Biblia Todo Logo
Bib sou entènèt

- Piblisite -




ଯିହିଜିକଲ 23:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ପୁଣି, ସେମାନେ ମିସରରେ ବ୍ୟଭିଚାର କଲେ; ସେମାନେ ଯୌବନ କାଳରେ ବ୍ୟଭିଚାର କଲେ; ସେହି ସ୍ଥାନରେ ସେମାନଙ୍କର ସ୍ତନ ମର୍ଦ୍ଦିତ ହେଲା, ଆଉ ସେହି ସ୍ଥାନରେ ଲୋକମାନେ ସେମାନଙ୍କର କୌମାର୍ଯ୍ୟକାଳୀନ କୁଚାଗ୍ର ଟିପିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 ପୁଣି, ସେମାନେ ମିସରରେ ବ୍ୟଭିଚାର କଲେ; ସେମାନେ ଯୌବନ କାଳରେ ବ୍ୟଭିଚାର କଲେ; ସେସ୍ଥାନରେ ସେମାନଙ୍କର ସ୍ତନ ମର୍ଦ୍ଦିତ ହେଲା, ଆଉ ସେହି ସ୍ଥାନରେ ଲୋକମାନେ ସେମାନଙ୍କର କୌମାର୍ଯ୍ୟକାଳୀନ କୁଚାଗ୍ର ଟିପିଲେ।

Gade chapit la Kopi

ଓଡିଆ ବାଇବେଲ

3 ପୁଣି, ସେମାନେ ମିସରରେ ବ୍ୟଭିଚାର କଲେ; ସେମାନେ ଯୌବନ କାଳରେ ବ୍ୟଭିଚାର କଲେ; ସେହି ସ୍ଥାନରେ ସେମାନଙ୍କର ସ୍ତନ ମର୍ଦ୍ଦିତ ହେଲା, ଆଉ ସେହି ସ୍ଥାନରେ ଲୋକମାନେ ସେମାନଙ୍କର କୌମାର୍ଯ୍ୟକାଳୀନ କୁଚାଗ୍ର ଚିପିଲେ।

Gade chapit la Kopi

ପବିତ୍ର ବାଇବଲ

3 ସେମାନେ କିଶୋରୀ ସମୟରେ ମିଶରରେ ବ୍ୟଭିଗ୍ଭରିଣୀ ହେଲେ। ସେ ସ୍ଥାନରେ ସେମାନଙ୍କର ସ୍ତନ ମର୍ଦ୍ଦିତ ହେଲା ଓ ଲୋକମାନେ ସେମାନଙ୍କର କୌମାର୍ଯ୍ୟକାଳୀନ କୁଗ୍ଭଗ୍ର ମନ୍ଥନ କଲେ।

Gade chapit la Kopi




ଯିହିଜିକଲ 23:3
17 Referans Kwoze  

ତହିଁରେ ସେମାନେ ଯେଉଁ ଛାଗ ଦେବତାମାନଙ୍କ ସହିତ ବ୍ୟଭିଚାର କରୁଅଛନ୍ତି, ସେମାନଙ୍କ ଉଦ୍ଦେଶ୍ୟରେ ଆଉ ବଳିଦାନ କରିବେ ନାହିଁ। ଏହା ସେମାନଙ୍କର ପୁରୁଷାନୁକ୍ରମେ ପାଳନୀୟ ଅନନ୍ତକାଳୀନ ବିଧି ହେବ।


ପୁଣି, ତୁମ୍ଭେ ଆପଣାର ସକଳ ଘୃଣାଯୋଗ୍ୟ ଓ ବ୍ୟଭିଚାର କ୍ରିୟା କରିବା ବେଳେ ଆପଣା ଯୌବନାବସ୍ଥାର ସମୟ, ଅର୍ଥାତ୍‍, ଯେଉଁ ସମୟରେ ତୁମ୍ଭେ ବିବସନା, ଉଲଙ୍ଗିନୀ ଥିଲ ଓ ନିଜ ରକ୍ତରେ ଛଟପଟ ହେଉଥିଲ, ସେହି ସମୟକୁ ସ୍ମରଣ କରି ନାହଁ।


ଏହେତୁ ଏବେ ସଦାପ୍ରଭୁଙ୍କୁ ଭୟ କର, ପୁଣି ସମ୍ପୂର୍ଣ୍ଣ ରୂପେ ଓ ସତ୍ୟତାରେ ତାହାଙ୍କର ସେବା କର; ଆଉ ତୁମ୍ଭମାନଙ୍କ ପୂର୍ବପୁରୁଷମାନେ ନଦୀ ସେପାରିରେ ଓ ମିସରରେ ଯେଉଁ ଦେବତାମାନଙ୍କର ସେବା କଲେ, ସେମାନଙ୍କୁ ଦୂର କର; ତୁମ୍ଭେମାନେ ସଦାପ୍ରଭୁଙ୍କର ସେବା କର।


