Biblia Todo Logo
Bib sou entènèt

- Piblisite -




ଯିହିଜିକଲ 20:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ତଥାପି ସେମାନେ ଯେଉଁମାନଙ୍କ ମଧ୍ୟରେ ଥିଲେ, ଯେଉଁମାନଙ୍କ ସାକ୍ଷାତରେ ଆମ୍ଭେ ସେମାନଙ୍କୁ, ମିସର ଦେଶରୁ ବାହାର କରି ଆଣିବା ଦ୍ୱାରା ଆପଣାର ପରିଚୟ ଦେଇଥିଲୁ, ସେହି ଗୋଷ୍ଠୀୟମାନଙ୍କ ସାକ୍ଷାତରେ ଆମ୍ଭର ନାମ ଯେପରି ଅପବିତ୍ର ନ ହୁଏ, ଏଥିପାଇଁ ଆମ୍ଭେ ଆପଣା ନାମ ନିମନ୍ତେ କାର୍ଯ୍ୟ କଲୁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

9 ତଥାପି ସେମାନେ ଯେଉଁମାନଙ୍କ ମଧ୍ୟରେ ଥିଲେ, ଯେଉଁମାନଙ୍କ ସାକ୍ଷାତରେ ଆମ୍ଭେ ସେମାନଙ୍କୁ, ମିସର ଦେଶରୁ ବାହାର କରି ଆଣିବା ଦ୍ଵାରା ଆପଣାର ପରିଚୟ ଦେଇଥିଲୁ, ସେହି ଗୋଷ୍ଠୀୟମାନଙ୍କ ସାକ୍ଷାତରେ ଆମ୍ଭର ନାମ ଯେପରି ଅପବିତ୍ର ନ ହୁଏ, ଏଥିପାଇଁ ଆମ୍ଭେ ଆପଣା ନାମ ନିମନ୍ତେ କାର୍ଯ୍ୟ କଲୁ।

Gade chapit la Kopi

ଓଡିଆ ବାଇବେଲ

9 ତଥାପି ସେମାନେ ଯେଉଁମାନଙ୍କ ମଧ୍ୟରେ ଥିଲେ, ଯେଉଁମାନଙ୍କ ସାକ୍ଷାତରେ ଆମ୍ଭେ ସେମାନଙ୍କୁ, ମିସର ଦେଶରୁ ବାହାର କରି ଆଣିବା ଦ୍ୱାରା ଆପଣାର ପରିଚୟ ଦେଇଥିଲୁ, ସେହି ଗୋଷ୍ଠୀୟମାନଙ୍କ ସାକ୍ଷାତରେ ଆମ୍ଭର ନାମ ଯେପରି ଅପବିତ୍ର ନ ହୁଏ, ଏଥିପାଇଁ ଆମ୍ଭେ ଆପଣା ନାମ ନିମନ୍ତେ କାର୍ଯ୍ୟ କଲୁ।

Gade chapit la Kopi

ପବିତ୍ର ବାଇବଲ

9 କିନ୍ତୁ ମୁଁ ସେମାନଙ୍କୁ ଧ୍ୱଂସ କଲି ନାହିଁ। କାରଣ ସେମାନଙ୍କ ସହିତ ଥିବା ଲୋକମାନଙ୍କ ମଧ୍ୟରେ ମୋର ନାମକୁ କଳୁଷିତ କରିବା ପାଇଁ ମୋତେ ଭଲ ଲାଗିଲା ନାହିଁ, କାରଣ ଯେତେବେଳେ ସମସ୍ତ ଦେଶଗଣ ଦେଖୁଥିଲେ, ସେମାନଙ୍କୁ ମିଶରରୁ ବାହାର କରି ଆଣିବା ଦ୍ୱାରା ମୁଁ ଇସ୍ରାଏଲୀୟମାନଙ୍କଠାରେ ପରିଚିତ ହେଲି।

