Biblia Todo Logo
Bib sou entènèt

- Piblisite -




ଯିହିଜିକଲ 18:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ଓ ସେହି ସବୁ କର୍ତ୍ତବ୍ୟ କର୍ମ ମଧ୍ୟରୁ କୌଣସି କର୍ତ୍ତବ୍ୟ କର୍ମ ନ କରେ, ମାତ୍ର ଯେ ପର୍ବତଗଣର ଉପରେ ଭୋଜନ କରିଅଛି ଓ ଆପଣା ପ୍ରତିବାସୀର ଭାର୍ଯ୍ୟାକୁ ଭ୍ରଷ୍ଟ କରିଅଛି,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

11 ଓ ସେହିସବୁ କର୍ତ୍ତବ୍ୟ କର୍ମ ମଧ୍ୟରୁ କୌଣସି କର୍ତ୍ତବ୍ୟ କର୍ମ ନ କରେ, ମାତ୍ର ଯେ ପର୍ବତଗଣର ଉପରେ ଭୋଜନ କରିଅଛି ଓ ଆପଣା ପ୍ରତିବାସୀର ଭାର୍ଯ୍ୟାକୁ ଭ୍ରଷ୍ଟ କରିଅଛି,

Gade chapit la Kopi

ଓଡିଆ ବାଇବେଲ

11 ଓ ସେହିସବୁ କର୍ତ୍ତବ୍ୟ କର୍ମ ମଧ୍ୟରୁ କୌଣସି କର୍ତ୍ତବ୍ୟ କର୍ମ ନ କରେ, ମାତ୍ର ଯେ ପର୍ବତଗଣର ଉପରେ ଭୋଜନ କରିଅଛି ଓ ଆପଣା ପ୍ରତିବାସୀର ଭାର୍ଯ୍ୟାକୁ ଭ୍ରଷ୍ଟ କରିଅଛି,

Gade chapit la Kopi

ପବିତ୍ର ବାଇବଲ

11 ଯଦିଓ ତା'ର ବାପା ଏଗୁଡ଼ିକ ମଧ୍ୟରୁ କୌଣସିଟି କଲା ନାହିଁ। ପର୍ବତ ଉପରେ ମୂର୍ତ୍ତିଗୁଡ଼ିକୁ ଉତ୍ସର୍ଗ କରାଯାଇଥିବା ଜିନିଷ ଖାଆନ୍ତି ଏବଂ ଆପଣା ପ୍ରତିବାସୀର ସ୍ତ୍ରୀ ସହିତ ବ୍ୟଭିଗ୍ଭର କରେ,

Gade chapit la Kopi




ଯିହିଜିକଲ 18:11
15 Referans Kwoze  

ଜୀବନ ବୃକ୍ଷର ଅଧିକାରୀ ହେବା ନିମନ୍ତେ ଓ ଦ୍ୱାର ଦେଇ ନଗରୀରେ ପ୍ରବେଶ କରିବା ନିମନ୍ତେ ଯେଉଁମାନେ ଆପଣା ଆପଣା ବସ୍ତ୍ର ଧୌତ କରନ୍ତି, ସେମାନେ ଧନ୍ୟ।


ପୁଣି, ଆମ୍ଭେମାନେ ଯାହା ଯାହା ମାଗୁ, ସେହିସବୁ ତାହାଙ୍କଠାରୁ ପାଇଥାଉ, କାରଣ ଆମ୍ଭେମାନେ ତାହାଙ୍କର ଆଜ୍ଞା ପାଳନ କରୁ, ପୁଣି, ତାହାଙ୍କର ଦୃଷ୍ଟିରେ ଯାହା ସନ୍ତୋଷଜନକ, ତାହା କରିଥାଉ।


ସେହିପରି ମଧ୍ୟ ବିଶ୍ୱାସ, କର୍ମ ବିନା ନିଜେ ମୃତ।


ତୁମ୍ଭେମାନେ ଯେ ସମସ୍ତ ବିଷୟ ମୋʼଠାରୁ ଶିଖିଅଛ, ପାଇଅଛ, ଶୁଣିଅଛ ଓ ମୋʼ ଠାରେ ଦେଖିଅଛ, ସେହିସବୁ କର; ସେଥିରେ ଶାନ୍ତିଦାତା ଈଶ୍ବର ତୁମ୍ଭମାନଙ୍କର ସହବର୍ତ୍ତୀ ହେବେ।


