Biblia Todo Logo
Bib sou entènèt

- Piblisite -




ଯିହିଜିକଲ 23:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ସେମାନେ ତାହାର ଉଲଙ୍ଗତା ଅନାବୃତ କଲେ; ତାହାର ପୁତ୍ର ଓ କନ୍ୟାଗଣକୁ ନେଲେ ଓ ତାହାଙ୍କୁ ସେମାନେ ଖଡ୍ଗରେ ବଧ କଲେ; ତହିଁରେ ସେ ସ୍ତ୍ରୀମାନଙ୍କ ମଧ୍ୟରେ ଉପହାସର ବିଷୟ ହେଲା; କାରଣ ଲୋକମାନେ ତାହା ଉପରେ ଦଣ୍ଡାଜ୍ଞା ସଫଳ କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

10 ସେମାନେ ତାହାର ଉଲଙ୍ଗତା ଅନାବୃତ କଲେ; ତାହାର ପୁତ୍ର ଓ କନ୍ୟାଗଣକୁ ନେଲେ ଓ ତାହାକୁ ସେମାନେ ଖଡ଼୍‍ଗରେ ବଧ କଲେ; ତହିଁରେ ସେ ସ୍ତ୍ରୀମାନଙ୍କ ମଧ୍ୟରେ ଉପହାସର ବିଷୟ ହେଲା; କାରଣ ଲୋକମାନେ ତାହା ଉପରେ ଦଣ୍ତାଜ୍ଞା ସଫଳ କଲେ।

Gade chapit la Kopi

ଓଡିଆ ବାଇବେଲ

10 ସେମାନେ ତାହାର ଉଲଙ୍ଗତା ଅନାବୃତ କଲେ; ତାହାର ପୁତ୍ର ଓ କନ୍ୟାଗଣକୁ ନେଲେ ଓ ତାହାଙ୍କୁ ସେମାନେ ଖଡ୍ଗରେ ବଧ କଲେ; ତହିଁରେ ସେ ସ୍ତ୍ରୀମାନଙ୍କ ମଧ୍ୟରେ ଉପହାସର ବିଷୟ ହେଲା; କାରଣ ଲୋକମାନେ ତାହା ଉପରେ ଦଣ୍ଡାଜ୍ଞା ସଫଳ କଲେ।

Gade chapit la Kopi

ପବିତ୍ର ବାଇବଲ

10 ସେମାନେ ତାକୁ ଧର୍ଷଣ କଲେ, ସେମାନେ ତା'ର ପୁତ୍ରକନ୍ୟାଗଣକୁ ନେଇଗଲେ। ସେମାନେ ସେମାନଙ୍କୁ ‌‌ଖ‌ଡ଼୍‌ଗରେ ହତ୍ୟା କଲେ। ଏବଂ ସେ ସ୍ତ୍ରୀମାନଙ୍କ ମଧ୍ୟରେ ଉପହାସର ବିଷୟ ହେଲା। କାରଣ ଅଶୂରୀୟ ଲୋକମାନେ ତାକୁ ବେଦନାପୂର୍ଣ୍ଣ ଦଣ୍ଡ ଦେଲେ।

Gade chapit la Kopi




ଯିହିଜିକଲ 23:10
8 Referans Kwoze  

ପୁଣି, ଏବେ ଆମ୍ଭେ ତାହାର ପ୍ରେମିକଗଣର ସାକ୍ଷାତରେ ତାହାର ଭ୍ରଷ୍ଟତା ପ୍ରକାଶ କରିବା ଓ ଆମ୍ଭ ହସ୍ତରୁ କେହି ତାହାକୁ ଉଦ୍ଧାର କରିବେ ନାହିଁ।


ତହିଁରେ ସେମାନେ ଘୃଣା ଭାବରେ ତୁମ୍ଭ ପ୍ରତି ବ୍ୟବହାର କରିବେ ଓ ତୁମ୍ଭର ସକଳ ପରିଶ୍ରମର ଫଳ ହରଣ କରିବେ, ଆଉ ତୁମ୍ଭକୁ ଉଲଙ୍ଗିନୀ ଓ ବିବସ୍ତ୍ର କରି ଛାଡ଼ି ଦେବେ; ତହିଁରେ ତୁମ୍ଭର ବ୍ୟଭିଚାର ଘଟିତ ଉଲଙ୍ଗତା, ତୁମ୍ଭର ଲମ୍ପଟାଚରଣ ଓ ବେଶ୍ୟା କ୍ରିୟା ପ୍ରକାଶିତ ହେବ।


ନୋହିଲେ ଅବା ଆମ୍ଭେ ତାହାକୁ ବିବସ୍ତ୍ରା କରିବା ଓ ସେ ଜନ୍ମ ଦିନରେ ଯେରୂପ ଥିଲା, ସେରୂପ କରି ତାହାକୁ ରଖିବା; ପୁଣି, ତାହାକୁ ପ୍ରାନ୍ତରର ତୁଲ୍ୟ କରିବା ଓ ମରୁଭୂମି ତୁଲ୍ୟ କରି ତୃଷାରେ ତାହାକୁ ବଧ କରିବା;


ଏହିରୂପେ ଆମ୍ଭେ ଦେଶରୁ ଲମ୍ପଟାଚରଣ ନିବୃତ୍ତ କରାଇବା, ତହିଁରେ ସମୁଦାୟ ସ୍ତ୍ରୀଲୋକ ତୁମ୍ଭମାନଙ୍କର ଲମ୍ପଟପଣ ଅନୁସାରେ ଆଚରଣ ନ କରିବା ପାଇଁ ଶିକ୍ଷା ପାଇବେ।


ଆଉ, ତୁମ୍ଭେ ଯେତେବେଳେ ଉଚ୍ଛିନ୍ନ ହେବ, ସେତେବେଳେ ତୁମ୍ଭେ କଅଣ କରିବ? ଯଦ୍ୟପି ତୁମ୍ଭେ ରକ୍ତବର୍ଣ୍ଣ ବସ୍ତ୍ର ପରିଧାନ କରୁଅଛ, ଯଦ୍ୟପି ତୁମ୍ଭେ ସୁବର୍ଣ୍ଣ ଅଳଙ୍କାରରେ ଆପଣାକୁ ଭୂଷିତା କରୁଅଛ, ଯଦ୍ୟପି ତୁମ୍ଭେ ଅଞ୍ଜନ ଦ୍ୱାରା ଆପଣା ଚକ୍ଷୁ ପ୍ରସାରୁଅଛ, ତଥାପି ତୁମ୍ଭେ ବ୍ୟର୍ଥରେ ଆପଣାକୁ ସୁନ୍ଦର କରୁଅଛ; ତୁମ୍ଭର ଜାରପୁରୁଷମାନେ ତୁମ୍ଭକୁ ଘୃଣା କରନ୍ତି, ସେମାନେ ତୁମ୍ଭ ପ୍ରାଣନାଶ କରିବାକୁ ଚେଷ୍ଟା କରନ୍ତି।


ଏହିରୂପେ ସେ ଆପଣା ବେଶ୍ୟା କ୍ରିୟା ପ୍ରକାଶ କଲା ଓ ଆପଣା ଉଲଙ୍ଗତା ଅନାବୃତ କଲା; ତହୁଁ ଆମ୍ଭର ପ୍ରାଣ ଯେପରି ତାହାର ଭଗିନୀଠାରୁ ବିମୁଖ ହୋଇଥିଲା, ସେହିପରି ତାହାଠାରୁ ମଧ୍ୟ ବିମୁଖ ହେଲା।


Swiv nou:

Piblisite


Piblisite