Gade chapit la Kopi




ଯିହିଜିକଲ 20:9
16 Referans Kwoze  

ଆଉ, ଆମ୍ଭେ ଆମ୍ଭର ଇସ୍ରାଏଲ ଲୋକଙ୍କ ମଧ୍ୟରେ ଆପଣା ପବିତ୍ର ନାମ ଜ୍ଞାତ କରାଇବା ଓ ଆମ୍ଭର ପବିତ୍ର ନାମ ଆଉ ଅପବିତ୍ରୀକୃତ ହେବାକୁ ଦେବା ନାହିଁ, ତହିଁରେ ଆମ୍ଭେ ଯେ ଇସ୍ରାଏଲ ମଧ୍ୟରେ ପବିତ୍ର ସଦାପ୍ରଭୁ ଅଟୁ, ଏହା ଗୋଷ୍ଠୀୟମାନେ ଜାଣିବେ।


ତଥାପି ଯେଉଁମାନଙ୍କ ସାକ୍ଷାତରେ ଆମ୍ଭେ ସେମାନଙ୍କୁ ବାହାର କରି ଆଣିଲୁ, ସେହି ଗୋଷ୍ଠୀୟମାନଙ୍କ ନିକଟରେ ଆମ୍ଭର ନାମ ଯେପରି ଅପବିତ୍ର ନ ହୁଏ, ଏଥିପାଇଁ ଆମ୍ଭେ ଆପଣା ହସ୍ତ ସମ୍ବରଣ କଲୁ ଓ ଆପଣା ନାମ ନିମନ୍ତେ କାର୍ଯ୍ୟ କଲୁ।


ତଥାପି ଯେଉଁ ଗୋଷ୍ଠୀଗଣ ସାକ୍ଷାତରେ ଆମ୍ଭେ ସେମାନଙ୍କୁ ବାହାର କରି ଆଣିଲୁ, ସେମାନଙ୍କ ଦୃଷ୍ଟିରେ ଆମ୍ଭର ନାମ ଯେପରି ଅପବିତ୍ର ନ ହୁଏ, ଏଥିପାଇଁ ଆମ୍ଭେ ଆପଣା ନାମ ନିମନ୍ତେ କାର୍ଯ୍ୟ କଲୁ।


‘ସେ ପର୍ବତମୟ ଅଞ୍ଚଳରେ ସେମାନଙ୍କୁ ନଷ୍ଟ କରି ପୃଥିବୀରୁ ଲୋପ କରିବା ପାଇଁ, ଅନିଷ୍ଟ ନିମନ୍ତେ ବାହାର କରି ଆଣିଲେ,’ ଏପରି କଥା ମିସରୀୟମାନେ କାହିଁକି ଗଳ୍ପ କରିବେ? ତୁମ୍ଭେ ଆପଣା ପ୍ରଚଣ୍ଡ କ୍ରୋଧରୁ ଫେର ଓ ଆପଣା ଲୋକମାନଙ୍କ ପ୍ରତିକୂଳରେ ଏପରି ଅନିଷ୍ଟ ବିଷୟରୁ ନିବୃତ୍ତ ହୁଅ।


ସଦାପ୍ରଭୁ ଆପଣା ମହାନାମ ସକାଶୁ ଆପଣା ଲୋକମାନଙ୍କୁ ତ୍ୟାଗ କରିବେ ନାହିଁ; କାରଣ ତୁମ୍ଭମାନଙ୍କୁ ଆପଣା ଲୋକ କରିବା ପାଇଁ ସଦାପ୍ରଭୁ ସନ୍ତୁଷ୍ଟ ହୋଇଅଛନ୍ତି।


ହାୟ ହାୟ! ଏହି ବଳବାନ ଦେବଗଣ ହସ୍ତରୁ ଆମ୍ଭମାନଙ୍କୁ କିଏ ଉଦ୍ଧାର କରିବ? ଏହି ଦେବଗଣ ପ୍ରାନ୍ତରରେ ସର୍ବପ୍ରକାର ଆଘାତ ଦ୍ୱାରା ମିସରୀୟମାନଙ୍କୁ ଆଘାତ କରିଥିଲେ।


