ଯିହିଜିକଲ 18:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ଦେଖ, ଯାବତୀୟ ପ୍ରାଣ ଆମ୍ଭର; ପିତାର ପ୍ରାଣ ଯେପରି, ପୁତ୍ରର ପ୍ରାଣ ହିଁ ସେହିପରି ଆମ୍ଭର; ଯେଉଁ ପ୍ରାଣୀ ପାପ କରେ, ସେହି ମରିବ। Gade chapit laପବିତ୍ର ବାଇବଲ (Re-edited) - (BSI)4 ଦେଖ, ଯାବତୀୟ ପ୍ରାଣ ଆମ୍ଭର; ପିତାର ପ୍ରାଣ ଯେପରି, ପୁତ୍ରର ପ୍ରାଣ ହିଁ ସେପରି ଆମ୍ଭର; ଯେଉଁ ପ୍ରାଣୀ ପାପ କରେ, ସେହି ମରିବ। Gade chapit laଓଡିଆ ବାଇବେଲ4 ଦେଖ, ଯାବତୀୟ ପ୍ରାଣ ଆମ୍ଭର; ପିତାର ପ୍ରାଣ ଯେପରି, ପୁତ୍ରର ପ୍ରାଣ ହିଁ ସେହିପରି ଆମ୍ଭର; ଯେଉଁ ପ୍ରାଣୀ ପାପ କରେ, ସେହି ମରିବ। Gade chapit laପବିତ୍ର ବାଇବଲ4 ଆଉ ସମସ୍ତଙ୍କର ଜୀବନ ମୋର ଅଟେ। ପିତାର ପ୍ରାଣ ଯେପରି ପୁତ୍ରର ପ୍ରାଣ ମଧ୍ୟ ସେପରି। ଏବଂ ଯେଉଁ ବ୍ୟକ୍ତି ପାପ କରେ ସେ ମରିବ। Gade chapit la |