ପୁଣି, ସେହି ସ୍ଥାନରୁ ଆମ୍ଭେ ତାହାକୁ ତାହାର ଦ୍ରାକ୍ଷାକ୍ଷେତ୍ର ଓ ଭରସାରୂପ ଦ୍ୱାର ନିମନ୍ତେ ଆଖୋର୍‍ ଉପତ୍ୟକା ଦେବା; ପୁଣି, ସେ ଯେପରି ଆପଣା ଯୌବନ କାଳରେ ଓ ମିସର ଦେଶରୁ ଆସିବା ଦିନରେ ଉତ୍ତର କରିଥିଲା, ସେପରି ସେହି ସ୍ଥାନରେ ଉତ୍ତର କରିବ।


ଏହି ପ୍ରକାରେ ମିସରୀୟମାନେ ଯେଉଁ ସମୟରେ ଯୌବନକାଳୀନ ସ୍ତନ ବୋଲି ତୁମ୍ଭର କୁଚାଗ୍ର ଟିପିଥିଲେ, ତୁମ୍ଭେ ଆପଣା ଯୌବନ କାଳର ସେହି ଲମ୍ପଟାଚରଣ ସ୍ମରଣ କରୁଅଛ।”


ତଥାପି ସେ ଆପଣା ଯୌବନ କାଳରେ ମିସର ଦେଶରେ ଯେଉଁ ବେଶ୍ୟା କର୍ମ କରିଥିଲା, ତାହା ସ୍ମରଣ କରି ଆପଣାର ବେଶ୍ୟା କ୍ରିୟା ବଢ଼ାଇଲା।


ଆଉ, ସେ ମିସର ଦେଶର ସମୟଠାରୁ ଆପଣା ବ୍ୟଭିଚାର ବୃତ୍ତି ତ୍ୟାଗ କରି ନାହିଁ; କାରଣ ତାହାର ଯୌବନାବସ୍ଥାରେ ସେମାନେ ତାହା ସଙ୍ଗେ ଶୟନ କଲେ ଓ ତାହାର କୌମାର୍ଯ୍ୟକାଳୀନ କୁଚାଗ୍ର ଟିପିଲେ; ଆଉ, ତାହା ସହିତ ଅତିଶୟ ବ୍ୟଭିଚାର କଲେ।


ମାତ୍ର ସେମାନେ ଆମ୍ଭର ବିଦ୍ରୋହାଚାରୀ ହେଲେ ଓ ଆମ୍ଭର କଥା ଶୁଣିବାକୁ ଅସମ୍ମତ ହେଲେ; ସେମାନେ ପ୍ରତ୍ୟେକ ଜଣ ଆପଣା ଆପଣା ଦୃଷ୍ଟିର ସମ୍ମୁଖରୁ ଘୃଣାଯୋଗ୍ୟ ବସ୍ତୁସକଳ ଦୂର କଲେ ନାହିଁ, କିଅବା ମିସରୀୟ ପ୍ରତିମାଗଣକୁ ଛାଡ଼ିଲେ ନାହିଁ; ତହିଁରେ ଆମ୍ଭେ ମିସର ଦେଶ ମଧ୍ୟରେ ସେମାନଙ୍କ ପ୍ରତିକୂଳରେ ଆପଣା କ୍ରୋଧ ସାଧିବା ପାଇଁ ସେମାନଙ୍କ ଉପରେ ଆପଣା କୋପ ଢାଳିବା ବୋଲି କହିଲୁ।


କାରଣ ଆମ୍ଭେମାନେ ମିସର ଦେଶରେ ଯେପରି ବାସ କଲୁ, ଆଉ ତୁମ୍ଭେମାନେ ଯେଉଁ ଦେଶୀୟ ଲୋକମାନଙ୍କୁ ପାର ହୋଇ ଆସିଅଛ, ସେମାନଙ୍କ ମଧ୍ୟଦେଇ ଆମ୍ଭେମାନେ ଯେପରି ଆସିଲୁ, ତାହା ତୁମ୍ଭେମାନେ ଜାଣ;


