Biblia Todo Logo
Bib sou entènèt

- Piblisite -




ଯିହିଜିକଲ 23:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ଆଉ, ସେ ମିସର ଦେଶର ସମୟଠାରୁ ଆପଣା ବ୍ୟଭିଚାର ବୃତ୍ତି ତ୍ୟାଗ କରି ନାହିଁ; କାରଣ ତାହାର ଯୌବନାବସ୍ଥାରେ ସେମାନେ ତାହା ସଙ୍ଗେ ଶୟନ କଲେ ଓ ତାହାର କୌମାର୍ଯ୍ୟକାଳୀନ କୁଚାଗ୍ର ଟିପିଲେ; ଆଉ, ତାହା ସହିତ ଅତିଶୟ ବ୍ୟଭିଚାର କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

8 ଆଉ, ସେ ମିସର ଦେଶର ସମୟଠାରୁ ଆପଣା ବ୍ୟଭିଚାର ବୃତ୍ତି ତ୍ୟାଗ କରି ନାହିଁ; କାରଣ ତାହାର ଯୌବନାବସ୍ଥାରେ ସେମାନେ ତାହା ସଙ୍ଗେ ଶୟନ କଲେ ଓ ତାହାର କୌମାର୍ଯ୍ୟକାଳୀନ କୁଚାଗ୍ର ଟିପିଲେ; ଆଉ, ତାହା ସହିତ ଅତିଶୟ ବ୍ୟଭିଚାର କଲେ।

Gade chapit la Kopi

ଓଡିଆ ବାଇବେଲ

8 ଆଉ, ସେ ମିସର ଦେଶର ସମୟଠାରୁ ଆପଣା ବ୍ୟଭିଚାର ବୃତ୍ତି ତ୍ୟାଗ କରି ନାହିଁ; କାରଣ ତାହାର ଯୌବନାବସ୍ଥାରେ ସେମାନେ ତାହା ସଙ୍ଗେ ଶୟନ କଲେ ଓ ତାହାର କୌମାର୍ଯ୍ୟକାଳୀନ କୁଚାଗ୍ର ଚିପିଲେ; ଆଉ, ତାହା ସହିତ ଅତିଶୟ ବ୍ୟଭିଚାର କଲେ।

Gade chapit la Kopi

ପବିତ୍ର ବାଇବଲ

8 ଆଉ ସେ ମିଶରଠାରୁ ତା'ର ପ୍ରେମ ବୃତ୍ତି ତ୍ୟାଗ କରି ନ ଥିଲା। କାରଣ ଯୌବନ କାଳରୁ ମିଶର ତା’ ସହିତ ପ୍ରେମ କରିଥିଲା। ସେମାନେ ତାହାର କୌମାର୍ଯ୍ୟକାଳୀନ କୁଗ୍ଭଗ୍ର ଟିପିଲେ ଓ ତା’ ସହିତ ଅତିଶୟ ପ୍ରେମ କଲେ।

Gade chapit la Kopi




ଯିହିଜିକଲ 23:8
10 Referans Kwoze  

ତଥାପି ସେ ଆପଣା ଯୌବନ କାଳରେ ମିସର ଦେଶରେ ଯେଉଁ ବେଶ୍ୟା କର୍ମ କରିଥିଲା, ତାହା ସ୍ମରଣ କରି ଆପଣାର ବେଶ୍ୟା କ୍ରିୟା ବଢ଼ାଇଲା।


ପୁଣି, ସେମାନେ ମିସରରେ ବ୍ୟଭିଚାର କଲେ; ସେମାନେ ଯୌବନ କାଳରେ ବ୍ୟଭିଚାର କଲେ; ସେହି ସ୍ଥାନରେ ସେମାନଙ୍କର ସ୍ତନ ମର୍ଦ୍ଦିତ ହେଲା, ଆଉ ସେହି ସ୍ଥାନରେ ଲୋକମାନେ ସେମାନଙ୍କର କୌମାର୍ଯ୍ୟକାଳୀନ କୁଚାଗ୍ର ଟିପିଲେ।


ସେ ସେମାନଙ୍କ ହସ୍ତରୁ ତାହା ନେଇ ଶିଳ୍ପାସ୍ତ୍ରରେ ଛାଞ୍ଚ ପ୍ରସ୍ତୁତ କରି ଏକ ଢଳା ବାଛୁରି ନିର୍ମାଣ କଲେ; ତହୁଁ ଲୋକମାନେ କହିଲେ, “ହେ ଇସ୍ରାଏଲ, ଯେଉଁ ଦେବତା ତୁମ୍ଭଙ୍କୁ ମିସର ଦେଶରୁ ବାହାର କରି ଆଣିଲେ, ସେ ଏହି।”


