ଯିହିଜିକଲ 19:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ମାତ୍ର କୋପରେ ସେ ଉତ୍ପାଟିତ ହେଲା, ଭୂମିରେ ନିକ୍ଷିପ୍ତ ହେଲା ଓ ପୂର୍ବୀୟ ବାୟୁ ତାହାର ଫଳ ଶୁଷ୍କ କଲା; ତାହାର ଦୃଢ଼ ଶାଖାସବୁ ଭଗ୍ନ ଓ ଶୁଷ୍କ ହେଲା; ଅଗ୍ନି ସେହି ସବୁକୁ ଗ୍ରାସ କଲା। Gade chapit laପବିତ୍ର ବାଇବଲ (Re-edited) - (BSI)12 ମାତ୍ର କୋପରେ ସେ ଉତ୍ପାଟିତ ହେଲା, ଭୂମିରେ ନିକ୍ଷିପ୍ତ ହେଲା ଓ ପୂର୍ବୀୟ ବାୟୁ ତାହାର ଫଳ ଶୁଷ୍କ କଲା; ତାହାର ଦୃଢ଼ ଶାଖାସବୁ ଭଗ୍ନ ଓ ଶୁଷ୍କ ହେଲା; ଅଗ୍ନି ସେସବୁକୁ ଗ୍ରାସ କଲା। Gade chapit laଓଡିଆ ବାଇବେଲ12 ମାତ୍ର କୋପରେ ସେ ଉତ୍ପାଟିତ ହେଲା, ଭୂମିରେ ନିକ୍ଷିପ୍ତ ହେଲା ଓ ପୂର୍ବୀୟ ବାୟୁ ତାହାର ଫଳ ଶୁଷ୍କ କଲା; ତାହାର ଦୃଢ଼ ଶାଖାସବୁ ଭଗ୍ନ ଓ ଶୁଷ୍କ ହେଲା; ଅଗ୍ନି ସେହି ସବୁକୁ ଗ୍ରାସ କଲା। Gade chapit laପବିତ୍ର ବାଇବଲ12 ମାତ୍ର ତାହା କୋପରେ ଉତ୍ପାଟିତ ହୋଇ ଭୂମିରେ ନିକ୍ଷିପ୍ତ ହେଲା ଓ ପୂର୍ବୀୟ ପବନ ତାହାର ଫଳକୁ ଶୁଷ୍କ କଲା। ତାହାର ଦୃଢ଼ ଶାଖାସବୁ ଭଗ୍ନ ଓ ଶୁଷ୍କ ହୋଇଗଲା। ଅଗ୍ନି ସେସବୁକୁ ଗ୍ରାସ କଲା। Gade chapit la |