ଯିହିଜିକଲ 20:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ଆଉ ସେମାନଙ୍କୁ କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ଆମ୍ଭେ ଯେଉଁ ଦିନ ଇସ୍ରାଏଲକୁ ମନୋନୀତ କଲୁ ଓ ଯାକୁବର କୁଳଜାତ ବଂଶ ସପକ୍ଷରେ ଆପଣା ହସ୍ତ ଉଠାଇଲୁ ଓ ମିସର ଦେଶରେ ସେମାନଙ୍କ ନିକଟରେ ଆପଣାର ପରିଚୟ ଦେଲୁ, ସେମାନଙ୍କ ସପକ୍ଷରେ ଆପଣା ହସ୍ତ ଉଠାଇ, ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ବୋଲି କହିଲୁ; Gade chapit laପବିତ୍ର ବାଇବଲ (Re-edited) - (BSI)5 ଆଉ ସେମାନଙ୍କୁ କୁହ, ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି, ଆମ୍ଭେ ଯେଉଁ ଦିନ ଇସ୍ରାଏଲକୁ ମନୋନୀତ କଲୁ ଓ ଯାକୁବର କୁଳଜାତ ବଂଶ ପକ୍ଷରେ ଆପଣା ହସ୍ତ ଉଠାଇଲୁ ଓ ମିସର ଦେଶରେ ସେମାନଙ୍କ ନିକଟରେ ଆପଣାର ପରିଚୟ ଦେଲୁ, ସେମାନଙ୍କ ପକ୍ଷରେ ଆପଣା ହସ୍ତ ଉଠାଇ, ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ଵର, ବୋଲି କହିଲୁ; Gade chapit laଓଡିଆ ବାଇବେଲ5 ଆଉ ସେମାନଙ୍କୁ କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, “ଆମ୍ଭେ ଯେଉଁ ଦିନ ଇସ୍ରାଏଲକୁ ମନୋନୀତ କଲୁ ଓ ଯାକୁବର କୁଳଜାତ ବଂଶ ସପକ୍ଷରେ ଆପଣା ହସ୍ତ ଉଠାଇଲୁ ଓ ମିସର ଦେଶରେ ସେମାନଙ୍କ ନିକଟରେ ଆପଣାର ପରିଚୟ ଦେଲୁ, ସେମାନଙ୍କ ସପକ୍ଷରେ ଆପଣା ହସ୍ତ ଉଠାଇ, ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ବୋଲି କହିଲୁ; Gade chapit laପବିତ୍ର ବାଇବଲ5 ଏବଂ ସେମାନଙ୍କୁ କୁହ, ‘ସଦାପ୍ରଭୁ, ମୋର ପ୍ରଭୁ ଏହି କଥା କହିଛନ୍ତି, ମୁଁ ଯେତେବେଳେ ଇସ୍ରାଏଲକୁ ମନୋନୀତ କଲି ଓ ଯାକୁବର ପୁତ୍ରମାନଙ୍କ ଉପରେ ଆପଣା ହସ୍ତ ବିସ୍ତାର କଲି ଏବଂ ମିଶରରେ ସେମାନଙ୍କ ନିକଟରେ ନିଜକୁ ପରିଚିତ କରାଇଲି, ମୁଁ ସେମାନଙ୍କ ଉପରେ ହସ୍ତ ବିସ୍ତାର କଲି ଏବଂ ସେମାନଙ୍କ ପକ୍ଷରେ କହିଲି, “ମୁଁ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟେ।” Gade chapit la |
କିଅବା ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ମିସରରେ ତୁମ୍ଭମାନଙ୍କ ସାକ୍ଷାତରେ ଯେଉଁ ସକଳ କର୍ମ କରିଅଛନ୍ତି, କି ତଦନୁସାରେ ପରୀକ୍ଷାସିଦ୍ଧ ପ୍ରମାଣ ଦ୍ୱାରା, ଚିହ୍ନ ଦ୍ୱାରା, ଆଶ୍ଚର୍ଯ୍ୟକର୍ମ ଦ୍ୱାରା, ଯୁଦ୍ଧ ଦ୍ୱାରା, ପରାକ୍ରାନ୍ତ ହସ୍ତ ଦ୍ୱାରା, ବିସ୍ତାରିତ ବାହୁ ଦ୍ୱାରା ଓ ଭୟଙ୍କର ମହାକର୍ମ ଦ୍ୱାରା ଅନ୍ୟ ଦେଶୀୟ ଲୋକଙ୍କ ମଧ୍ୟରୁ ଆପଣା ନିମନ୍ତେ ଏକ ଗୋଷ୍ଠୀ ଗ୍ରହଣ କରିବାକୁ ଆସି ଉପକ୍ରମ କରିଅଛନ୍ତି।