ପୁଣି ସେମାନେ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ୱରଙ୍କର ସକଳ ଆଜ୍ଞା ତ୍ୟାଗ କଲେ ଓ ଆପଣାମାନଙ୍କ ନିମନ୍ତେ ଛାଞ୍ଚରେ ଢଳା ପ୍ରତିମା, ଅର୍ଥାତ୍‍, ଦୁଇ ଗୋବତ୍ସ ଓ ଆଶେରା ମୂର୍ତ୍ତି ନିର୍ମାଣ କଲେ, ଆଉ ଆକାଶସ୍ଥ ବାହିନୀ ସକଳକୁ ପ୍ରଣାମ କଲେ ଓ ବାଲ୍‍ର ସେବା କଲେ।


ତଥାପି ବେଥେଲ୍‍ ଓ ଦାନ୍‍ରେ ଥିବା ଯେଉଁ ସୁବର୍ଣ୍ଣ ଗୋବତ୍ସ ଦ୍ୱାରା ନବାଟର ପୁତ୍ର ଯାରବୀୟାମ ଇସ୍ରାଏଲକୁ ପାପ କରାଇଥିଲେ, ଯେହୂ ତାଙ୍କର ସେହି ପାପାନୁଗମନ ତ୍ୟାଗ କଲେ ନାହିଁ।


ଏହେତୁ ରାଜା ପରାମର୍ଶ କରି ସୁବର୍ଣ୍ଣର ଦୁଇ ଗୋବତ୍ସ ନିର୍ମାଣ କଲେ; ପୁଣି, ସେ ଲୋକମାନଙ୍କୁ କହିଲେ, “ଯିରୂଶାଲମକୁ ଯିବା ପାଇଁ ତୁମ୍ଭମାନଙ୍କୁ ବହୁତ କଷ୍ଟ ପଡ଼ୁଅଛି; ହେ ଇସ୍ରାଏଲ, ତୁମ୍ଭ ଦେବତାମାନଙ୍କୁ ଦେଖ, ସେମାନେ ତୁମ୍ଭକୁ ମିସର ଦେଶରୁ ବାହାର କରି ଆଣିଲେ।”


ଏହି ପ୍ରକାରେ ମିସରୀୟମାନେ ଯେଉଁ ସମୟରେ ଯୌବନକାଳୀନ ସ୍ତନ ବୋଲି ତୁମ୍ଭର କୁଚାଗ୍ର ଟିପିଥିଲେ, ତୁମ୍ଭେ ଆପଣା ଯୌବନ କାଳର ସେହି ଲମ୍ପଟାଚରଣ ସ୍ମରଣ କରୁଅଛ।”


ସେଥିରେ ଯେଉଁ ମହାନଗରୀକୁ ଆତ୍ମିକ ଭାବରେ ସଦୋମ ଓ ମିସର ବୋଲି କୁହାଯାଏ, ଯେଉଁଠାରେ ସେମାନଙ୍କର ପ୍ରଭୁ ମଧ୍ୟ କ୍ରୁଶରେ ହତ ହୋଇଥିଲେ, ସେହି ମହାନଗରୀର ରାଜପଥରେ ସେମାନଙ୍କ ଶବ ପଡ଼ି ରହିବ।


ଆଉ, ଆମ୍ଭେ ସେମାନଙ୍କୁ କହିଲୁ, ତୁମ୍ଭେମାନେ ପ୍ରତ୍ୟେକ ଜଣ ଆପଣା ଆପଣା ଦୃଷ୍ଟିର ସମ୍ମୁଖରୁ ଘୃଣାଯୋଗ୍ୟ ବସ୍ତୁସକଳ ଦୂର କର ଓ ମିସରୀୟ ପ୍ରତିମାଗଣ ଦ୍ୱାରା ଆପଣାମାନଙ୍କୁ ଅଶୁଚି କର ନାହିଁ, ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ।


ତୁମ୍ଭେ ତାହା ନିଗାଡ଼ି ପାନ କରିବ ଓ ତହିଁର ଭଗ୍ନଖଣ୍ଡ ଚୋବାଇ ଆପଣା ସ୍ତନ ବିଦୀର୍ଣ୍ଣ କରିବ; କାରଣ ଆମ୍ଭେ ଏହା କହିଅଛୁ, ଏହା ପ୍ରଭୁ, ସଦାପ୍ରଭୁ କହନ୍ତି;


Swiv nou:

Piblisite


Piblisite