ଯିହିଜିକଲ 23:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ସେମାନଙ୍କ ମଧ୍ୟରେ ଜ୍ୟେଷ୍ଠାର ନାମ ଅହଲା (ତାହାର ତମ୍ବୁ) ଓ ତାହାର ଭଗିନୀର ନାମ ଅହଲୀବା (ତାହାର ମଧ୍ୟରେ ଆମ୍ଭର ତମ୍ବୁ); ସେମାନେ ଆମ୍ଭର ହେଲେ ଓ ପୁତ୍ରକନ୍ୟା ପ୍ରସବ କଲେ। ପୁଣି, ନାମାନୁସାରେ ଶମରୀୟା ଅହଲା ଓ ଯିରୂଶାଲମ ଅହଲୀବା ଅଟେ। Gade chapit laପବିତ୍ର ବାଇବଲ (Re-edited) - (BSI)4 ସେମାନଙ୍କ ମଧ୍ୟରେ ଜ୍ୟେଷ୍ଠାର ନାମ ଅହଲା (ତାହାର ତମ୍ଵୁ) ଓ ତାହାର ଭଗିନୀର ନାମ ଅହଲୀବା (ତାହାର ମଧ୍ୟରେ ଆମ୍ଭର ତମ୍ଵୁ); ସେମାନେ ଆମ୍ଭର ହେଲେ ଓ ପୁତ୍ର କନ୍ୟା ପ୍ରସବ କଲେ। ପୁଣି, ନାମାନୁସାରେ ଶମରୀୟା ଅହଲା ଓ ଯିରୂଶାଲମ ଅହଲୀବା ଅଟେ। Gade chapit laଓଡିଆ ବାଇବେଲ4 ସେମାନଙ୍କ ମଧ୍ୟରେ ଜ୍ୟେଷ୍ଠାର ନାମ ଅହଲା (ତାହାର ତମ୍ବୁ) ଓ ତାହାର ଭଗିନୀର ନାମ ଅହଲୀବା (ତାହାର ମଧ୍ୟରେ ଆମ୍ଭର ତମ୍ବୁ); ସେମାନେ ଆମ୍ଭର ହେଲେ ଓ ପୁତ୍ର କନ୍ୟା ପ୍ରସବ କଲେ। ପୁଣି, ନାମାନୁସାରେ ଶମରୀୟା ଅହଲା ଓ ଯିରୂଶାଲମ ଅହଲୀବା ଅଟେ। Gade chapit laପବିତ୍ର ବାଇବଲ4 ଜ୍ୟେଷ୍ଠାର ନାମ ଅହଲା ଓ ତା'ର ଭଗିନୀର ନାମ ଅହଲୀବା ଥିଲା। ସେମାନେ ମୋର ପତ୍ନୀ ହେଲେ ଓ ପୁତ୍ରକନ୍ୟା ପ୍ରସବ କଲେ। ବଡ଼ ଭଉଣୀ ଅହଲା ଶମରିୟା ଅଟେ ଓ ସାନ ଭଉଣୀ ଅହଲୀବା ଯିରୁଶାଲମ ଅଟେ। Gade chapit la |