ଯିହିଜିକଲ 21:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ଆମ୍ଭେ ତୁମ୍ଭ ମଧ୍ୟରୁ ଧାର୍ମିକ ଓ ଦୁଷ୍ଟକୁ ବଧ କରିବା, ଏଥିପାଇଁ ଆମ୍ଭର ଖଡ୍ଗ କୋଷରୁ ବାହାରି ଦକ୍ଷିଣଠାରୁ ଉତ୍ତର ପର୍ଯ୍ୟନ୍ତ ସମସ୍ତ ପ୍ରାଣୀର ବିରୁଦ୍ଧରେ ଯିବ; Gade chapit laପବିତ୍ର ବାଇବଲ (Re-edited) - (BSI)4 ଆମ୍ଭେ ତୁମ୍ଭ ମଧ୍ୟରୁ ଧାର୍ମିକ ଓ ଦୁଷ୍ଟକୁ ଉଚ୍ଛିନ୍ନ କରିବା, ଏଥିପାଇଁ ଆମ୍ଭର ଖଡ଼୍ଗ କୋଷରୁ ବାହାରି ଦକ୍ଷିଣଠାରୁ ଉତ୍ତର ପର୍ଯ୍ୟନ୍ତ ସମସ୍ତ ପ୍ରାଣୀର ବିରୁଦ୍ଧରେ ଯିବ; Gade chapit laଓଡିଆ ବାଇବେଲ4 ଆମ୍ଭେ ତୁମ୍ଭ ମଧ୍ୟରୁ ଧାର୍ମିକ ଓ ଦୁଷ୍ଟକୁ ବଧ କରିବା, ଏଥିପାଇଁ ଆମ୍ଭର ଖଡ୍ଗ କୋଷରୁ ବାହାରି ଦକ୍ଷିଣଠାରୁ ଉତ୍ତର ପର୍ଯ୍ୟନ୍ତ ସମସ୍ତ ପ୍ରାଣୀର ବିରୁଦ୍ଧରେ ଯିବ; Gade chapit laପବିତ୍ର ବାଇବଲ4 କାରଣ ମୁଁ ଧାର୍ମିକ ଓ ପାପୀଷ୍ଠ ଉଭୟଙ୍କୁ ବିନାଶ କରିବି। ତେଣୁ ମୋର ଖଡ଼୍ଗ ବ୍ୟବହାର ହେବ, ଏହା କୋଷମୁକ୍ତ ହୋଇ ଦକ୍ଷିଣରୁ ଉତ୍ତର ପର୍ଯ୍ୟନ୍ତ ସମସ୍ତ ଲୋକ ବିରୁଦ୍ଧରେ ଯିବ। Gade chapit la |