ସେଥିରେ ଯେଉଁ ମହାନଗରୀକୁ ଆତ୍ମିକ ଭାବରେ ସଦୋମ ଓ ମିସର ବୋଲି କୁହାଯାଏ, ଯେଉଁଠାରେ ସେମାନଙ୍କର ପ୍ରଭୁ ମଧ୍ୟ କ୍ରୁଶରେ ହତ ହୋଇଥିଲେ, ସେହି ମହାନଗରୀର ରାଜପଥରେ ସେମାନଙ୍କ ଶବ ପଡ଼ି ରହିବ।


ତାହାର ବ୍ୟଭିଚାରର ଅଖ୍ୟାତିରେ ଦେଶ ଅଶୁଚି ହେଲା ଓ ସେ ପଥର ଓ କାଠ ସଙ୍ଗରେ ବ୍ୟଭିଚାର କଲା।


ସେମାନଙ୍କ ମଧ୍ୟରେ ଜ୍ୟେଷ୍ଠାର ନାମ ଅହଲା (ତାହାର ତମ୍ବୁ) ଓ ତାହାର ଭଗିନୀର ନାମ ଅହଲୀବା (ତାହାର ମଧ୍ୟରେ ଆମ୍ଭର ତମ୍ବୁ); ସେମାନେ ଆମ୍ଭର ହେଲେ ଓ ପୁତ୍ରକନ୍ୟା ପ୍ରସବ କଲେ। ପୁଣି, ନାମାନୁସାରେ ଶମରୀୟା ଅହଲା ଓ ଯିରୂଶାଲମ ଅହଲୀବା ଅଟେ।


ତେବେ ବ୍ୟଭିଚାର କ୍ରିୟାରେ ଜୀର୍ଣ୍ଣା ସ୍ତ୍ରୀ ବିଷୟରେ ଆମ୍ଭେ କହିଲୁ, ଏବେ ସେମାନେ ତାହା ସଙ୍ଗେ ବ୍ୟଭିଚାର କାର୍ଯ୍ୟ କରିବେ ଓ ସେ ସେମାନଙ୍କ ସଙ୍ଗେ କରିବ।


ଯେଉଁ ସମୟରେ ସଦାପ୍ରଭୁ ପ୍ରଥମରେ ହୋଶେୟଙ୍କ ଦ୍ୱାରା କଥା କହିଲେ, ସେହି ସମୟରେ ସଦାପ୍ରଭୁ ହୋଶେୟଙ୍କୁ କହିଲେ, “ତୁମ୍ଭେ ଯାଇ ବ୍ୟଭିଚାରିଣୀ ଏକ ଭାର୍ଯ୍ୟାକୁ ଓ ବ୍ୟଭିଚାରରୁ ଜାତ ସନ୍ତାନଗଣକୁ ଗ୍ରହଣ କର; କାରଣ ଏହି ଦେଶ ସଦାପ୍ରଭୁଙ୍କୁ ପରିତ୍ୟାଗ କରି ମହା ବ୍ୟଭିଚାର କରିଅଛି।”


ମାତ୍ର ତୁମ୍ଭେ ଆପଣା ସୌନ୍ଦର୍ଯ୍ୟରେ ନିର୍ଭର କରି ନିଜ ସୁଖ୍ୟାତି ସକାଶୁ ବ୍ୟଭିଚାରିଣୀ ହେଲ, ପୁଣି, ଯେକେହି ତୁମ୍ଭ ନିକଟ ଦେଇ ଗଲା; ତାହା ଉପରେ ତୁମ୍ଭର ବ୍ୟଭିଚାରରୂପ ଜଳ ଢାଳିଲ; ତାହା ତାହାର ଭୋଗ ହେଲା।


ଆଉ, ଆମ୍ଭେ ସେମାନଙ୍କୁ କହିଲୁ, ତୁମ୍ଭେମାନେ ପ୍ରତ୍ୟେକ ଜଣ ଆପଣା ଆପଣା ଦୃଷ୍ଟିର ସମ୍ମୁଖରୁ ଘୃଣାଯୋଗ୍ୟ ବସ୍ତୁସକଳ ଦୂର କର ଓ ମିସରୀୟ ପ୍ରତିମାଗଣ ଦ୍ୱାରା ଆପଣାମାନଙ୍କୁ ଅଶୁଚି କର ନାହିଁ, ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ।


ତୁମ୍ଭେ ତାହା ନିଗାଡ଼ି ପାନ କରିବ ଓ ତହିଁର ଭଗ୍ନଖଣ୍ଡ ଚୋବାଇ ଆପଣା ସ୍ତନ ବିଦୀର୍ଣ୍ଣ କରିବ; କାରଣ ଆମ୍ଭେ ଏହା କହିଅଛୁ, ଏହା ପ୍ରଭୁ, ସଦାପ୍ରଭୁ କହନ୍ତି;


Swiv nou:

Piblisite


Piblisite