Biblia Todo Logo
Bib sou entènèt

- Piblisite -




ଯିହିଜିକଲ 24:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ମାଂସଖଣ୍ଡସବୁ, ଉତ୍ତମ ଉତ୍ତମ ଖଣ୍ଡସବୁ, ଊରୁ ଓ ସ୍କନ୍ଧ, ତହିଁ ଭିତରେ ଏକତ୍ର କର; ଭଲ ଭଲ ଅସ୍ଥିରେ ତାହା ପୂର୍ଣ୍ଣ କର।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 ମାଂସଖଣ୍ତସବୁ, ଉତ୍ତମ ଉତ୍ତମ ଖଣ୍ତସବୁ, ଉରୁ ଓ ସ୍କନ୍ଧ, ତହିଁ ଭିତରେ ଏକତ୍ର କର; ଭଲ ଭଲ ଅସ୍ଥିରେ ତାହା ପୂର୍ଣ୍ଣ କର।

Gade chapit la Kopi

ଓଡିଆ ବାଇବେଲ

4 ମାଂସଖଣ୍ଡସବୁ, ଉତ୍ତମ ଉତ୍ତମ ଖଣ୍ଡସବୁ, ଊରୁ ଓ ସ୍କନ୍ଧ, ତହିଁ ଭିତରେ ଏକତ୍ର କର; ଭଲ ଭଲ ଅସ୍ଥିରେ ତାହା ପୂର୍ଣ୍ଣ କର।

Gade chapit la Kopi

ପବିତ୍ର ବାଇବଲ

4 ଉତ୍ତମ ମାଂସ ଖଣ୍ଡ ସବୁ ଯଥା: ଉରୁ ଓ ସ୍କନ୍ଧ ତହିଁ ମଧ୍ୟରେ ରଖ ଓ ଭଲ ଅସ୍ଥିରେ ତାହା ପୂର୍ଣ୍ଣ କର।

Gade chapit la Kopi




ଯିହିଜିକଲ 24:4
4 Referans Kwoze  

କାରଣ ଯେଉଁ ବିଚାରରେ ବିଚାର କର, ସେହି ବିଚାରରେ ତୁମ୍ଭେମାନେ ବିଚାରିତ ହେବ; ପୁଣି, ଯେଉଁ ମାପରେ ମାପ କର, ସେହି ମାପରେ ତୁମ୍ଭମାନଙ୍କୁ ମପାଯିବ।


ତହିଁରେ ପାଚକ ଚଟୁଆ ଓ ତହିଁ ଉପରେ ଯାହା ଥିଲା, ତାହା ଆଣି ଶାଉଲଙ୍କ ଆଗରେ ଥୋଇଲା। ତହୁଁ ଶାମୁୟେଲ କହିଲେ, “ଦେଖ! ଏହା ରଖାଯାଇଥିଲା, ଆପଣା ଆଗରେ ରଖି ଭୋଜନ କର; ଯେହେତୁ ନିରୂପିତ ସମୟ ଅପେକ୍ଷାରେ ଏହା ତୁମ୍ଭ ପାଇଁ ରଖାଯାଇଅଛି, କାରଣ ମୁଁ ଲୋକମାନଙ୍କୁ ନିମନ୍ତ୍ରଣ କରିଅଛି ବୋଲି କହିଥିଲି।” ତହିଁରେ ସେହି ଦିନ ଶାଉଲ ଶାମୁୟେଲଙ୍କ ସଙ୍ଗେ ଭୋଜନ କଲେ।


Swiv nou:

Piblisite


Piblisite