Biblia Todo Logo
Bib sou entènèt

- Piblisite -




ଯିହିଜିକଲ 2:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ତହିଁରେ ମୁଁ ଅନାନ୍ତେ, ଦେଖ, ଏକ ହସ୍ତ ମୋʼ ପ୍ରତି ପ୍ରସାରିତ ହେଲା, ଆଉ ଦେଖ, ତହିଁ ମଧ୍ୟରେ ଏକ ନଳାକାର ପୁସ୍ତକ ଥିଲା;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

9 ତହିଁରେ ମୁଁ ଅନାନ୍ତେ, ଦେଖ, ଖଣ୍ତେ ହସ୍ତ ମୋʼ ଆଡ଼େ ପ୍ରସାରିତ ହେଲା, ଆଉ ଦେଖ, ତହିଁ ମଧ୍ୟରେ ଏକଖଣ୍ତ ନଳାକାର ପୁସ୍ତକ ଥିଲା;

Gade chapit la Kopi

ଓଡିଆ ବାଇବେଲ

9 ତହିଁରେ ମୁଁ ଅନାନ୍ତେ, ଦେଖ, ଏକ ହସ୍ତ ମୋ’ ପ୍ରତି ପ୍ରସାରିତ ହେଲା, ଆଉ ଦେଖ, ତହିଁ ମଧ୍ୟରେ ଏକ ନଳାକାର ପୁସ୍ତକ ଥିଲା;

Gade chapit la Kopi

ପବିତ୍ର ବାଇବଲ

9 ତା'ପରେ ମୁଁ ଦେଖିଲି ଏକ ହସ୍ତ ମୋ’ ଆଡ଼େ ପ୍ରସାରିତ ହେଲା। ସେ ହାତରେ ଲେଖାଥିବା ଏକ ନଳାକାର ପୁସ୍ତକ ଥିଲା।

Gade chapit la Kopi




ଯିହିଜିକଲ 2:9
13 Referans Kwoze  

ପୁଣି, ସେ ଏକ ହସ୍ତର ଆକୃତି ବିସ୍ତାର କରି ମୋʼ ମସ୍ତକର କେଶ ଧରିଲେ; ତହିଁରେ ପରମେଶ୍ୱରଙ୍କ ଆତ୍ମା ମୋତେ ପୃଥିବୀ ଓ ଆକାଶର ମଧ୍ୟବର୍ତ୍ତୀ ସ୍ଥାନକୁ ଉଠାଇଲେ ଓ ଈଶ୍ୱରୀୟ ଦର୍ଶନକ୍ରମେ ଯିରୂଶାଲମକୁ, ଭିତର ପ୍ରାଙ୍ଗଣର ଉତ୍ତରାଭିମୁଖ ପ୍ରବେଶ ସ୍ଥାନର ଦ୍ୱାର ନିକଟକୁ ମୋତେ ଆଣିଲେ; ସେହି ସ୍ଥାନରେ ଅନ୍ତର୍ଜ୍ୱାଳାଜନକ ଅନ୍ତର୍ଜ୍ୱାଳା ପ୍ରତିମା ସ୍ଥାପିତ ଥିଲା।


ଏଥିରେ ଦେଖ, ଏକ ହସ୍ତ ସ୍ପର୍ଶ କରି ମୋତେ ଆଣ୍ଠୁ ଓ ହସ୍ତ ପାପୁଲିରେ ନିର୍ଭର କରାଇଲା।


ଏଥିଉତ୍ତାରେ ସେ ମୋତେ କହିଲେ, “ହେ ମନୁଷ୍ୟ-ସନ୍ତାନ, ତୁମ୍ଭ ନିକଟରେ ଯାହା ଉପସ୍ଥିତ ତାହା ଭୋଜନ କର; ଏହି ନଳାକାର ପୁସ୍ତକ ଭୋଜନ କର ଓ ଯାଇ ଇସ୍ରାଏଲ ବଂଶ ସହିତ କଥା କୁହ।”


