ଯିହିଜିକଲ 21:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ଆଉ, ‘ତୁମ୍ଭେ କାହିଁକି ଦୀର୍ଘ ନିଃଶ୍ୱାସ ଛାଡ଼ୁଅଛ?’ ଏ କଥା ଯଦି ସେମାନେ ତୁମ୍ଭକୁ ପଚାରିବେ, ତେବେ ତୁମ୍ଭେ କହିବ, ‘ସମ୍ବାଦ ସକାଶେ, କାରଣ ତାହା ଆସୁଅଛି; ତହିଁରେ ପ୍ରତ୍ୟେକ ହୃଦୟ ତରଳି ଯିବ ଓ ସକଳ ହସ୍ତ ଦୁର୍ବଳ ହେବ, ପ୍ରତ୍ୟେକ ମନ କ୍ଳାନ୍ତ ହେବ ଓ ସମସ୍ତ ଆଣ୍ଠୁ ଜଳ ପରି ହେବ; ଦେଖ, ତାହା ଆସୁଅଛି ଓ ତାହା ସିଦ୍ଧ ହେବ,’” ଏହା ପ୍ରଭୁ, ସଦାପ୍ରଭୁ କହନ୍ତି। Gade chapit laପବିତ୍ର ବାଇବଲ (Re-edited) - (BSI)7 ଆଉ, ତୁମ୍ଭେ କିହେତୁ ଦୀର୍ଘ ନିଃଶ୍ଵାସ ଛାଡ଼ୁଅଛ? ଏ କଥା ଯେବେ ସେମାନେ ତୁମ୍ଭକୁ ପଚାରିବେ, ତେବେ ତୁମ୍ଭେ କହିବ, ସମ୍ଵାଦ ସକାଶେ, କାରଣ ତାହା ଆସୁଅଛି; ତହିଁରେ ପ୍ରତ୍ୟେକ ହୃଦୟ ତରଳି ଯିବ ଓ ସକଳ ହସ୍ତ ଦୁର୍ବଳ ହେବ, ପ୍ରତ୍ୟେକ ମନ କ୍ଳା; ହେବ ଓ ସମସ୍ତ ଆଣ୍ଠୁ ଜଳ ପରି ହେବ; ଦେଖ, ତାହା ଆସୁଅଛି ଓ ତାହା ସିଦ୍ଧ ହେବ, ଏହା ପ୍ରଭୁ ସଦାପ୍ରଭୁ କହନ୍ତି। Gade chapit laଓଡିଆ ବାଇବେଲ7 ଆଉ, ତୁମ୍ଭେ କାହିଁକି ଦୀର୍ଘ ନିଃଶ୍ୱାସ ଛାଡ଼ୁଅଛ ? ଏ କଥା ଯଦି ସେମାନେ ତୁମ୍ଭକୁ ପଚାରିବେ, ତେବେ ତୁମ୍ଭେ କହିବ, ସମ୍ବାଦ ସକାଶେ, କାରଣ ତାହା ଆସୁଅଛି; ତହିଁରେ ପ୍ରତ୍ୟେକ ହୃଦୟ ତରଳି ଯିବ ଓ ସକଳ ହସ୍ତ ଦୁର୍ବଳ ହେବ, ପ୍ରତ୍ୟେକ ମନ କ୍ଳାନ୍ତ ହେବ ଓ ସମସ୍ତ ଆଣ୍ଠୁ ଜଳ ପରି ହେବ; ଦେଖ, ତାହା ଆସୁଅଛି ଓ ତାହା ସିଦ୍ଧ ହେବ,” ଏହା ପ୍ରଭୁ, ସଦାପ୍ରଭୁ କହନ୍ତି। Gade chapit laପବିତ୍ର ବାଇବଲ7 ଯେତେବେଳେ ସେମାନେ ପଗ୍ଭରିବେ, ‘ତୁମ୍ଭେ କାହିଁକି ଦୀର୍ଘନିଃଶ୍ୱାସ ଛାଡ଼ୁଛ?’ ସେତେବେଳେ ତୁମ୍ଭେ କହିବ, ‘ସମ୍ବାଦ ସକାଶେ, ତାହା ଆସୁଅଛି। ସେଥିରେ ସମସ୍ତଙ୍କ ଆତ୍ମା ଭୟରେ ତରଳି ଯିବ ଓ ସମସ୍ତଙ୍କ ହସ୍ତ ଭୟରେ ଦୁର୍ବଳ ହେବ। ପ୍ରତ୍ୟେକ ମନୁଷ୍ୟର ଆତ୍ମା ହତ ଉତ୍ସାହିତ ହେବ ଓ ସମସ୍ତଙ୍କ ଆଣ୍ଠୁ ଜଳପରି ହେବ।’ ଏବଂ ଦେଖ, ସେହି ସମୟ ଆସୁଅଛି ଓ ତାହା ସିଦ୍ଧ ହେବ।” ଏହା ସଦାପ୍ରଭୁ, ମୋର ପ୍ରଭୁ କହନ୍ତି। Gade chapit la |