ଯିହିଜିକଲ 23:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ଏଥିପାଇଁ ଆମ୍ଭେ ତାହାର ପ୍ରେମିକଗଣର ହସ୍ତରେ, ଅର୍ଥାତ୍, ଯେଉଁମାନଙ୍କ ପ୍ରତି ସେ ପ୍ରେମରେ ଆସକ୍ତା ହୋଇଥିଲା, ସେହି ଅଶୂରୀୟମାନଙ୍କ ହସ୍ତରେ ତାହାକୁ ସମର୍ପଣ କଲୁ। Gade chapit laପବିତ୍ର ବାଇବଲ (Re-edited) - (BSI)9 ଏଥିପାଇଁ ଆମ୍ଭେ ତାହାର ପ୍ରେମିକଗଣର ହସ୍ତରେ, ଅର୍ଥାତ୍, ଯେଉଁମାନଙ୍କ ପ୍ରତି ସେ ପ୍ରେମରେ ଆସକ୍ତା ହୋଇଥିଲା, ସେହି ଅଶୂରୀୟମାନଙ୍କ ହସ୍ତରେ ତାହାକୁ ସମର୍ପଣ କଲୁ। Gade chapit laଓଡିଆ ବାଇବେଲ9 ଏଥିପାଇଁ ଆମ୍ଭେ ତାହାର ପ୍ରେମିକଗଣର ହସ୍ତରେ, ଅର୍ଥାତ୍, ଯେଉଁମାନଙ୍କ ପ୍ରତି ସେ ପ୍ରେମରେ ଆସକ୍ତା ହୋଇଥିଲା, ସେହି ଅଶୂରୀୟମାନଙ୍କ ହସ୍ତରେ ତାହାକୁ ସମର୍ପଣ କଲୁ। Gade chapit laପବିତ୍ର ବାଇବଲ9 ତେଣୁ ଆମ୍ଭେ ତାହାର ପ୍ରେମିକଗଣର ହସ୍ତରେ ଅର୍ଥାତ୍ ଯେଉଁମାନଙ୍କ ପ୍ରତି ସେ ପ୍ରେମରେ ଆସକ୍ତା ହୋଇଥିଲା ସେହି ଅଶୂରୀୟମାନଙ୍କ ହସ୍ତରେ ତାହାକୁ ସମର୍ପଣ କଲୁ। Gade chapit la |
ଆଉ, ତୁମ୍ଭେ ଯେତେବେଳେ ଉଚ୍ଛିନ୍ନ ହେବ, ସେତେବେଳେ ତୁମ୍ଭେ କଅଣ କରିବ? ଯଦ୍ୟପି ତୁମ୍ଭେ ରକ୍ତବର୍ଣ୍ଣ ବସ୍ତ୍ର ପରିଧାନ କରୁଅଛ, ଯଦ୍ୟପି ତୁମ୍ଭେ ସୁବର୍ଣ୍ଣ ଅଳଙ୍କାରରେ ଆପଣାକୁ ଭୂଷିତା କରୁଅଛ, ଯଦ୍ୟପି ତୁମ୍ଭେ ଅଞ୍ଜନ ଦ୍ୱାରା ଆପଣା ଚକ୍ଷୁ ପ୍ରସାରୁଅଛ, ତଥାପି ତୁମ୍ଭେ ବ୍ୟର୍ଥରେ ଆପଣାକୁ ସୁନ୍ଦର କରୁଅଛ; ତୁମ୍ଭର ଜାରପୁରୁଷମାନେ ତୁମ୍ଭକୁ ଘୃଣା କରନ୍ତି, ସେମାନେ ତୁମ୍ଭ ପ୍ରାଣନାଶ କରିବାକୁ ଚେଷ୍ଟା କରନ୍ତି।
ଦେଖ, ତୁମ୍ଭେ ଯେଉଁମାନଙ୍କଠାରେ ସନ୍ତୋଷ ପାଇଅଛ, ତୁମ୍ଭର ସେହି ପ୍ରେମିକ ସମସ୍ତଙ୍କୁ, ଆଉ ଯେଉଁମାନଙ୍କୁ ତୁମ୍ଭେ ପ୍ରେମ କରିଅଛ ଓ ଯେଉଁମାନଙ୍କୁ ତୁମ୍ଭେ ଘୃଣା କରିଅଛ, ସେହି ସମସ୍ତଙ୍କୁ ଆମ୍ଭେ ଏକତ୍ର କରିବା; ଆମ୍ଭେ ତୁମ୍ଭ ବିରୁଦ୍ଧରେ ଚତୁର୍ଦ୍ଦିଗରୁ ସେମାନଙ୍କୁ ଏକତ୍ର କରି ସେମାନଙ୍କ ଆଗରେ ତୁମ୍ଭର ଉଲଙ୍ଗତା ଅନାବୃତ କରିବା, ତହିଁରେ ସେମାନେ ତୁମ୍ଭର ସମସ୍ତ ଉଲଙ୍ଗତା ଦେଖିବେ।