ଯିହିଜିକଲ 17:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ତହୁଁ ତାହା ବଢ଼ି ଅଳ୍ପ ଉଚ୍ଚ ଦ୍ରାକ୍ଷାଲତା ପରି ବଢ଼ିଲା, ତହିଁର ଶାଖାସବୁ ତାହାର ସମ୍ମୁଖ ହେଲା ଓ ତହିଁର ମୂଳ ତାହାର ତଳେ ରହିଲା; ଏହି ପ୍ରକାରେ ତାହା ଦ୍ରାକ୍ଷାଲତା ହୋଇ ଶାଖାବିଶିଷ୍ଟ ଓ ପଲ୍ଲବିତ ହେଲା। Gade chapit laପବିତ୍ର ବାଇବଲ (Re-edited) - (BSI)6 ତହୁଁ ତାହା ବଢ଼ି ଅଳ୍ପ ଉଚ୍ଚ ଦ୍ରାକ୍ଷାଲତା ପରି ବଢ଼ିଲା, ତହିଁର ଶାଖାସବୁ ତାହାର ସମ୍ମୁଖ ହେଲା ଓ ତହିଁର ମୂଳ ତାହାର ତଳେ ରହିଲା; ଏହି ପ୍ରକାରେ ତାହା ଦ୍ରାକ୍ଷାଲତା ହୋଇ ଶାଖାବିଶିଷ୍ଟ ଓ ପଲ୍ଲବିତ ହେଲା। Gade chapit laଓଡିଆ ବାଇବେଲ6 ତହୁଁ ତାହା ବଢ଼ି ଅଳ୍ପ ଉଚ୍ଚ ଦ୍ରାକ୍ଷାଲତା ପରି ବଢ଼ିଲା, ତହିଁର ଶାଖାସବୁ ତାହାର ସମ୍ମୁଖ ହେଲା ଓ ତହିଁର ମୂଳ ତାହାର ତଳେ ରହିଲା; ଏହି ପ୍ରକାରେ ତାହା ଦ୍ରାକ୍ଷାଲତା ହୋଇ ଶାଖାବିଶିଷ୍ଟ ଓ ପଲ୍ଲବିତ ହେଲା। Gade chapit laପବିତ୍ର ବାଇବଲ6 ତା'ପରେ ତାହା ବଢ଼ି ଦ୍ରାକ୍ଷାଲତା ହେଲା। ଏହା ଏକ ବିସ୍ତୃତ ଅଞ୍ଚଳକୁ ବ୍ୟାପିଲା। ଏହାର ଶାଖାସବୁ ଓ ତହିଁର ମୂଳ ବଢ଼ିଲା। ଏହି ପ୍ରକାରେ ତାହା ଦ୍ରାକ୍ଷାଲତା ହୋଇ ଶାଖା ବିଶିଷ୍ଟ ଓ ପଲ୍ଲବିତ ହେଲା। Gade chapit la |