କେଜାଣି, ତୁମ୍ଭେ ଆମ୍ଭମାନଙ୍କୁ ଯେଉଁଠାରୁ ବାହାର କରି ଆଣିଅଛ, ସେହି ଦେଶର ଲୋକେ କହିବେ, ‘ସଦାପ୍ରଭୁ ଏମାନଙ୍କୁ ଯେଉଁ ଦେଶ ଦେବାକୁ ପ୍ରତିଜ୍ଞା କରିଥିଲେ, ସେଠାକୁ ସେମାନଙ୍କୁ ନେଇଯାଇ ନ ପାରିବାରୁ ଓ ସେମାନଙ୍କୁ ଘୃଣା କରିବାରୁ ଏହି ପ୍ରାନ୍ତରରେ ବଧ କରିବା ପାଇଁ ବାହାର କରି ଆଣିଅଛନ୍ତି।’


କାରଣ କିଣାନୀୟମାନେ ଓ ଏ ଦେଶ ନିବାସୀ ସମସ୍ତେ ଏହା ଶୁଣିବେ, ପୁଣି ଆମ୍ଭମାନଙ୍କୁ ଚାରିଆଡ଼େ ଘେରି ପୃଥିବୀରୁ ଆମ୍ଭମାନଙ୍କ ନାମ ଉଚ୍ଛିନ୍ନ କରିବେ, ତହିଁରେ ତୁମ୍ଭେ ଆପଣା ମହାନାମ ନିମନ୍ତେ କʼଣ କରିବ?”


କାରଣ ତୁମ୍ଭେମାନେ ମିସରରୁ ବାହାରି ଆସିବା ବେଳେ ସଦାପ୍ରଭୁ ତୁମ୍ଭମାନଙ୍କ ସମ୍ମୁଖରେ କିପ୍ରକାରେ ସୂଫ ସାଗରର ଜଳ ଶୁଷ୍କ କଲେ, ପୁଣି ତୁମ୍ଭେମାନେ ଯର୍ଦ୍ଦନ ସେପାରିସ୍ଥିତ ସୀହୋନ ଓ ଓଗ୍‍ ନାମକ ଇମୋରୀୟମାନଙ୍କ ଦୁଇ ରାଜାଙ୍କ ପ୍ରତି କି ପ୍ରକାର ବ୍ୟବହାର କରି ସେମାନଙ୍କୁ ସମ୍ପୂର୍ଣ୍ଣ ରୂପେ ବିନାଶ କରିଅଛ, ତାହା ଆମ୍ଭେମାନେ ଶୁଣିଅଛୁ;


ତହିଁରେ ମୋଶା ଆପଣା ସଦାପ୍ରଭୁ ପରମେଶ୍ୱରଙ୍କୁ ନିବେଦନ କରି କହିଲେ, “ହେ ସଦାପ୍ରଭୋ, ତୁମ୍ଭେ ଆପଣାର ଯେଉଁ ଲୋକମାନଙ୍କୁ ଆପଣା ମହାପରାକ୍ରମ ଓ ବାହୁ ବଳରେ ମିସର ଦେଶରୁ ବାହାର କରି ଆଣିଅଛ, ସେମାନଙ୍କ ପ୍ରତିକୂଳରେ ତୁମ୍ଭର କ୍ରୋଧ କାହିଁକି ପ୍ରଜ୍ୱଳିତ ହେବ?


ତେବେ ହେଁ ସେ ଆପଣା ମହାପରାକ୍ରମର ପରିଚୟ ଦେବା ନିମନ୍ତେ ଆପଣା ନାମ ସକାଶୁ ସେମାନଙ୍କୁ ପରିତ୍ରାଣ କଲେ।


ଆମ୍ଭେ ଆପଣା ସକାଶୁ, କେବଳ ଆପଣା ସକାଶୁ ତାହା କରିବା; କାରଣ ଆମ୍ଭର ନାମ କାହିଁକି ଅପବିତ୍ରୀକୃତ ହେବ? ପୁଣି, ଆମ୍ଭେ ଆପଣା ଗୌରବ ଅନ୍ୟକୁ ଦେବା ନାହିଁ।


Swiv nou:

Piblisite


Piblisite