ସେତେବେଳେ ମୁଁ କହିଲି, ଦେଖ, ଶାସ୍ତ୍ରରେ ମୋʼ ବିଷୟରେ ଲେଖାଅଛି, “ହେ ଈଶ୍ବର, ତୁମ୍ଭର ଇଚ୍ଛା ସାଧନ କରିବାକୁ ମୁଁ ଆସିଅଛି।”


ସେହି ଦଣ୍ଡରେ ମନୁଷ୍ୟ ହସ୍ତର ଅଙ୍ଗୁଳି ଆସି ରାଜପ୍ରାସାଦର କାନ୍ଥର ଲେପନ ଉପରେ ଦୀପାଧାରର ନିକଟରେ ଲେଖିଲା, ଆଉ ହସ୍ତର ଯେଉଁ ଅଂଶ ଲେଖିଲା, ରାଜା ତାହା ଦେଖିଲା।


“ତୁମ୍ଭେ ଖଣ୍ଡେ ନଳାକାର ପୁସ୍ତକ ନିଅ, ପୁଣି ଆମ୍ଭେ ତୁମ୍ଭକୁ କଥା କହିବା ଦିନଠାରୁ, ଯୋଶୀୟଙ୍କ ରାଜତ୍ୱ ଦିନଠାରୁ ଆଜି ପର୍ଯ୍ୟନ୍ତ ଇସ୍ରାଏଲର, ଯିହୁଦାର ଓ ସମସ୍ତ ଗୋଷ୍ଠୀର ବିରୁଦ୍ଧରେ ଯାହା ଯାହା ତୁମ୍ଭକୁ କହିଅଛୁ, ସେହି ସମସ୍ତ ବାକ୍ୟ ତହିଁରେ ଲେଖ।


ସେତେବେଳେ ସଦାପ୍ରଭୁ ଆପଣା ହସ୍ତ ବଢ଼ାଇ ମୋର ମୁଖ ସ୍ପର୍ଶ କଲେ; ଆଉ, ସଦାପ୍ରଭୁ ମୋତେ କହିଲେ, “ଦେଖ, ଆମ୍ଭେ ଆପଣା ବାକ୍ୟ ତୁମ୍ଭ ମୁଖରେ ଦେଲୁ;


ତହିଁରେ ଯିରିମୀୟ ନେରୀୟର ପୁତ୍ର ବାରୂକକୁ ଡାକିଲେ; ଆଉ, ବାରୂକ ଯିରିମୀୟଙ୍କ ପ୍ରତି କଥିତ ସଦାପ୍ରଭୁଙ୍କର ବାକ୍ୟସବୁ ତାହାର ମୁଖରୁ ଶୁଣି ଏକ ନଳାକାର ପୁସ୍ତକରେ ଲେଖିଲା।


ଏଉତ୍ତାରେ ମୁଁ ପୁନର୍ବାର ଊର୍ଦ୍ଧ୍ୱକୁ ଦୃଷ୍ଟି କଲି, ଆଉ ଦେଖ, ଉଡ଼ନ୍ତା ଏକ ନଳାକାର ପୁସ୍ତକ।


ତେବେ ସେ ମୋତେ କହିଲେ, “ଏହା ସମୁଦାୟ ଦେଶ ଉପରକୁ ବାହାରି ଯିବା ଅଭିଶାପ; କାରଣ ଯେ ପ୍ରତ୍ୟେକ ଲୋକ ଚୋରି କରେ, ସେ ତହିଁର ଏକ ପାର୍ଶ୍ୱ ଅନୁସାରେ ପରିଷ୍କୃତ ହେବ ଓ ଯେ ପ୍ରତ୍ୟେକ ଲୋକ ଶପଥ କରେ, ସେ ତହିଁର ଅନ୍ୟ ପାର୍ଶ୍ୱ ଅନୁସାରେ ପରିଷ୍କୃତ ହେବ।


Swiv nou:

Piblisite


Piblisite