Biblia Todo Logo
Bib sou entènèt

- Piblisite -




ଯିହିଜିକଲ 18:16 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 କିଅବା କାହାରି ପ୍ରତି ଅନ୍ୟାୟ କରି ନାହିଁ, କୌଣସି ବନ୍ଧକି ଦ୍ରବ୍ୟ ଗ୍ରହଣ କରି ନାହିଁ, କିଅବା ଦୌରାତ୍ମ୍ୟ ଦ୍ୱାରା ଅପହରଣ କରି ନାହିଁ, ମାତ୍ର କ୍ଷୁଧିତକୁ ଆପଣା ଭକ୍ଷ୍ୟ ଦେଇଅଛି ଓ ଉଲଙ୍ଗକୁ ବସ୍ତ୍ର ପିନ୍ଧାଇଅଛି,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

16 କିଅବା କାହାରି ପ୍ରତି ଅନ୍ୟାୟ କରି ନାହିଁ, କୌଣସି ବନ୍ଧକି ଦ୍ରବ୍ୟ ଗ୍ରହଣ କରି ନାହିଁ, କିଅବା ଦୌରାତ୍ମ୍ୟ ଦ୍ଵାରା ଅପହରଣ କରି ନାହିଁ, ମାତ୍ର କ୍ଷୁଧିତକୁ ଆପଣା ଭକ୍ଷ୍ୟ ଦେଇଅଛି ଓ ଉଲଙ୍ଗକୁ ବସ୍ତ୍ର ପିନ୍ଧାଇଅଛି,

Gade chapit la Kopi

ଓଡିଆ ବାଇବେଲ

16 କିଅବା କାହାରି ପ୍ରତି ଅନ୍ୟାୟ କରି ନାହିଁ, କୌଣସି ବନ୍ଧକି ଦ୍ରବ୍ୟ ଗ୍ରହଣ କରି ନାହିଁ, କିଅବା ଦୌରାତ୍ମ୍ୟ ଦ୍ୱାରା ଅପହରଣ କରି ନାହିଁ, ମାତ୍ର କ୍ଷୁଧିତକୁ ଆପଣା ଭକ୍ଷ୍ୟ ଦେଇଅଛି ଓ ଉଲଙ୍ଗକୁ ବସ୍ତ୍ର ପିନ୍ଧାଇଅଛି,

Gade chapit la Kopi

ପବିତ୍ର ବାଇବଲ

16 ସେ ଲୋକଙ୍କ ପ୍ରତି ଅନ୍ୟାୟ ଆଚରଣ କରେ ନାହିଁ, କୌଣସି ବନ୍ଧକ ଦ୍ରବ୍ୟ ଗ୍ରହଣ କରେ ନାହିଁ, ଗ୍ଭେରି କରେ ନାହିଁ କିନ୍ତୁ କ୍ଷୁଧାର୍ତ୍ତକୁ ନିଜର ଖାଦ୍ୟ ପ୍ରଦାନ କରେ ଓ ଉଲଗ୍ନକୁ ବସ୍ତ୍ର ଦିଏ।

Gade chapit la Kopi




ଯିହିଜିକଲ 18:16
18 Referans Kwoze  

ପୁଣି, ଯେ କାହାରି ପ୍ରତି ଅନ୍ୟାୟ କରି ନାହିଁ, ମାତ୍ର ଋଣୀକୁ ତାହାର ବନ୍ଧକି ଦ୍ରବ୍ୟ ଫେରାଇ ଦେଇଅଛି, ଉପଦ୍ରବ କରି କାହାରି କିଛି ଅପହରଣ କରି ନାହିଁ, ଆପଣାର ଭକ୍ଷ୍ୟ କ୍ଷୁଧିତକୁ ଦେଇଅଛି ଓ ଉଲଙ୍ଗକୁ ବସ୍ତ୍ର ପିନ୍ଧାଇଅଛି;


କିନ୍ତୁ ଭୋଜ ପ୍ରସ୍ତୁତ କଲେ ଦରିଦ୍ର, ପଙ୍ଗୁ, ଖଞ୍ଜ ଓ ଅନ୍ଧମାନଙ୍କୁ ନିମନ୍ତ୍ରଣ କର;


ବରଂ ଭିତରେ ଯାହା ଯାହା ଅଛି, ସେହିସବୁ ଦାନ କର; ଆଉ ଦେଖ, ତୁମ୍ଭମାନଙ୍କ ପକ୍ଷରେ ସମସ୍ତ ପରିଷ୍କୃତ।


