ଯିହିଜିକଲ 18:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ପୁଣି, ଯେ ପର୍ବତଗଣର ଉପରେ ଭୋଜନ କିଅବା ଇସ୍ରାଏଲ ବଂଶର ପ୍ରତିମାଗଣ ପ୍ରତି ଦୃଷ୍ଟିପାତ କରି ନାହିଁ, ଅଥବା ଆପଣା ପ୍ରତିବାସୀର ଭାର୍ଯ୍ୟାକୁ ଭ୍ରଷ୍ଟ କରି ନାହିଁ, କିଅବା ଋତୁମତୀ ସ୍ତ୍ରୀର ନିକଟକୁ ଆସି ନାହିଁ; Gade chapit laପବିତ୍ର ବାଇବଲ (Re-edited) - (BSI)6 ପୁଣି, ଯେ ପର୍ବତଗଣର ଉପରେ ଭୋଜନ କିଅବା ଇସ୍ରାଏଲ-ବଂଶର ପ୍ରତିମାଗଣ ପ୍ରତି ଦୃଷ୍ଟିପାତ କରି ନାହିଁ, ଅଥବା ଆପଣା ପ୍ରତିବାସୀର ଭାର୍ଯ୍ୟାକୁ ଭ୍ରଷ୍ଟ କରି ନାହିଁ, କିଅବା ଋତୁମତୀ ସ୍ତ୍ରୀର ନିକଟକୁ ଆସି ନାହିଁ; Gade chapit laଓଡିଆ ବାଇବେଲ6 ପୁଣି, ଯେ ପର୍ବତଗଣର ଉପରେ ଭୋଜନ କିଅବା ଇସ୍ରାଏଲ ବଂଶର ପ୍ରତିମାଗଣ ପ୍ରତି ଦୃଷ୍ଟିପାତ କରି ନାହିଁ, ଅଥବା ଆପଣା ପ୍ରତିବାସୀର ଭାର୍ଯ୍ୟାକୁ ଭ୍ରଷ୍ଟ କରି ନାହିଁ, କିଅବା ଋତୁମତୀ ସ୍ତ୍ରୀର ନିକଟକୁ ଆସି ନାହିଁ; Gade chapit laପବିତ୍ର ବାଇବଲ6 ଏବଂ ସେ ପର୍ବତଗୁଡ଼ିକ ଉପରେ ଦିଆଯାଇଥିବା ବଳି ଭୋଜନ କରେ ନାହିଁ ଏବଂ ଇସ୍ରାଏଲ ପ୍ରତିମାଗଣ ପ୍ରତି ଦୃଷ୍ଟିପାତ କରେ ନାହିଁ। ଆପଣା ପ୍ରତିବାସୀର ସ୍ତ୍ରୀ ପ୍ରତି ପାପ କରି ନାହିଁ କିମ୍ବା ନିଜ ସ୍ତ୍ରୀର ରଜସ୍ୱଳା ସମୟରେ ତା’ ସହିତ ସହବାସ କରି ନାହିଁ। Gade chapit la |
ପୁଣି, ଯେତେବେଳେ ପ୍ରତ୍ୟେକ ଉଚ୍ଚ ପର୍ବତ ଉପରେ, ସକଳ ପର୍ବତ ଶୃଙ୍ଗରେ, ପ୍ରତ୍ୟେକ ହରିତ୍ବର୍ଣ୍ଣ ବୃକ୍ଷ ତଳେ ଓ ପ୍ରତ୍ୟେକ ନିବିଡ଼ ଅଲୋନ ବୃକ୍ଷ ତଳେ, ଯେଉଁ ଯେଉଁ ସ୍ଥାନରେ ସେମାନେ ଆପଣା ଆପଣାର ସକଳ ଦେବତା ଉଦ୍ଦେଶ୍ୟରେ ସୌରଭାର୍ଥକ ନୈବେଦ୍ୟ ଉତ୍ସର୍ଗ କଲେ, ସେହି ସକଳ ସ୍ଥାନରେ ସେମାନଙ୍କ ଯଜ୍ଞବେଦିର ଚତୁର୍ଦ୍ଦିଗରେ ଦେବତାଗଣର ମଧ୍ୟରେ ସେମାନଙ୍କ ହତ ଲୋକମାନେ ରହିବେ, ସେତେବେଳେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ତୁମ୍ଭେମାନେ ଜାଣିବ।
କାରଣ ଆମ୍ଭେ ସେମାନଙ୍କୁ ଯେଉଁ ଦେଶ ଦେବା ପାଇଁ ଆପଣା ହସ୍ତ ଉଠାଇଥିଲୁ, ସେହି ଦେଶକୁ ଯେତେବେଳେ ସେମାନଙ୍କୁ ଆଣିଲୁ, ସେତେବେଳେ ସେମାନେ ପ୍ରତ୍ୟେକ ଉଚ୍ଚ ପର୍ବତ ଓ ପ୍ରତ୍ୟେକ ଗହଳିଆ ବୃକ୍ଷ ଦେଖି ସେହି ସ୍ଥାନରେ ବଳିଦାନ କଲେ ଓ ସେହି ସ୍ଥାନରେ ସେମାନେ (ଆମ୍ଭର) ବିରକ୍ତିଜନକ ନୈବେଦ୍ୟ ଉତ୍ସର୍ଗ କଲେ, ସେହି ସ୍ଥାନରେ ମଧ୍ୟ ଆପଣାମାନଙ୍କର ସୁଗନ୍ଧିଯୁକ୍ତ ଦ୍ରବ୍ୟ ରଖିଲେ ଓ ସେହି ସ୍ଥାନରେ ଆପଣାମାନଙ୍କର ପେୟ-ନୈବେଦ୍ୟ ଢାଳିଲେ।