ଯିହିଜିକଲ 20:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ପୁଣି, ଆମ୍ଭେ ସେମାନଙ୍କୁ ଆପଣାର ବିଧି ଦେଲୁ ଓ ଆପଣା ଶାସନସକଳ ଜ୍ଞାତ କରାଇଲୁ, ମନୁଷ୍ୟ ଯଦି ତାହା ପାଳନ କରେ, ତେବେ ତହିଁରେ ସେ ବଞ୍ଚିବ! Gade chapit laପବିତ୍ର ବାଇବଲ (Re-edited) - (BSI)11 ପୁଣି, ଆମ୍ଭେ ସେମାନଙ୍କୁ ଆପଣାର ବିଧି ଦେଲୁ ଓ ଆପଣା ଶାସନସକଳ ଜ୍ଞାତ କରାଇଲୁ, ମନୁଷ୍ୟ ଯେବେ ତାହା ପାଳନ କରେ, ତେବେ ତହିଁରେ ସେ ବଞ୍ଚିବ ! Gade chapit laଓଡିଆ ବାଇବେଲ11 ପୁଣି, ଆମ୍ଭେ ସେମାନଙ୍କୁ ଆପଣାର ବିଧି ଦେଲୁ ଓ ଆପଣା ଶାସନସକଳ ଜ୍ଞାତ କରାଇଲୁ, ମନୁଷ୍ୟ ଯଦି ତାହା ପାଳନ କରେ, ତେବେ ତହିଁରେ ସେ ବଞ୍ଚିବ ! Gade chapit laପବିତ୍ର ବାଇବଲ11 ତା'ପରେ ଆମ୍ଭେ ସେମାନଙ୍କୁ ଆପଣାର ବିଧି ଦେଲୁ ଓ ଆପଣା ବ୍ୟବସ୍ଥା ସକଳ ଜ୍ଞାତ କରାଇଲୁ। ଯେଉଁ ମଣିଷ ତାହା ପାଳନ କରିବ ସେ ବଞ୍ଚିବ। Gade chapit la |
ମାତ୍ର ଇସ୍ରାଏଲ ବଂଶ ପ୍ରାନ୍ତରରେ ଆମ୍ଭର ବିଦ୍ରୋହାଚାରୀ ହେଲେ; ସେମାନେ ଆମ୍ଭର ବିଧିରୂପ ପଥରେ ଚାଲିଲେ ନାହିଁ ଓ ଆମ୍ଭର ଶାସନସକଳ ଅଗ୍ରାହ୍ୟ କଲେ, ମନୁଷ୍ୟ ଯଦି ତାହା ପାଳନ କରେ, ତେବେ ତହିଁରେ ସେ ବଞ୍ଚିବ; ପୁଣି, ସେମାନେ ଆମ୍ଭର ବିଶ୍ରାମ ଦିନସକଳ ଅତ୍ୟନ୍ତ ଅପବିତ୍ର କଲେ; ସେତେବେଳେ ଆମ୍ଭେ ପ୍ରାନ୍ତରରେ ସେମାନଙ୍କୁ ସଂହାର କରିବା ନିମନ୍ତେ ସେମାନଙ୍କ ଉପରେ ଆପଣା କୋପ ଢାଳିବା ବୋଲି କହିଲୁ।
ମାତ୍ର ସେହି ସନ୍ତାନଗଣ ଆମ୍ଭର ବିଦ୍ରୋହାଚରଣ କଲେ; ସେମାନେ ଆମ୍ଭର ବିଧିରୂପ ପଥରେ ଚାଲିଲେ ନାହିଁ ଓ ଆମ୍ଭର ଶାସନସକଳ ରକ୍ଷା କରି ପାଳନ କଲେ ନାହିଁ, ମନୁଷ୍ୟ ତାହା ପାଳନ କଲେ, ତହିଁରେ ସେ ବଞ୍ଚିବ; ସେମାନେ ଆମ୍ଭର ବିଶ୍ରାମ ଦିନସକଳ ଅପବିତ୍ର କଲେ; ତହିଁରେ ଆମ୍ଭେ ପ୍ରାନ୍ତରରେ ସେମାନଙ୍କ ବିରୁଦ୍ଧରେ ଆପଣା କ୍ରୋଧ ସାଧିବା ପାଇଁ ସେମାନଙ୍କ ଉପରେ ଆପଣା କୋପ ଢାଳିବା ବୋଲି କହିଲୁ।