ୍ବିରିବୃକ୍ଷ ଶୁଖିଗଲା।


ଇଫ୍ରୟିମ ବାୟୁ ଭୋଜନ କରେ ଓ ପୂର୍ବୀୟ ବାୟୁର ପଛେ ପଛେ ଗମନ କରେ; ସେ ସର୍ବଦା ମିଥ୍ୟା କଥା ଓ ଉପଦ୍ରବ ବୃଦ୍ଧି କରେ ଓ ସେମାନେ ଅଶୂରର ସହିତ ନିୟମ କରନ୍ତି ଓ ମିସରକୁ ତୈଳ ପଠାନ୍ତି।


ସେହି ସମୟରେ ଏହି ଲୋକମାନଙ୍କୁ ଓ ଯିରୂଶାଲମକୁ କୁହାଯିବ, “ପ୍ରାନ୍ତରସ୍ଥ ବୃକ୍ଷଶୂନ୍ୟ ଉଚ୍ଚସ୍ଥଳୀରୁ ଆମ୍ଭ ଲୋକମାନଙ୍କର କନ୍ୟା ଆଡ଼କୁ ଉଷ୍ମ ବାୟୁ ଆସୁଅଛି, ତାହା ଶସ୍ୟ ଝାଡ଼ିବା କି ପରିଷ୍କାର କରିବା ନିମନ୍ତେ ନୁହେଁ;


ପୁଣି, ସେ ସିଦିକୀୟକୁ ବାବିଲକୁ ଘେନିଯିବ, ପୁଣି ଆମ୍ଭେ ଯେପର୍ଯ୍ୟନ୍ତ ତାହାର ତତ୍ତ୍ୱାନୁସନ୍ଧାନ ନ କରୁ, ସେପର୍ଯ୍ୟନ୍ତ ସେ ସେଠାରେ ରହିବ; ତୁମ୍ଭେମାନେ କଲ୍‍ଦୀୟମାନଙ୍କ ସହିତ ଯୁଦ୍ଧ କଲେ ହେଁ କୃତକାର୍ଯ୍ୟ ହେବ ନାହିଁ।’”


ତୁମ୍ଭେ କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ତାହା କି କୃତକାର୍ଯ୍ୟ ହେବ? ତାହା ଯେପରି ଶୁଷ୍କ ହେବ, ଏଥିପାଇଁ ସେ କି ତହିଁର ମୂଳ ଉପାଡ଼ି ତହିଁର ଫଳ କାଟି ପକାଇବ ନାହିଁ? ମହାପରାକ୍ରମ ଓ ଅନେକ ଲୋକ ବିହୁନେ ହିଁ ତହିଁର ମୂଳ ଉତ୍ପାଟିତ ହୋଇ ତହିଁର ଅଙ୍କୁରିତ ନବୀନ ପତ୍ରସବୁ କି ମ୍ଳାନ ହେବ ନାହିଁ?


ଆହୁରି, ସଦାପ୍ରଭୁଙ୍କର ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା,


ସେମାନଙ୍କ ଉତ୍ତାରେ ପୂର୍ବୀୟ ବାୟୁରେ ଶୁଷ୍କ ଆଉ ସାତୁଟା କ୍ଷୀଣ ଶିଷା ଉତ୍ପନ୍ନ ହେଲା।


Swiv nou:

Piblisite


Piblisite