Biblia Todo Logo
Bib sou entènèt

- Piblisite -




ଯିହିଜିକଲ 23:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ଆଉ, ତାହାର ଭଗିନୀ ଅହଲୀବା ଏହା ଦେଖିଲା; ତଥାପି ଆପଣା ପ୍ରେମାସକ୍ତିରେ ଓ ବେଶ୍ୟା କ୍ରିୟାରେ ତାହା ଅପେକ୍ଷା ଅଧିକ ଭ୍ରଷ୍ଟା ହେଲା, ତାହାର ଭଗିନୀର ବେଶ୍ୟା କ୍ରିୟା ଅପେକ୍ଷା ତାହାର ବେଶ୍ୟା କ୍ରିୟା ଅଧିକ ଥିଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

11 ଆଉ, ତାହାର ଭଗିନୀ ଅହଲୀବା ଏହା ଦେଖିଲା; ତଥାପି ଆପଣା ପ୍ରେମାସକ୍ତିରେ ଓ ବେଶ୍ୟା-କ୍ରିୟାରେ ତାହା ଅପେକ୍ଷା ଅଧିକ ଭ୍ରଷ୍ଟା ହେଲା, ତାହାର ଭଗିନୀର ବେଶ୍ୟା-କ୍ରିୟା ଅପେକ୍ଷା ତାହାର ବେଶ୍ୟା-କ୍ରିୟା ଅଧିକ ଥିଲା।

Gade chapit la Kopi

ଓଡିଆ ବାଇବେଲ

11 ଆଉ, ତାହାର ଭଗିନୀ ଅହଲୀବା ଏହା ଦେଖିଲା; ତଥାପି ଆପଣା ପ୍ରେମାସକ୍ତିରେ ଓ ବେଶ୍ୟା କ୍ରିୟାରେ ତାହା ଅପେକ୍ଷା ଅଧିକ ଭ୍ରଷ୍ଟା ହେଲା, ତାହାର ଭଗିନୀର ବେଶ୍ୟା କ୍ରିୟା ଅପେକ୍ଷା ତାହାର ବେଶ୍ୟା କ୍ରିୟା ଅଧିକ ଥିଲା।

Gade chapit la Kopi

ପବିତ୍ର ବାଇବଲ

11 “ଆଉ ତା'ର ଭଗିନୀ ଏସବୁ ଦେଖି ମଧ୍ୟ ବେଶ୍ୟାବୃତ୍ତିରେ ଓ ପ୍ରେମାଶକ୍ତିରେ ତାହା ଅପେକ୍ଷା ଅଧିକ ଭ୍ରଷ୍ଟା ହେଲା। ତା'ର ଭଗିନୀର ବ୍ୟଭିଗ୍ଭରିତାଠାରୁ ସେ ଅଧିକ ବ୍ୟଭିଗ୍ଭରିଣୀ ହେଲା।

Gade chapit la Kopi




ଯିହିଜିକଲ 23:11
6 Referans Kwoze  

ସେମାନଙ୍କ ମଧ୍ୟରେ ଜ୍ୟେଷ୍ଠାର ନାମ ଅହଲା (ତାହାର ତମ୍ବୁ) ଓ ତାହାର ଭଗିନୀର ନାମ ଅହଲୀବା (ତାହାର ମଧ୍ୟରେ ଆମ୍ଭର ତମ୍ବୁ); ସେମାନେ ଆମ୍ଭର ହେଲେ ଓ ପୁତ୍ରକନ୍ୟା ପ୍ରସବ କଲେ। ପୁଣି, ନାମାନୁସାରେ ଶମରୀୟା ଅହଲା ଓ ଯିରୂଶାଲମ ଅହଲୀବା ଅଟେ।


ଆଉ ପ୍ରାୟ ତିନି ମାସ ଉତ୍ତାରେ କେହି ଯିହୁଦାକୁ କହିଲା, “ତୁମ୍ଭର ପୁତ୍ରବଧୂ ତାମର ବ୍ୟଭିଚାରିଣୀ ହୋଇଅଛି; ଆଉ ବ୍ୟଭିଚାର କ୍ରମେ ତାହାର ଗର୍ଭ ହୋଇଅଛି।” ତହିଁରେ ଯିହୁଦା କହିଲା, “ତାକୁ ବାହାରକୁ ଆଣି ଅଗ୍ନିରେ ଦଗ୍ଧ କର।”


ଆହୁରି, ସେ ଯିହୁଦାର ନାନା ପର୍ବତରେ ଉଚ୍ଚସ୍ଥଳୀ ନିର୍ମାଣ କଲେ ଓ ଯିରୂଶାଲମ ନିବାସୀମାନଙ୍କୁ ବ୍ୟଭିଚାର କରାଇଲେ ଓ ଯିହୁଦାକୁ ବିପଥରେ ନେଲେ।


ଆହୁରି, ଯୋଶୀୟ ରାଜାର ସମୟରେ ସଦାପ୍ରଭୁ ମୋତେ କହିଲେ, “ବିପଥଗାମୀନୀ ଇସ୍ରାଏଲ ଯାହା କରିଅଛି, ତାହା କି ତୁମ୍ଭେ ଦେଖିଅଛ? ସେ ପ୍ରତ୍ୟେକ ଉଚ୍ଚ ପର୍ବତ ଉପରେ ଓ ପ୍ରତ୍ୟେକ ହରିଦ୍‍ବର୍ଣ୍ଣ ବୃକ୍ଷ ତଳେ ଯାଇ ସେଠାରେ ବ୍ୟଭିଚାର କରିଅଛି।


Swiv nou:

Piblisite


Piblisite