ଯିହିଜିକଲ 17:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ତୁମ୍ଭେ କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ତାହା କି କୃତକାର୍ଯ୍ୟ ହେବ? ତାହା ଯେପରି ଶୁଷ୍କ ହେବ, ଏଥିପାଇଁ ସେ କି ତହିଁର ମୂଳ ଉପାଡ଼ି ତହିଁର ଫଳ କାଟି ପକାଇବ ନାହିଁ? ମହାପରାକ୍ରମ ଓ ଅନେକ ଲୋକ ବିହୁନେ ହିଁ ତହିଁର ମୂଳ ଉତ୍ପାଟିତ ହୋଇ ତହିଁର ଅଙ୍କୁରିତ ନବୀନ ପତ୍ରସବୁ କି ମ୍ଳାନ ହେବ ନାହିଁ? Gade chapit laପବିତ୍ର ବାଇବଲ (Re-edited) - (BSI)9 ତୁମ୍ଭେ କୁହ, ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି, ତାହା କି କୃତକାର୍ଯ୍ୟ ହେବ? ତାହା ଯେପରି ଶୁଷ୍କ ହେବ, ଏଥିପାଇଁ ସେ କି ତହିଁର ମୂଳ ଉପାଡ଼ି ତହିଁର ଫଳ କାଟି ପକାଇବ ନାହିଁ? ମହାପରାକ୍ରମ ଓ ଅନେକ ଲୋକ ବିହୁନେ ହିଁ ତହିଁର ମୂଳ ଉତ୍ପାଟିତ ହୋଇ ତହିଁର ଅଙ୍କୁରିତ ନବୀନ ପତ୍ରସବୁ କି ମ୍ଳାନ ହେବ ନାହିଁ? Gade chapit laଓଡିଆ ବାଇବେଲ9 ତୁମ୍ଭେ କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ତାହା କି କୃତକାର୍ଯ୍ୟ ହେବ ? ତାହା ଯେପରି ଶୁଷ୍କ ହେବ, ଏଥିପାଇଁ ସେ କି ତହିଁର ମୂଳ ଉପାଡ଼ି ତହିଁର ଫଳ କାଟି ପକାଇବ ନାହିଁ ? ମହାପରାକ୍ରମ ଓ ଅନେକ ଲୋକ ବିହୁନେ ହିଁ ତହିଁର ମୂଳ ଉତ୍ପାଟିତ ହୋଇ ତହିଁର ଅଙ୍କୁରିତ ନବୀନ ପତ୍ରସବୁ କି ମ୍ଳାନ ହେବ ନାହିଁ ?” Gade chapit laପବିତ୍ର ବାଇବଲ9 ତୁମ୍ଭେ କୁହ, ସଦାପ୍ରଭୁ, ମୋର ପ୍ରଭୁ ଏହିକଥା କହନ୍ତି, “ତାହା କ’ଣ ସଫଳ ହେବ? ଏହାର ଚେର ଛିଣ୍ଡି ଯିବନିତ, ଏବଂ ଏହାର ଫଳ ଝଡ଼ି ଯିବନିତ ଏବଂ ଶୁଖି ଯିବନତି? ନୂତନ ଭାବରେ ପଲ୍ଲବିତ ହେଉଥିବା ପତ୍ରସବୁ ଝାଉଁଳି ଯିବେ। ଏହାକୁ ଉପାଡ଼ିବା ପାଇଁ ବଳଶାଳୀ ସୈନ୍ୟବାହିନୀକୁ ଓ ଲୋକମାନଙ୍କୁ ଦରକାର ହେବ କି? ନା! Gade chapit la |
ଏଉତ୍ତାରେ ସେମାନେ ଅତି ପ୍ରଭାତରେ ଉଠି ତକୋୟ ପ୍ରାନ୍ତର ଆଡ଼କୁ ବାହାରିଗଲେ; ଆଉ, ସେମାନେ ଯିବା ସମୟରେ ଯିହୋଶାଫଟ୍ ଠିଆ ହୋଇ କହିଲେ, “ହେ ଯିହୁଦା, ହେ ଯିରୂଶାଲମ ନିବାସୀଗଣ, ମୋʼ କଥା ଶୁଣ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କଠାରେ ବିଶ୍ୱାସ କର, ତହିଁରେ ତୁମ୍ଭେମାନେ ସ୍ଥିରୀକୃତ ହେବ ତାହାଙ୍କ ଭବିଷ୍ୟଦ୍ବକ୍ତାମାନଙ୍କୁ ବିଶ୍ୱାସ କର, ତହିଁରେ ତୁମ୍ଭେମାନେ କୃତକାର୍ଯ୍ୟ ହେବ।”