Biblia Todo Logo
Bib sou entènèt

- Piblisite -




ଯିହିଜିକଲ 21:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ଏଥିଉତ୍ତାରେ ସଦାପ୍ରଭୁଙ୍କର ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା ଏବଂ ସେ କହିଲେ,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

8 ଅନନ୍ତର ସଦାପ୍ରଭୁଙ୍କର ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା, ଯଥା,

Gade chapit la Kopi

ଓଡିଆ ବାଇବେଲ

8 ଏଥିଉତ୍ତାରେ ସଦାପ୍ରଭୁଙ୍କର ବାକ୍ୟ ମୋ’ ନିକଟରେ ଉପସ୍ଥିତ ହେଲା ଏବଂ ସେ କହିଲେ,

Gade chapit la Kopi

ପବିତ୍ର ବାଇବଲ

8 ଅନନ୍ତର ସଦାପ୍ରଭୁ, ମୋର ପ୍ରଭୁଙ୍କ ବାକ୍ୟ ମୋ’ ନିକଟରେ ଉପସ୍ଥିତ ହେଲା। ସେ କହିଲେ,

Gade chapit la Kopi




ଯିହିଜିକଲ 21:8
4 Referans Kwoze  

ଆଉ, ‘ତୁମ୍ଭେ କାହିଁକି ଦୀର୍ଘ ନିଃଶ୍ୱାସ ଛାଡ଼ୁଅଛ?’ ଏ କଥା ଯଦି ସେମାନେ ତୁମ୍ଭକୁ ପଚାରିବେ, ତେବେ ତୁମ୍ଭେ କହିବ, ‘ସମ୍ବାଦ ସକାଶେ, କାରଣ ତାହା ଆସୁଅଛି; ତହିଁରେ ପ୍ରତ୍ୟେକ ହୃଦୟ ତରଳି ଯିବ ଓ ସକଳ ହସ୍ତ ଦୁର୍ବଳ ହେବ, ପ୍ରତ୍ୟେକ ମନ କ୍ଳାନ୍ତ ହେବ ଓ ସମସ୍ତ ଆଣ୍ଠୁ ଜଳ ପରି ହେବ; ଦେଖ, ତାହା ଆସୁଅଛି ଓ ତାହା ସିଦ୍ଧ ହେବ,’” ଏହା ପ୍ରଭୁ, ସଦାପ୍ରଭୁ କହନ୍ତି।


“ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରି କୁହ, ସଦାପ୍ରଭୁ ଏହି କଥା କହନ୍ତି; କୁହ, ଖଡ୍ଗ, ଖଡ୍ଗ, ତାହା ଶାଣିତ ଓ ମଧ୍ୟ ମାର୍ଜିତ ହୋଇଅଛି;


ଧ୍ୱଂସକାରୀମାନେ ପ୍ରାନ୍ତରସ୍ଥ ବୃକ୍ଷଶୂନ୍ୟ ଗିରିସକଳର ଉପରକୁ ଆସିଅଛନ୍ତି; କାରଣ ସଦାପ୍ରଭୁଙ୍କ ଖଡ୍ଗ ଦେଶର ଏକ ସୀମାରୁ ଅନ୍ୟ ସୀମା ପର୍ଯ୍ୟନ୍ତ ଗ୍ରାସ କରୁଅଛି; କୌଣସି ପ୍ରାଣୀର ଶାନ୍ତି ନାହିଁ।


ଅଥବା ଆମ୍ଭେ ଯଦି ସେହି ଦେଶ ବିରୁଦ୍ଧରେ ଖଡ୍ଗ ଆଣୁ, ଆଉ ଆଜ୍ଞା କରୁ, ‘ହେ ଖଡ୍ଗ, ଦେଶ ମଧ୍ୟଦେଇ ଗମନ କର’ ଓ ଆମ୍ଭେ ମନୁଷ୍ୟ ଓ ପଶୁକୁ ତହିଁ ମଧ୍ୟରୁ ଉଚ୍ଛିନ୍ନ କରୁ,


Swiv nou:

Piblisite


Piblisite