ଯିହିଜିକଲ 17:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ତୁମ୍ଭେ କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ଗୋଟିଏ ବଡ଼ ଉତ୍କ୍ରୋଶ ପକ୍ଷୀର ପକ୍ଷ ଥିଲା, ତାହାର ପକ୍ଷ ବଡ଼, ଡେଣା ଦୀର୍ଘ ଓ ଚିତ୍ରବିଚିତ୍ର ଲୋମରେ ପରିପୂର୍ଣ୍ଣ, ସେ ଲିବାନୋନକୁ ଆସି ଏରସ ବୃକ୍ଷର ଅଗ୍ରଭାଗ ନେଇଗଲା: Gade chapit laପବିତ୍ର ବାଇବଲ (Re-edited) - (BSI)3 ତୁମ୍ଭେ କୁହ, ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି, ଗୋଟିଏ ବଡ଼ ଉତ୍କ୍ରୋଶ ପକ୍ଷୀ ଥିଲା, ତାହାର ପକ୍ଷ ବଡ଼ ଓ ଡେଣା ଦୀର୍ଘ ଓ ଚିତ୍ରବିଚିତ୍ର ଲୋମରେ ପରିପୂର୍ଣ୍ଣ, ସେ ଲିବାନୋନକୁ ଆସି ଏରସ ବୃକ୍ଷର ଅଗ୍ରଭାଗ ନେଇଗଲା: ଯିହି. ୧୭:୧୨ ଦ୍ଵି.ରା.୨୪:୧୨ Gade chapit laଓଡିଆ ବାଇବେଲ3 ତୁମ୍ଭେ କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ଗୋଟିଏ ବଡ଼ ଉତ୍କ୍ରୋଶ ପକ୍ଷୀର ପକ୍ଷ ଥିଲା, ତାହାର ପକ୍ଷ ବଡ଼, ଡେଣା ଦୀର୍ଘ ଓ ଚିତ୍ରବିଚିତ୍ର ଲୋମରେ ପରିପୂର୍ଣ୍ଣ, ସେ ଲିବାନୋନକୁ ଆସି ଏରସ ବୃକ୍ଷର ଅଗ୍ରଭାଗ ନେଇଗଲା: Gade chapit laପବିତ୍ର ବାଇବଲ3 ସେମାନଙ୍କୁ କୁହ, ସଦାପ୍ରଭୁ ଏହି କଥା କହିଛନ୍ତି, ‘‘‘ଗୋଟିଏ ବଡ଼ ଉତ୍କ୍ରୋଶପକ୍ଷୀ ଥିଲା, ତାହାର ପକ୍ଷ ବଡ଼ ଓ ପର ବହୁତ ଥିଲା ଓ ଚିତ୍ରବିଚିତ୍ର ଲୋମରେ ପରିପୂର୍ଣ୍ଣ। ଆଉ ଏହା ଲିବାନୋନକୁ ଆସିଲା ଏବଂ ଏକ ବଡ଼ ଏରସବୃକ୍ଷର ଅଗ୍ରଭାଗରେ ବସିଲା।” Gade chapit la |