Biblia Todo Logo
Bib sou entènèt

- Piblisite -




ଯିହିଜିକଲ 17:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 “ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଇସ୍ରାଏଲ ବଂଶ ନିକଟରେ ଗୋଟିଏ ପ୍ରହେଳିକା ଉତ୍ଥାପନ କର ଓ ଏକ ଦୃଷ୍ଟାନ୍ତ କଥା କୁହ;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଇସ୍ରାଏଲ-ବଂଶ ନିକଟରେ ଗୋଟିଏ ପ୍ରହେଳିକା ଉତ୍ଥାପନ କର ଓ ଏକ ଦୃଷ୍ଟାନ୍ତ କଥା କୁହ;

Gade chapit la Kopi

ଓଡିଆ ବାଇବେଲ

2 “ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଇସ୍ରାଏଲ ବଂଶ ନିକଟରେ ଗୋଟିଏ ପ୍ରହେଳିକା ଉତ୍‍ଥାପନ କର ଓ ଏକ ଦୃଷ୍ଟାନ୍ତ କଥା କୁହ;

Gade chapit la Kopi

ପବିତ୍ର ବାଇବଲ

2 “ହେ ମନୁଷ୍ୟ ପୁତ୍ର, ତୁମ୍ଭେ ଇସ୍ରାଏଲର ପୁତ୍ରଗଣଙ୍କ ନିମନ୍ତେ ଏକ ପ୍ରହେଳିକା ଉପସ୍ଥାପନ କର ଏବଂ ସେମାନଙ୍କୁ ଏକ ନୀତିକଥା କୁହ।

Gade chapit la Kopi




ଯିହିଜିକଲ 17:2
13 Referans Kwoze  

ଏଥିରେ ମୁଁ କହିଲି, “ହେ ପ୍ରଭୁ, ସଦାପ୍ରଭୁ, ସେମାନେ ମୋʼ ବିଷୟରେ କହନ୍ତି, ସେ ଲୋକ କି ଦୃଷ୍ଟାନ୍ତ-ବାକ୍ୟବାଦୀ ନୁହେଁ?”


ଯେପରି ଭାବବାଦୀଙ୍କ ଦ୍ୱାରା ଉକ୍ତ ଏହି ବାକ୍ୟ ସଫଳ ହୁଏ, ଆମ୍ଭେ ଆପଣା ମୁଖ ଫିଟାଇ ଦୃଷ୍ଟାନ୍ତ ଦ୍ୱାରା କଥା କହିବା, ଜଗତ ସୃଷ୍ଟି ଦିନରୁ ଗୁପ୍ତ ବିଷୟସବୁ ବ୍ୟକ୍ତ କରିବା।


କାରଣ ଏବେ ଆମ୍ଭେମାନେ ନିଗୂଢ଼ ବାକ୍ୟରୂପ ଦର୍ପଣର ସାହାଯ୍ୟରେ ଦେଖୁଅଛୁ, କିନ୍ତୁ ସେତେବେଳେ ମୁଖାମୁଖି ହୋଇ ଦେଖିବା ଯେତେବେଳେ ଯୀଶୁ ପୁନର୍ବାର ଆସିବେ; ଏତେବେଳେ ମୁଁ ଆଂଶିକ ଭାବେ ଜାଣୁଅଛି, କିନ୍ତୁ ସେତେବେଳେ, ମୁଁ ଯେପରି ପରିଚିତ, ସେହିପରି ମଧ୍ୟ ପରିଚୟ ପାଇବି।


ଆହୁରି, ଆମ୍ଭେ ଭବିଷ୍ୟଦ୍‍ବକ୍ତାଗଣ ନିକଟରେ କଥା କହିଅଛୁ ଓ ଆମ୍ଭେ ନାନା ଦର୍ଶନର ବୃଦ୍ଧି କରିଅଛୁ; ଆଉ ଭବିଷ୍ୟଦ୍‍ବକ୍ତାଗଣ ଦ୍ୱାରା ଦୃଷ୍ଟାନ୍ତର କଥା ବ୍ୟବହାର କରିଅଛୁ।


ଏଣୁ ତୁମ୍ଭେ ଏହି ବିଦ୍ରୋହୀ ବଂଶର ଉଦ୍ଦେଶ୍ୟରେ ଗୋଟିଏ ଦୃଷ୍ଟାନ୍ତ କଥା କହି ସେମାନଙ୍କୁ କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ହଣ୍ଡା ଚଢ଼ାଅ, ତାହା ଚଢ଼ାଅ ଓ ମଧ୍ୟ ତହିଁ ଭିତରେ ଜଳ ଢାଳିଦିଅ;


ଏଥିଉତ୍ତାରେ ସଦାପ୍ରଭୁଙ୍କର ଏହି ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା,


ତହିଁରେ ସମସ୍ତ ପ୍ରାଣୀ ଜାଣିବେ ଯେ, ଆମ୍ଭେ ସଦାପ୍ରଭୁ ଆପଣା ଖଡ୍ଗ କୋଷରୁ ବାହାର କରିଅଛୁ; ତାହା ଆଉ ଫେରିବ ନାହିଁ।


ଯଦି ଗିଲୀୟଦରେ କିଛି ଅଧର୍ମ ଅଛି, ତେବେ ସେମାନେ ସର୍ବତୋଃଭାବେ ଅସାର; ଗିଲ୍‍ଗଲ୍‍ରେ ସେମାନେ ବୃଷ ବଳିଦାନ କରନ୍ତି; ହଁ, କ୍ଷେତ୍ରସ୍ଥ ଶିଆରର ଢିପି ପରି ସେମାନଙ୍କର ଯଜ୍ଞବେଦି ଅଛି।


Swiv nou:

Piblisite


Piblisite