Biblia Todo Logo
Bib sou entènèt

- Piblisite -




ଯିହିଜିକଲ 23:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ସେ ଆପଣା ପ୍ରତିବାସୀ ଅଶୂରୀୟ ଦେଶାଧ୍ୟକ୍ଷ ଓ ଶାସନକର୍ତ୍ତୃଗଣ ପ୍ରତି ପ୍ରେମରେ ଆସକ୍ତା ହେଲା, ସେମାନେ ଅତ୍ୟନ୍ତ ସୁନ୍ଦର ବସ୍ତ୍ର ପରିହିତ, ଅଶ୍ୱାରୋହୀ ଓ ସମସ୍ତେ ମନୋହର ଯୁବା ଲୋକ ଥିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 ସେ ଆପଣା ପ୍ରତିବାସୀ ଅଶୂରୀୟ ଦେଶାଧ୍ୟକ୍ଷ ଓ ଶାସନକର୍ତ୍ତୃଗଣ ପ୍ରତି ପ୍ରେମରେ ଆସକ୍ତା ହେଲା, ସେମାନେ ଅତ୍ୟ; ସୁନ୍ଦର ବସ୍ତ୍ର ପରିହିତ, ଅଶ୍ଵାରୋହୀ ଓ ସମସ୍ତେ ମନୋହର ଯୁବା ଲୋକ ଥିଲେ।

Gade chapit la Kopi

ଓଡିଆ ବାଇବେଲ

12 ସେ ଆପଣା ପ୍ରତିବାସୀ ଅଶୂରୀୟ ଦେଶାଧ୍ୟକ୍ଷ ଓ ଶାସନକର୍ତ୍ତୃଗଣ ପ୍ରତି ପ୍ରେମରେ ଆସକ୍ତା ହେଲା, ସେମାନେ ଅତ୍ୟନ୍ତ ସୁନ୍ଦର ବସ୍ତ୍ର ପରିହିତ, ଅଶ୍ୱାରୋହୀ ଓ ସମସ୍ତେ ମନୋହର ଯୁବା ଲୋକ ଥିଲେ।

Gade chapit la Kopi

ପବିତ୍ର ବାଇବଲ

12 ସେ ମଧ୍ୟ ସେହି ଅଶୂରୀୟ ଦେଶାଧ୍ୟକ୍ଷ ଶାସନ କତ୍ତୃର୍ଗଣଙ୍କ ପ୍ରତି ଆସକ୍ତା ହେଲା। ସେମାନେ ନୀଳରଙ୍ଗ ପୋଷାକ ପରିହିତ ସୁନ୍ଦର ଯୁବକ ଓ ଅଶ୍ୱାରୋହୀ ଥିଲେ।

Gade chapit la Kopi




ଯିହିଜିକଲ 23:12
7 Referans Kwoze  

ବାବିଲୀୟମାନଙ୍କୁ ଓ ସମୁଦାୟ କଲ୍‍ଦୀୟ ଲୋକଙ୍କୁ, ପକୋଦ, ଶୋୟା, କୋୟା ଓ ସେମାନଙ୍କ ସଙ୍ଗେ ସମୁଦାୟ ଅଶୂରୀୟ ଲୋକଙ୍କୁ ଆଣିବା; ସେମାନେ ସମସ୍ତେ ମନୋହର ଯୁବା ଲୋକ। ଦେଶାଧ୍ୟକ୍ଷ ଓ ଶାସନକର୍ତ୍ତା, ଅଧିପତିଗଣ ଓ ବିଖ୍ୟାତ ଲୋକ, ସମସ୍ତେ ଅଶ୍ୱାରୋହୀ।


ତୁମ୍ଭେ ଅତୃପ୍ତ ହେବାରୁ ଅଶୂରୀୟମାନଙ୍କ ସହିତ ବ୍ୟଭିଚାର କରିଅଛ; ହଁ, ତୁମ୍ଭେ ସେମାନଙ୍କ ସଙ୍ଗେ ବ୍ୟଭିଚାର କଲେ ହେଁ ତୃପ୍ତା ହୋଇ ନାହଁ।


ଆଉ, ଆମ୍ଭେ ଦେଖିଲୁ, ସେ ଭ୍ରଷ୍ଟା ହେଲା; ସେ ଦୁହେଁ ଏକ ପଥଗାମିନୀ ହେଲେ।


ପୁଣି, ସେ ଆପଣା ପ୍ରେମିକଗଣର ପଛେ ପଛେ ଯିବ, ମାତ୍ର ସେ ସେମାନଙ୍କର ସଙ୍ଗ ଧରିବ ନାହିଁ ଓ ସେ ସେମାନଙ୍କର ଅନ୍ଵେଷଣ କରିବ, ମାତ୍ର ଉଦ୍ଦେଶ୍ୟ ପାଇବ ନାହିଁ; ତହୁଁ ସେ କହିବ, ‘ମୁଁ ଫେରି ଆପଣା ପ୍ରଥମ ସ୍ୱାମୀ ନିକଟକୁ ଯିବି; କାରଣ ବର୍ତ୍ତମାନ ଅପେକ୍ଷା ସେତେବେଳେ ମୋର ମଙ୍ଗଳ ଥିଲା।’


Swiv nou:

Piblisite


Piblisite