ଯିହିଜିକଲ 17:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 “ତୁମ୍ଭେ ସେହି ବିଦ୍ରୋହୀ-ବଂଶକୁ କୁହ, ତୁମ୍ଭେମାନେ କି ଏହିସବୁର ତାତ୍ପର୍ଯ୍ୟ ଜାଣ ନାହିଁ? ସେମାନଙ୍କୁ କୁହ, ଦେଖ, ବାବିଲର ରାଜା ଯିରୂଶାଲମକୁ ଆସି ତହିଁର ରାଜାକୁ ଓ ତହିଁର ଅଧିପତିଗଣକୁ ଆପଣାର ନିକଟକୁ ବାବିଲକୁ ନେଇଗଲା; Gade chapit laପବିତ୍ର ବାଇବଲ (Re-edited) - (BSI)12 ତୁମ୍ଭେ ସେହି ବିଦ୍ରୋହୀ-ବଂଶକୁ କୁହ, ତୁମ୍ଭେମାନେ କି ଏହିସବୁର ତାତ୍ପର୍ଯ୍ୟ ଜାଣ ନାହିଁ? ସେମାନଙ୍କୁ କୁହ, ଦେଖ, ବାବିଲର ରାଜା ଯିରୂଶାଲମକୁ ଆସି ତହିଁର ରାଜାକୁ ଓ ତହିଁର ଅଧିପତିଗଣକୁ ଆପଣାର ନିକଟକୁ ବାବିଲକୁ ନେଇ ଗଲା; Gade chapit laଓଡିଆ ବାଇବେଲ12 “ତୁମ୍ଭେ ସେହି ବିଦ୍ରୋହୀ-ବଂଶକୁ କୁହ, ତୁମ୍ଭେମାନେ କି ଏହିସବୁର ତାତ୍ପର୍ଯ୍ୟ ଜାଣ ନାହିଁ ? ସେମାନଙ୍କୁ କୁହ, ଦେଖ, ବାବିଲର ରାଜା ଯିରୂଶାଲମକୁ ଆସି ତହିଁର ରାଜାକୁ ଓ ତହିଁର ଅଧିପତିଗଣକୁ ଆପଣାର ନିକଟକୁ ବାବିଲକୁ ନେଇ ଗଲା; Gade chapit laପବିତ୍ର ବାଇବଲ12 “ତୁମ୍ଭେ ସେହି ବିଦ୍ରୋହୀ ଜାତିକୁ କୁହ, ଇସ୍ରାଏଲ ତୁମ୍ଭେ କ’ଣ ଏସବୁର ତାତ୍ପର୍ଯ୍ୟ ଜାଣ ନାହିଁ? ସେମାନଙ୍କୁ କୁହ, ଦେଖ, ବାବିଲର ରାଜା ଯିରୁଶାଲମକୁ ଆସି ତହିଁର ରାଜାଙ୍କୁ ଓ ତହିଁର ମୁଖ୍ୟଗଣଙ୍କୁ ଆପଣାର ନ୍ୟାୟାଳୟ ବାବିଲକୁ ନେଇଗଲା। Gade chapit la |