Biblia Todo Logo
Bib sou entènèt

- Piblisite -




ଯିହିଜିକଲ 21:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ଏଥିଉତ୍ତାରେ ସଦାପ୍ରଭୁଙ୍କର ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା ଏବଂ ସେ କହିଲେ,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ଅନନ୍ତର ସଦାପ୍ରଭୁଙ୍କର ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା, ଯଥା,

Gade chapit la Kopi

ଓଡିଆ ବାଇବେଲ

1 ଏଥିଉତ୍ତାରେ ସଦାପ୍ରଭୁଙ୍କର ବାକ୍ୟ ମୋ’ ନିକଟରେ ଉପସ୍ଥିତ ହେଲା ଏବଂ ସେ କହିଲେ,

Gade chapit la Kopi

ପବିତ୍ର ବାଇବଲ

1 ଅନନ୍ତର ସଦାପ୍ରଭୁଙ୍କ ବାକ୍ୟ ମୋ’ ନିକଟରେ ପୁଣି ଉପସ୍ଥିତ ହେଲା। ସେ କହିଲେ,

Gade chapit la Kopi




ଯିହିଜିକଲ 21:1
5 Referans Kwoze  

ଏଥିରେ ମୁଁ କହିଲି, “ହେ ପ୍ରଭୁ, ସଦାପ୍ରଭୁ, ସେମାନେ ମୋʼ ବିଷୟରେ କହନ୍ତି, ସେ ଲୋକ କି ଦୃଷ୍ଟାନ୍ତ-ବାକ୍ୟବାଦୀ ନୁହେଁ?”


“ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଯିରୂଶାଲମ ପ୍ରତି ଆପଣା ମୁଖ ରଖ, ପବିତ୍ର ସ୍ଥାନ ସମୂହର ପ୍ରତି ଆପଣା ବାକ୍ୟ ବର୍ଷଣ କର ଓ ଇସ୍ରାଏଲ ଦେଶ ବିରୁଦ୍ଧରେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କର,


ପୁଣି ତୁମ୍ଭେମାନେ ଯେଉଁ ଦେଶ ଅଧିକାର କରିବାକୁ ପାର ହୋଇ ଯାଉଅଛ, ସେହି ଦେଶରେ ତୁମ୍ଭମାନଙ୍କର ପାଳନୀୟ ବିଧି ଓ ଶାସନସକଳ ତୁମ୍ଭମାନଙ୍କୁ ଶିଖାଇବା ପାଇଁ ସଦାପ୍ରଭୁ ସେହି ସମୟରେ ମୋତେ ଆଜ୍ଞା ଦେଲେ।


ଏଥିଉତ୍ତାରେ ସଦାପ୍ରଭୁଙ୍କର ଏହି ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା,


ଆହୁରି, ସଦାପ୍ରଭୁଙ୍କର ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା, ଯଥା;


Swiv nou:

Piblisite


Piblisite