ଯିହିଜିକଲ 21:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 “ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଯିରୂଶାଲମ ପ୍ରତି ଆପଣା ମୁଖ ରଖ, ପବିତ୍ର ସ୍ଥାନ ସମୂହର ପ୍ରତି ଆପଣା ବାକ୍ୟ ବର୍ଷଣ କର ଓ ଇସ୍ରାଏଲ ଦେଶ ବିରୁଦ୍ଧରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କର, Gade chapit laପବିତ୍ର ବାଇବଲ (Re-edited) - (BSI)2 ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଯିରୂଶାଲମ ଆଡ଼େ ଆପଣା ମୁଖ ରଖ, ପବିତ୍ର ସ୍ଥାନସମୂହର ଆଡ଼େ ଆପଣା ବାକ୍ୟ ବର୍ଷଣ କର ଓ ଇସ୍ରାଏଲ ଦେଶ ବିରୁଦ୍ଧରେ ଭବିଷ୍ୟଦ୍-ବାକ୍ୟ ପ୍ରଚାର କର, Gade chapit laଓଡିଆ ବାଇବେଲ2 “ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଯିରୂଶାଲମ ପ୍ରତି ଆପଣା ମୁଖ ରଖ, ପବିତ୍ର ସ୍ଥାନ ସମୂହର ପ୍ରତି ଆପଣା ବାକ୍ୟ ବର୍ଷଣ କର ଓ ଇସ୍ରାଏଲ ଦେଶ ବିରୁଦ୍ଧରେ ଭବିଷ୍ୟଦ୍-ବାକ୍ୟ ପ୍ରଚାର କର, Gade chapit laପବିତ୍ର ବାଇବଲ2 “ହେ ମନୁଷ୍ୟ ପୁତ୍ର, ତୁମ୍ଭେ ଯିରୁଶାଲମ ଆଡ଼େ ଆପଣା ମୁଖ ରଖ। ପବିତ୍ର ସ୍ଥାନଗୁଡ଼ିକ ବିରୁଦ୍ଧରେ ନିଜର ବାକ୍ୟ ବର୍ଷଣ କର ଓ ଇସ୍ରାଏଲ ଦେଶ ବିପକ୍ଷରେ ଭବିଷ୍ୟଦ୍ବାଣୀ ପ୍ରଗ୍ଭର କର। Gade chapit la |