Biblia Todo Logo
Bib sou entènèt

- Piblisite -




ଯିହିଜିକଲ 20:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ଏହିରୂପେ ଆମ୍ଭେ ସେମାନଙ୍କୁ ମିସର ଦେଶରୁ ବାହାର କରାଇ ପ୍ରାନ୍ତରକୁ ଆଣିଲୁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

10 ଏହିରୂପେ ଆମ୍ଭେ ସେମାନଙ୍କୁ ମିସର ଦେଶରୁ ବାହାର କରାଇ ପ୍ରାନ୍ତରକୁ ଆଣିଲୁ।

Gade chapit la Kopi

ଓଡିଆ ବାଇବେଲ

10 ଏହିରୂପେ ଆମ୍ଭେ ସେମାନଙ୍କୁ ମିସର ଦେଶରୁ ବାହାର କରାଇ ପ୍ରାନ୍ତରକୁ ଆଣିଲୁ।

Gade chapit la Kopi

ପବିତ୍ର ବାଇବଲ

10 ମୁଁ ଇସ୍ରାଏଲକୁ ମିଶର ଦେଶରୁ ବାହାର କରି ଆଣି ମରୁଭୂମିରେ ରଖିଲି।

Gade chapit la Kopi




ଯିହିଜିକଲ 20:10
6 Referans Kwoze  

“ଯେ ତୁମ୍ଭକୁ ଦାସଗୃହ ସ୍ୱରୂପ ମିସର ଦେଶରୁ ବାହାର କରି ଆଣିଅଛନ୍ତି, ତୁମ୍ଭର ସେହି ସଦାପ୍ରଭୁ ପରମେଶ୍ୱର ଆମ୍ଭେ ଅଟୁ।”


ଏଥିଉତ୍ତାରେ ମୋଶା ଇସ୍ରାଏଲଙ୍କୁ ସୂଫ ସାଗରଠାରୁ ଯାତ୍ରା କରାଇଲେ, ପୁଣି, ସେମାନେ ଶୂର-ପ୍ରାନ୍ତର ଆଡ଼କୁ ଯାତ୍ରା କଲେ, ସେମାନେ ପ୍ରାନ୍ତରରେ ତିନି ଦିନ ଯାତ୍ରା କରି ଜଳ ପାଇଲେ ନାହିଁ।


ମିସର ଦେଶରୁ ଇସ୍ରାଏଲ-ସନ୍ତାନଗଣ ବାହାର ହେବାର ତୃତୀୟ ମାସର ପ୍ରଥମ ଦିନରେ, ସେମାନେ ସୀନୟ ପ୍ରାନ୍ତରରେ ଉପସ୍ଥିତ ହେଲେ।


ପୁଣି, ଆମ୍ଭେ ସେମାନଙ୍କୁ ଆପଣାର ବିଧି ଦେଲୁ ଓ ଆପଣା ଶାସନସକଳ ଜ୍ଞାତ କରାଇଲୁ, ମନୁଷ୍ୟ ଯଦି ତାହା ପାଳନ କରେ, ତେବେ ତହିଁରେ ସେ ବଞ୍ଚିବ!


Swiv nou:

Piblisite


Piblisite