Biblia Todo Logo
Bib sou entènèt

- Piblisite -




ଯିହିଜିକଲ 17:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ଆହୁରି, ସେ ଦେଶର ବୀଜ ନେଇ ଏକ ଉର୍ବର ଭୂମିରେ ତାହା ରୋପଣ କଲା; ସେ ଜଳରାଶିର ନିକଟରେ ବାଇଶୀ ବୃକ୍ଷ ତୁଲ୍ୟ ତାହା ରୋପଣ କଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 ଆହୁରି, ସେ ଦେଶର ବୀଜ ନେଇ ଏକ ଉର୍ବରା ଭୂମିରେ ତାହା ରୋପଣ କଲା; ସେ ଜଳରାଶିର ନିକଟରେ ବାଇଶୀ ବୃକ୍ଷ ତୁଲ୍ୟ ତାହା ରୋପଣ କଲା।

Gade chapit la Kopi

ଓଡିଆ ବାଇବେଲ

5 ଆହୁରି, ସେ ଦେଶର ବୀଜ ନେଇ ଏକ ଉର୍ବର ଭୂମିରେ ତାହା ରୋପଣ କଲା; ସେ ଜଳରାଶିର ନିକଟରେ ବାଇଶୀ ବୃକ୍ଷ ତୁଲ୍ୟ ତାହା ରୋପଣ କଲା।

Gade chapit la Kopi

ପବିତ୍ର ବାଇବଲ

5 ଏବଂ ସେହି ପକ୍ଷୀ ସେ ଦେଶର ବୀଜ ନେଇ ଏକ ଉର୍ବର ଭୂମିର କ୍ଷେତରେ ତାହା ରୋପଣ କଲା। ସେ ପ୍ରଚୁର ଜଳରାଶିର ନିକଟରେ ତାହା ରୋପଣ କଲା।

Gade chapit la Kopi




ଯିହିଜିକଲ 17:5
12 Referans Kwoze  

ତହିଁରେ ସେମାନେ ଜଳସ୍ରୋତ ନିକଟସ୍ଥ ବାଇଶୀ ବୃକ୍ଷ ତୁଲ୍ୟ ତୃଣ ମଧ୍ୟରେ ଅଙ୍କୁରିତ ହେବେ।


ପୁଣି, ରାଜ୍ୟ ଯେପରି ଅବନତ ହୋଇ ଆଉ ଉନ୍ନତ ନୋହିବ, ମାତ୍ର ତାହାର ନିୟମ ପାଳନ କରି ଯେପରି ସ୍ଥିର ହେବ, ଏଥିପାଇଁ


ଏଥିଉତ୍ତାରେ ଯିହୋୟାକୀମ୍‍ର ପୁତ୍ର କନୀୟର ପଦରେ ଯୋଶୀୟର ପୁତ୍ର ସିଦିକୀୟ ରାଜା ହୋଇ ରାଜତ୍ୱ କଲା; ବାବିଲର ରାଜା ନବୂଖଦ୍‍ନିତ୍ସର ତାହାକୁ ଯିହୁଦା ଦେଶର ରାଜା କରିଥିଲା।


ଏହେତୁ ସେମାନେ ଆପଣାମାନଙ୍କର ପ୍ରାପ୍ତ ଧନ ଓ ରକ୍ଷିତ ଦ୍ରବ୍ୟସବୁ ବାଇଶୀ ବୃକ୍ଷର ସ୍ରୋତ ନିକଟକୁ ନେଇଯିବେ।


ପୁଣି ବାବିଲର ରାଜା ଯିହୋୟାଖୀନ୍‍ର ପିତୃବ୍ୟ ମତ୍ତନୀୟଙ୍କୁ ତାଙ୍କର ପଦରେ ରାଜା କଲା ଓ ତାଙ୍କ ନାମ ବଦଳାଇ ସିଦିକୀୟ ରଖିଲା।


ତୁମ୍ଭେ ସେମାନଙ୍କୁ ରୋପଣ କରିଅଛ, ସେମାନେ ବଦ୍ଧମୂଳ ହୋଇଅଛନ୍ତି; ସେମାନେ ବଢ଼ନ୍ତି, ହଁ, ସେମାନେ ଫଳ ଫଳନ୍ତି; ତୁମ୍ଭେ ସେମାନଙ୍କ ମୁଖର ନିକଟରେ ଓ ସେମାନଙ୍କ ଅନ୍ତଃକରଣରୁ ଦୂରରେ ଅଛ।


ସେ ତହିଁର ସାନ ସାନ ପଲ୍ଲବର ଉଚ୍ଚତମ ପଲ୍ଲବ କାଟି ବାଣିଜ୍ୟ ଦେଶକୁ ନେଇ ବଣିକମାନଙ୍କର ଗୋଟିଏ ନଗରରେ ରଖିଲା।


ତହୁଁ ତାହା ବଢ଼ି ଅଳ୍ପ ଉଚ୍ଚ ଦ୍ରାକ୍ଷାଲତା ପରି ବଢ଼ିଲା, ତହିଁର ଶାଖାସବୁ ତାହାର ସମ୍ମୁଖ ହେଲା ଓ ତହିଁର ମୂଳ ତାହାର ତଳେ ରହିଲା; ଏହି ପ୍ରକାରେ ତାହା ଦ୍ରାକ୍ଷାଲତା ହୋଇ ଶାଖାବିଶିଷ୍ଟ ଓ ପଲ୍ଲବିତ ହେଲା।


ଅପାର ଜଳ ତାହାକୁ ପୁଷ୍ଟ କଲା, ଜଳଧି ତାହାକୁ ବର୍ଦ୍ଧିତ କଲା; ତାହାର ସ୍ରୋତସମୂହ ତାହାର ରୋପଣ ସ୍ଥାନର ଚତୁର୍ଦ୍ଦିଗରେ ବହିଲା ଓ ସେ କ୍ଷେତ୍ରସ୍ଥ ବୃକ୍ଷସକଳର ନିକଟକୁ ଆପଣା ଜଳପ୍ରଣାଳୀ ପଠାଇଲା।


ଏସକାଶୁ କ୍ଷେତ୍ରସ୍ଥ ବୃକ୍ଷସକଳ ଅପେକ୍ଷା ସେ ଉଚ୍ଚୀକୃତ ହେଲା ଓ ତାହାର ଡାଳସବୁ ବହୁସଂଖ୍ୟକ ହେଲା; ଆଉ ସେ ଆପଣା ଶାଖା ମେଲିବା ବେଳେ ଅପାର ଜଳ ହେତୁ ସେହି ସବୁ ଦୀର୍ଘ ହେଲା।


Swiv nou:

Piblisite


Piblisite