ଯିହିଜିକଲ 22:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 “ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ କି ବିଚାର କରିବ? ତୁମ୍ଭେ କି ଏହି ରକ୍ତମୟୀ ନଗରୀର ବିଚାର କରିବ? ତେବେ ତାହାର ଘୃଣାଯୋଗ୍ୟ କ୍ରିୟାସକଳ ତାହାକୁ ଜ୍ଞାତ କରାଅ। Gade chapit laପବିତ୍ର ବାଇବଲ (Re-edited) - (BSI)2 ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ କି ବିଚାର କରିବ? ତୁମ୍ଭେ କି ଏହି ରକ୍ତମୟୀ ନଗରୀର ବିଚାର କରିବ? ତେବେ ତାହାର ଘୃଣାଯୋଗ୍ୟ କ୍ରିୟାସକଳ ତାହାକୁ ଜ୍ଞାତ କରାଅ। Gade chapit laଓଡିଆ ବାଇବେଲ2 “ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ କି ବିଚାର କରିବ ? ତୁମ୍ଭେ କି ଏହି ରକ୍ତମୟୀ ନଗରୀର ବିଚାର କରିବ ? ତେବେ ତାହାର ଘୃଣାଯୋଗ୍ୟ କ୍ରିୟାସକଳ ତାହାକୁ ଜ୍ଞାତ କରାଅ।” Gade chapit laପବିତ୍ର ବାଇବଲ2 “ହେ ମନୁଷ୍ୟ ପୁତ୍ର, ତୁମ୍ଭେ କ’ଣ ଏହି ରକ୍ତପାତ ନଗରୀର ବିଗ୍ଭର କରିବ? ତେବେ ତାହାର ଘୃଣାଯୋଗ୍ୟ ସମସ୍ତ କ୍ରିୟା ଏହାକୁ ଜ୍ଞାତ କରାଅ। Gade chapit la |