ଯିହିଜିକଲ 23:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ଆଉ, ଅହଲା ଆମ୍ଭର ହୋଇଥିବା ସମୟରେ ବ୍ୟଭିଚାର କଲା ଓ ଆପଣାର ପ୍ରତିବାସୀ ଅଶୂରୀୟ ପ୍ରେମିକଗଣଠାରେ ଆସକ୍ତା ହେଲା, Gade chapit laପବିତ୍ର ବାଇବଲ (Re-edited) - (BSI)5 ଆଉ, ଅହଲା ଆମ୍ଭର ହୋଇଥିବା ସମୟରେ ବ୍ୟଭିଚାର କଲା ଓ ଆପଣାର ପ୍ରତିବାସୀ ଅଶୂରୀୟ ପ୍ରେମିକଗଣଠାରେ ଆସକ୍ତା ହେଲା, Gade chapit laଓଡିଆ ବାଇବେଲ5 ଆଉ, ଅହଲା ଆମ୍ଭର ହୋଇଥିବା ସମୟରେ ବ୍ୟଭିଚାର କଲା ଓ ଆପଣାର ପ୍ରତିବାସୀ ଅଶୂରୀୟ ପ୍ରେମିକଗଣଠାରେ ଆସକ୍ତା ହେଲା, Gade chapit laପବିତ୍ର ବାଇବଲ5 “ଆଉ ଅହଲା ଆମ୍ଭ ପ୍ରତି ଅବିଶ୍ୱସ୍ତ ହୋଇ ପ୍ରେମ କଲା। ସେ ଆପଣାର ପ୍ରତିବାସୀ ଅଶୂରୀୟ ପ୍ରେମିକଗଣଠାରେ ଆସକ୍ତା ହେଲା। Gade chapit la |
ଦେଖ, ତୁମ୍ଭେ ଯେଉଁମାନଙ୍କଠାରେ ସନ୍ତୋଷ ପାଇଅଛ, ତୁମ୍ଭର ସେହି ପ୍ରେମିକ ସମସ୍ତଙ୍କୁ, ଆଉ ଯେଉଁମାନଙ୍କୁ ତୁମ୍ଭେ ପ୍ରେମ କରିଅଛ ଓ ଯେଉଁମାନଙ୍କୁ ତୁମ୍ଭେ ଘୃଣା କରିଅଛ, ସେହି ସମସ୍ତଙ୍କୁ ଆମ୍ଭେ ଏକତ୍ର କରିବା; ଆମ୍ଭେ ତୁମ୍ଭ ବିରୁଦ୍ଧରେ ଚତୁର୍ଦ୍ଦିଗରୁ ସେମାନଙ୍କୁ ଏକତ୍ର କରି ସେମାନଙ୍କ ଆଗରେ ତୁମ୍ଭର ଉଲଙ୍ଗତା ଅନାବୃତ କରିବା, ତହିଁରେ ସେମାନେ ତୁମ୍ଭର ସମସ୍ତ ଉଲଙ୍ଗତା ଦେଖିବେ।