ଯିହିଜିକଲ 22:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ତୁମ୍ଭ ମଧ୍ୟରେ ଲୋକମାନେ ରକ୍ତପାତ କରିବା ପାଇଁ ଲାଞ୍ଚ ନେଇଅଛନ୍ତି; ତୁମ୍ଭେ ସୁଧ ଓ ବୃଦ୍ଧି ଗ୍ରହଣ କରିଅଛ, ଆଉ ତୁମ୍ଭେ ଲୋଭରେ ଉପଦ୍ରବ କରି ଆପଣା ପ୍ରତିବାସୀଠାରୁ ଲାଭ ନେଇଅଛ, ପୁଣି, ଆମ୍ଭକୁ ପାସୋରିଅଛ, ଏହା ପ୍ରଭୁ, ସଦାପ୍ରଭୁ କହନ୍ତି। Gade chapit laପବିତ୍ର ବାଇବଲ (Re-edited) - (BSI)12 ତୁମ୍ଭ ମଧ୍ୟରେ ଲୋକମାନେ ରକ୍ତପାତ କରିବା ପାଇଁ ଲାଞ୍ଚ ନେଇ ଅଛନ୍ତି; ତୁମ୍ଭେ ସୁଧ ଓ ବୃଦ୍ଧି ଗ୍ରହଣ କରିଅଛ, ଆଉ ତୁମ୍ଭେ ଲୋଭରେ ଉପଦ୍ରବ କରି ଆପଣା ପ୍ରତିବାସୀ-ଠାରୁ ଲାଭ ନେଇଅଛ, ପୁଣି, ଆମ୍ଭକୁ ପାସୋରିଅଛ, ଏହା ପ୍ରଭୁ ସଦାପ୍ରଭୁ କହନ୍ତି। Gade chapit laଓଡିଆ ବାଇବେଲ12 ତୁମ୍ଭ ମଧ୍ୟରେ ଲୋକମାନେ ରକ୍ତପାତ କରିବା ପାଇଁ ଲାଞ୍ଚ ନେଇ ଅଛନ୍ତି; ତୁମ୍ଭେ ସୁଧ ଓ ବୃଦ୍ଧି ଗ୍ରହଣ କରିଅଛ, ଆଉ ତୁମ୍ଭେ ଲୋଭରେ ଉପଦ୍ରବ କରି ଆପଣା ପ୍ରତିବାସୀଠାରୁ ଲାଭ ନେଇଅଛ,” ପୁଣି, ଆମ୍ଭକୁ ପାସୋରିଅଛ, ଏହା ପ୍ରଭୁ, ସଦାପ୍ରଭୁ କହନ୍ତି। Gade chapit laପବିତ୍ର ବାଇବଲ12 “‘ତୁମ୍ଭମାନଙ୍କ ମଧ୍ୟରେ ଲୋକମାନେ ରକ୍ତପାତ କରିବା ପାଇଁ ଲାଞ୍ଚ ନେଇଛନ୍ତି। ତୁମ୍ଭେ ସୁଧ ନେଇ ଋଣ ଦେଇଅଛ ଏବଂ ତୁମ୍ଭେ ଲୋଭରେ ଉପଦ୍ରବ କରି ଆପଣା ପ୍ରତିବାସୀଠାରୁ ଲାଭ ନେଇଅଛ। ତୁମ୍ଭେ ମୋତେ ପାଶୋରି ଯାଇଅଛ।’ ଏହା ସଦାପ୍ରଭୁ, ମୋର ପ୍ରଭୁ କହନ୍ତି। Gade chapit la |