ଯିହିଜିକଲ 21:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ହେ ମନୁଷ୍ୟ-ସନ୍ତାନ, କ୍ରନ୍ଦନ ଓ ହାହାକାର କର; କାରଣ ତାହା ଆମ୍ଭର ଲୋକମାନଙ୍କ ବିରୁଦ୍ଧରେ, ଇସ୍ରାଏଲର ସମସ୍ତ ଅଧିପତିଗଣର ବିରୁଦ୍ଧରେ ଉପସ୍ଥିତ ହୋଇଅଛି; ସେମାନେ ଆମ୍ଭ ଲୋକମାନଙ୍କ ସହିତ ଖଡ୍ଗରେ ସମର୍ପିତ ହୋଇଅଛନ୍ତି, ଏଣୁ ତୁମ୍ଭେ ଆପଣା ଊରୁ ଦେଶରେ ଆଘାତ କର। Gade chapit laପବିତ୍ର ବାଇବଲ (Re-edited) - (BSI)12 ହେ ମନୁଷ୍ୟ-ସନ୍ତାନ, କ୍ରନ୍ଦନ ଓ ହାହାକାର କର; କାରଣ ତାହା ଆମ୍ଭର ଲୋକମାନଙ୍କ ବିରୁଦ୍ଧରେ, ଇସ୍ରାଏଲର ସମସ୍ତ ଅଧିପତିଗଣର ବିରୁଦ୍ଧରେ ଉପସ୍ଥିତ ହୋଇଅଛି; ସେମାନେ ଆମ୍ଭ ଲୋକମାନଙ୍କ ସହିତ ଖଡ଼୍ଗରେ ସମର୍ପିତ ହୋଇଅଛନ୍ତି, ଏଣୁ ତୁମ୍ଭେ ଆପଣା ଊରୁଦେଶରେ ଆଘାତ କର। Gade chapit laଓଡିଆ ବାଇବେଲ12 ହେ ମନୁଷ୍ୟ-ସନ୍ତାନ, କ୍ରନ୍ଦନ ଓ ହାହାକାର କର; କାରଣ ତାହା ଆମ୍ଭର ଲୋକମାନଙ୍କ ବିରୁଦ୍ଧରେ, ଇସ୍ରାଏଲର ସମସ୍ତ ଅଧିପତିଗଣର ବିରୁଦ୍ଧରେ ଉପସ୍ଥିତ ହୋଇଅଛି; ସେମାନେ ଆମ୍ଭ ଲୋକମାନଙ୍କ ସହିତ ଖଡ୍ଗରେ ସମର୍ପିତ ହୋଇଅଛନ୍ତି, ଏଣୁ ତୁମ୍ଭେ ଆପଣା ଊରୁଦେଶରେ ଆଘାତ କର। Gade chapit laପବିତ୍ର ବାଇବଲ12 “‘ହେ ମନୁଷ୍ୟ ପୁତ୍ର, ତୁମ୍ଭେ କ୍ରନ୍ଦନ ଓ ହାହାକାର କର। ଏପରି ମୋର ଖଡ଼୍ଗ ଲୋକମାନଙ୍କ ବିରୁଦ୍ଧରେ ଓ ସମସ୍ତ ଇସ୍ରାଏଲର ଅଧିପତିଗଣଙ୍କ ବିରୁଦ୍ଧରେ ଉତ୍ତୋଳିତ ହୋଇଅଛି। ସେମାନେ ମୋ’ ଖଡ଼୍ଗରେ ସମର୍ପିତ ହୋଇଅଛନ୍ତି। ତେଣୁ ତୁମ୍ଭେ ଆପଣା ଛାତିରେ ଆଘାତ କରି ତୁମ୍ଭର ଦୁଃଖ ପ୍ରକାଶ କର। Gade chapit la |