ଯିହିଜିକଲ 22:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ପୁଣି, ତୁମ୍ଭେ ତାହାକୁ କହିବ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ହେ ନଗରୀ! ତୁମ୍ଭେ ଆପଣାର କାଳ ଉପସ୍ଥିତ କରାଇବା ନିମନ୍ତେ ଆପଣା ମଧ୍ୟରେ ରକ୍ତପାତ କରୁଅଛ ଓ ଆପଣାକୁ ଅଶୁଚି କରିବା ନିମନ୍ତେ ଆପଣା ପାଇଁ ପ୍ରତିମାଗଣ ନିର୍ମାଣ କରୁଅଛ। Gade chapit laପବିତ୍ର ବାଇବଲ (Re-edited) - (BSI)3 ପୁଣି, ତୁମ୍ଭେ ତାହାକୁ କହିବ, ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି, ହେ ନଗରୀ ! ତୁମ୍ଭେ ଆପଣାର କାଳ ଉପସ୍ଥିତ କରାଇବା ନିମନ୍ତେ ଆପଣା ମଧ୍ୟରେ ରକ୍ତପାତ କରୁଅଛ ଓ ଆପଣାକୁ ଅଶୁଚି କରିବା ନିମନ୍ତେ ଆପଣା ପାଇଁ ପ୍ରତିମାଗଣ ନିର୍ମାଣ କରୁଅଛ। Gade chapit laଓଡିଆ ବାଇବେଲ3 ପୁଣି, ତୁମ୍ଭେ ତାହାକୁ କହିବ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ହେ ନଗରୀ ! ତୁମ୍ଭେ ଆପଣାର କାଳ ଉପସ୍ଥିତ କରାଇବା ନିମନ୍ତେ ଆପଣା ମଧ୍ୟରେ ରକ୍ତପାତ କରୁଅଛ ଓ ଆପଣାକୁ ଅଶୁଚି କରିବା ନିମନ୍ତେ ଆପଣା ପାଇଁ ପ୍ରତିମାଗଣ ନିର୍ମାଣ କରୁଅଛ। Gade chapit laପବିତ୍ର ବାଇବଲ3 ଏବଂ ତୁମ୍ଭେ ଏହାକୁ କହିବ, ‘ସଦାପ୍ରଭୁ, ମୋର ପ୍ରଭୁ ଏହି କଥା କହିଛନ୍ତି। ହେ ନଗରୀ, ଯିଏ ଏହା ମଧ୍ୟରେ ରକ୍ତପାତ କରେ, ସେ ତା'ର ନିଜର ଅବସାନ ଆଣେ ଏବଂ ଏହା ନିଜର ଶେଷ ଆଣେ ଯେ, ନିଜ ପାଇଁ ମୂର୍ତ୍ତି ତିଆରି କରେ, ତାହା ଏହାକୁ କଳୁଷିତ କରେ। Gade chapit la |