ସେ ଦୁଃଖୀ ଲୋକମାନଙ୍କ ପ୍ରତି ମୁକ୍ତହସ୍ତା ହୁଏ ଓ ଦରିଦ୍ରମାନଙ୍କ ପ୍ରତି ଆପଣା ହାତ ବଢ଼ାଏ।


ତୁମ୍ଭର ଶତ୍ରୁ କ୍ଷୁଧିତ ହେଲେ, ତାହାକୁ ଅନ୍ନ ଭୋଜନ କରାଅ; ପୁଣି, ସେ ତୃଷିତ ହେଲେ, ତାହାକୁ ଜଳ ପାନ କରାଅ;


ଯାହାର ଦୟାଳୁ ଦୃଷ୍ଟି, ସେ ଆଶିଷ ପାଇବ; ଯେହେତୁ ସେ ଆପଣା ଆହାରରୁ ଦୀନହୀନକୁ ବିତରଣ କରେ।


ଯେଉଁ ଜନ ଦୀନହୀନଙ୍କୁ ତତ୍ତ୍ୱାବଧାନ କରେ, ସେ ଧନ୍ୟ; ସଦାପ୍ରଭୁ ଦୁର୍ଦ୍ଦଶା ଦିନରେ ତାହାକୁ ଉଦ୍ଧାର କରିବେ।


ମୁଁ କାହାକୁ ବସ୍ତ୍ରାଭାବରେ ମୃତକଳ୍ପ, ଅବା ଦୀନହୀନକୁ ଉଲଙ୍ଗ ଦେଖିଲେ,


ତୁମ୍ଭେ ପରିଶ୍ରାନ୍ତମାନଙ୍କୁ ପାନ କରିବା ପାଇଁ ଜଳ ଦେଇ ନାହଁ ଓ ତୁମ୍ଭେ କ୍ଷୁଧିତମାନଙ୍କୁ ଆହାର ଦେଇ ନାହଁ।


କାରଣ ମୁଁ କ୍ଷୁଧିତ ଥିଲି, ତୁମ୍ଭେମାନେ ମୋତେ ଭୋଜନ କରିବାକୁ ଦେଲ; ତୃଷିତ ଥିଲି, ମୋତେ ପାନ କରିବାକୁ ଦେଲ; ପ୍ରବାସୀ ଥିଲି, ମୋତେ ଅାଶ୍ରୟ ଦେଲ;


ଉଲଗ୍ନ ଥିଲି, ମୋତେ ବସ୍ତ୍ର ପରିଧାନ କରାଇଲ; ଅସୁସ୍ଥ ଥିଲି, ମୋତେ ଦେଖି ଆସିଲ; କାରାଗାରରେ ଥିଲି; ମୋ ନିକଟକୁ ଆସିଲ।


ଯେଣୁ ତୁମ୍ଭେ ଅକାରଣରେ ଆପଣା ଭାଇଠାରୁ ବନ୍ଧକ ନେଇଅଛ ଓ ତୁମ୍ଭେ ବସ୍ତ୍ରହୀନମାନଙ୍କଠାରୁ ବସ୍ତ୍ର କାଢ଼ି ନେଇଅଛ।


ଯଦି ମୁଁ ଦରିଦ୍ରମାନଙ୍କୁ ସେମାନଙ୍କ ବାଞ୍ଛିତ ବିଷୟରୁ ଅଟକାଇଥାଏ, ଅବା ବିଧବାର ଦୃଷ୍ଟି ମ୍ଳାନ କରିଥାଏ;


ଯଦି ତାହାର କଟିଦେଶ ମୋତେ ଆଶୀର୍ବାଦ କରି ନ ଥାଏ ଓ ସେ ମୋʼ ମେଷଲୋମରେ ଉଷ୍ଣ ହୋଇ ନ ଥାଏ;


ଦରିଦ୍ର ଦୀନହୀନର ପ୍ରତି ଅନ୍ୟାୟ କରିଅଛି, ଦୌରାତ୍ମ୍ୟ ଦ୍ୱାରା ଅପହରଣ କରିଅଛି, ବନ୍ଧକି ଦ୍ରବ୍ୟ ଫେରାଇ ଦେଇ ନାହିଁ ଓ ପ୍ରତିମାଗଣ ପ୍ରତି ଦୃଷ୍ଟିପାତ କରିଅଛି,


ଯେ ପର୍ବତଗଣ ଉପରେ ଭୋଜନ କରି ନାହିଁ କିଅବା ଇସ୍ରାଏଲ ବଂଶର ପ୍ରତିମାଗଣ ପ୍ରତି ଦୃଷ୍ଟିପାତ କରି ନାହିଁ, ଆପଣା ପ୍ରତିବାସୀର ଭାର୍ଯ୍ୟାକୁ ଭ୍ରଷ୍ଟ କରି ନାହିଁ,


Swiv nou:

Piblisite


Piblisite