ଯିହିଜିକଲ 22:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ତୁମ୍ଭ ମଧ୍ୟରେ ଲୋକମାନେ ପିତାମାତାଙ୍କୁ ଅବଜ୍ଞା କରିଅଛନ୍ତି; ତୁମ୍ଭ ମଧ୍ୟରେ ଲୋକମାନେ ବିଦେଶୀ ପ୍ରତି ଉପଦ୍ରବ କରିଅଛନ୍ତି; ତୁମ୍ଭ ମଧ୍ୟରେ ଲୋକମାନେ ପିତୃହୀନ ଓ ବିଧବା ପ୍ରତି ଅନ୍ୟାୟ କରିଅଛନ୍ତି। Gade chapit laପବିତ୍ର ବାଇବଲ (Re-edited) - (BSI)7 ତୁମ୍ଭ ମଧ୍ୟରେ ଲୋକମାନେ ପିତାମାତାଙ୍କୁ ଅବଜ୍ଞା କରିଅଛନ୍ତି; ତୁମ୍ଭ ମଧ୍ୟରେ ଲୋକମାନେ ବିଦେଶୀ ପ୍ରତି ଉପଦ୍ରବ କରିଅଛନ୍ତି; ତୁମ୍ଭ ମଧ୍ୟରେ ଲୋକମାନେ ପିତୃହୀନ ଓ ବିଧବା ପ୍ରତି ଅନ୍ୟାୟ କରିଅଛନ୍ତି। Gade chapit laଓଡିଆ ବାଇବେଲ7 ତୁମ୍ଭ ମଧ୍ୟରେ ଲୋକମାନେ ପିତାମାତାଙ୍କୁ ଅବଜ୍ଞା କରିଅଛନ୍ତି; ତୁମ୍ଭ ମଧ୍ୟରେ ଲୋକମାନେ ବିଦେଶୀ ପ୍ରତି ଉପଦ୍ରବ କରିଅଛନ୍ତି; ତୁମ୍ଭ ମଧ୍ୟରେ ଲୋକମାନେ ପିତୃହୀନ ଓ ବିଧବା ପ୍ରତି ଅନ୍ୟାୟ କରିଅଛନ୍ତି। Gade chapit laପବିତ୍ର ବାଇବଲ7 ତୁମ୍ଭ ମଧ୍ୟରେ ଲୋକମାନେ ପିତାମାତାଙ୍କୁ ଅବଜ୍ଞା କରିଅଛନ୍ତି। ସେମାନେ, ତୁମ୍ଭମାନଙ୍କ ମଧ୍ୟରେ ବାସ କରୁଥିବାରୁ ବିଦେଶୀମାନଙ୍କୁ ଅତ୍ୟାଗ୍ଭର କଲେ, ଅନାଥ ଓ ବିଧବା ପ୍ରତି ଅନ୍ୟାୟ କରିଅଛନ୍ତି। Gade chapit la |
“ପୁଣି, ଆମ୍ଭେ ବିଚାର କରିବା ପାଇଁ ତୁମ୍ଭମାନଙ୍କ ନିକଟକୁ ଆସିବା ଆଉ, ତାନ୍ତ୍ରିକ ଓ ବ୍ୟଭିଚାରୀ ଓ ମିଥ୍ୟା ଶପଥକାରୀମାନଙ୍କ ବିରୁଦ୍ଧରେ ଓ ଯେଉଁମାନେ ବେତନଜୀବୀର ବେତନ ବିଷୟରେ, ବିଧବା ଓ ପିତୃହୀନ ପ୍ରତି ଅତ୍ୟାଚାର କରନ୍ତି, ଆଉ ବିଦେଶୀର ପ୍ରତି ଅନ୍ୟାୟ କରନ୍ତି ଓ ଆମ୍ଭଙ୍କୁ ଭୟ ନ କରନ୍ତି, ସେମାନଙ୍କ ବିରୁଦ୍ଧରେ ଆମ୍ଭେ ଶୀଘ୍ର ସାକ୍ଷୀ ହେବା,” ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।