ମୁଁ ତୁମ୍ଭମାନଙ୍କୁ ଯେଉଁ ଆଜ୍ଞା ଦେଉଅଛି, ତାହା ଯଦି ପାଳନ କର, ତେବେ ତୁମ୍ଭେମାନେ ମୋହର ବନ୍ଧୁ।


ଯଦି ତୁମ୍ଭେମାନେ ଏହିସବୁ ଜାଣ, ତେବେ ସେହି ପ୍ରକାର କଲେ ତୁମ୍ଭେମାନେ ଧନ୍ୟ।


ମାତ୍ର ସେ କହିଲେ, “ନା, ବରଂ ଯେଉଁମାନେ ଈଶ୍ବରଙ୍କ ବାକ୍ୟ ଶୁଣନ୍ତି ଓ ପାଳନ କରନ୍ତି, ସେମାନେ ଧନ୍ୟ।”


ଯେ ପର୍ବତଗଣ ଉପରେ ଭୋଜନ କରି ନାହିଁ କିଅବା ଇସ୍ରାଏଲ ବଂଶର ପ୍ରତିମାଗଣ ପ୍ରତି ଦୃଷ୍ଟିପାତ କରି ନାହିଁ, ଆପଣା ପ୍ରତିବାସୀର ଭାର୍ଯ୍ୟାକୁ ଭ୍ରଷ୍ଟ କରି ନାହିଁ,


ମାତ୍ର ଫେରି ଆସିଅଛ, ପୁଣି, ଯେଉଁ ସ୍ଥାନରେ ଅନ୍ନ ଭୋଜନ ନ କର ଓ ଜଳ ପାନ ନ କର, ବୋଲି ସେ ତୁମ୍ଭକୁ କହିଥିଲେ, ‘ସେହି ସ୍ଥାନରେ ତୁମ୍ଭେ ଅନ୍ନ ଭୋଜନ କରିଅଛ ଓ ଜଳ ପାନ କରିଅଛ;’ ଏହେତୁ ତୁମ୍ଭ ଶବ ତୁମ୍ଭ ପିତୃଲୋକମାନଙ୍କ କବରରେ ପ୍ରବିଷ୍ଟ ନୋହିବ।”


ଏଥିରେ ପରମେଶ୍ୱରଙ୍କ ଲୋକ ରାଜାଙ୍କୁ କହିଲା, “ଯେବେ ତୁମ୍ଭେ ଆପଣା ଗୃହର ଅର୍ଦ୍ଧେକ ମୋତେ ଦେବ, ତେବେ ହେଁ ମୁଁ ତୁମ୍ଭ ସଙ୍ଗେ ଯିବି ନାହିଁ କିଅବା ଏହି ସ୍ଥାନରେ ଅନ୍ନ ଭୋଜନ କି ଜଳ ପାନ କରିବି ନାହିଁ,


ଅବା, ଅଧାର୍ମିକମାନେ ଯେ ଈଶ୍ବରଙ୍କ ରାଜ୍ୟର ଅଧିକାରୀ ହେବେ ନାହିଁ, ଏହା କି ତୁମ୍ଭେମାନେ ଜାଣ ନାହିଁ? ଭ୍ରାନ୍ତ ହୁଅ ନାହିଁ, ବ୍ୟଭିଚାରୀ କି ପ୍ରତିମାପୂଜକ କି ପାରଦାରିକ କି ସ୍ତ୍ରୀବତ୍‍ ଆଚାରୀ


ଯଦି ସେହି ଲୋକର ପୁତ୍ର ଡକାୟତ ଓ ରକ୍ତପାତକାରୀ ହୁଏ, ଆଉ ଏଥିମଧ୍ୟରୁ କୌଣସି କାର୍ଯ୍ୟ କରେ


ପୁଣି, କେହି କେହି ଆପଣା ପ୍ରତିବାସୀର ଭାର୍ଯ୍ୟା ସଙ୍ଗେ ଘୃଣାଯୋଗ୍ୟ କର୍ମ କରିଅଛନ୍ତି, ପୁଣି, ଅନ୍ୟ କେହି କେହି ଲମ୍ପଟତାପୂର୍ବକ ଆପଣା ପୁତ୍ରବଧୂକୁ ଅଶୁଚି କରିଅଛନ୍ତି; ଆଉ, ତୁମ୍ଭ ମଧ୍ୟରେ ଅନ୍ୟ କେହି କେହି ଆପଣା ଆପଣା ଭଗିନୀକୁ, ଆପଣା ପିତାର କନ୍ୟାକୁ ବଳାତ୍କାର କରିଅଛନ୍ତି।


Swiv nou:

Piblisite


Piblisite