ଯିହିଜିକଲ 19:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ନାନା ଦେଶୀୟମାନେ ତାହାର ବିଷୟ ଶୁଣିଲେ, ସେମାନଙ୍କର ଗର୍ତ୍ତରେ ସେ ଧରାପଡ଼ିଲା ଓ ସେମାନେ ଅଙ୍କୁଶ ଦ୍ୱାରା ତାହାକୁ ମିସର ଦେଶକୁ ଆଣିଲେ। Gade chapit laପବିତ୍ର ବାଇବଲ (Re-edited) - (BSI)4 ନାନା ଦେଶୀୟମାନେ ତାହାର ବିଷୟ ଶୁଣିଲେ, ସେମାନଙ୍କର ଗର୍ତ୍ତରେ ସେ ଧରା ପଡ଼ିଲା ଓ ସେମାନେ ଅଙ୍କୁଶ ଦ୍ଵାରା ତାହାକୁ ମିସର ଦେଶକୁ ଆଣିଲେ। Gade chapit laଓଡିଆ ବାଇବେଲ4 ନାନା ଦେଶୀୟମାନେ ତାହାର ବିଷୟ ଶୁଣିଲେ, ସେମାନଙ୍କର ଗର୍ତ୍ତରେ ସେ ଧରା ପଡ଼ିଲା ଓ ସେମାନେ ଅଙ୍କୁଶ ଦ୍ୱାରା ତାହାକୁ ମିସର ଦେଶକୁ ଆଣିଲେ। Gade chapit laପବିତ୍ର ବାଇବଲ4 “‘ନାନା ଦେଶୀୟମାନେ ତାହା ବିଷୟରେ ଶୁଣିଲେ ଓ ସେମାନେ ତାକୁ ଯନ୍ତାରେ ଧରିଲେ। ସେମାନେ ତା’ ପାଟିରେ ଅଙ୍କୁଶ ଦେଇ ତାହାକୁ ମିଶରକୁ ଆଣିଲେ। Gade chapit la |