ଯିହିଜିକଲ 22:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ତୁମ୍ଭ ମଧ୍ୟରେ ଲୋକମାନେ ଆପଣା ଆପଣା ପିତାର ଆବରଣୀୟ ଅନାବୃତ କରିଅଛନ୍ତି; ତୁମ୍ଭ ମଧ୍ୟରେ ଲୋକମାନେ ଋତୁ ସମୟରେ ଅଶୁଚି ଥିବା ସ୍ତ୍ରୀକୁ ବଳାତ୍କାର କରିଅଛନ୍ତି। Gade chapit laପବିତ୍ର ବାଇବଲ (Re-edited) - (BSI)10 ତୁମ୍ଭ ମଧ୍ୟରେ ଲୋକମାନେ ଆପଣା ଆପଣା ପିତାର ଆବରଣୀୟ ଅନାବୃତ କରିଅଛନ୍ତି; ତୁମ୍ଭ ମଧ୍ୟରେ ଲୋକମାନେ ଋତୁ ସମୟରେ ଅଶୁଚି ଥିବା ସ୍ତ୍ରୀକି ବଳାତ୍କାର କରିଅଛନ୍ତି। Gade chapit laଓଡିଆ ବାଇବେଲ10 ତୁମ୍ଭ ମଧ୍ୟରେ ଲୋକମାନେ ଆପଣା ଆପଣା ପିତାର ଆବରଣୀୟ ଅନାବୃତ କରିଅଛନ୍ତି; ତୁମ୍ଭ ମଧ୍ୟରେ ଲୋକମାନେ ଋତୁ ସମୟରେ ଅଶୁଚି ଥିବା ସ୍ତ୍ରୀକୁ ବଳାତ୍କାର କରିଅଛନ୍ତି। Gade chapit laପବିତ୍ର ବାଇବଲ10 ତୁମ୍ଭ ମଧ୍ୟରେ ଲୋକମାନେ ନିଜ ନିଜ ପିତାର ପତ୍ନୀ ସହିତ ଯୌନ ସମ୍ପର୍କ ରଖିଛନ୍ତି। ଏବଂ ତୁମ୍ଭ ଗୋଷ୍ଠୀରେ ଲୋକମାନେ ଅଛନ୍ତି, ଯିଏ ନାରୀମାନଙ୍କୁ ପାଶବିକ ଅତ୍ୟାଗ୍ଭର ଏମିତକି ସେମାନଙ୍କର ଋତୁସ୍ରାବ ସମୟରେ ମଧ୍ୟ ଅତ୍ୟାଗ୍ଭର କରନ୍ତି। Gade chapit la |