ଯିହିଜିକଲ 24:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 କାରଣ ତାହାର ରକ୍ତ ତାହା ମଧ୍ୟରେ ଅଛି; ସେ ଶୁଷ୍କ ଶୈଳ ଉପରେ ତାହା ରଖିଲା; ସେ ଧୂଳିରେ ତାହା ଆଚ୍ଛାଦିତ କରିବା ପାଇଁ ଭୂମିରେ ତାହା ଢାଳିଲା ନାହିଁ; Gade chapit laପବିତ୍ର ବାଇବଲ (Re-edited) - (BSI)7 କାରଣ ତାହାର ରକ୍ତ ତାହା ମଧ୍ୟରେ ଅଛି; ସେ ଶୁଷ୍କ ଶୈଳ ଉପରେ ତାହା ରଖିଲା; ସେ ଧୂଳିରେ ତାହା ଆଚ୍ଛାଦିତ କରିବା ପାଇଁ ଭୂମିରେ ତାହା ଢାଳିଲା ନାହିଁ; Gade chapit laଓଡିଆ ବାଇବେଲ7 କାରଣ ତାହାର ରକ୍ତ ତାହା ମଧ୍ୟରେ ଅଛି; ସେ ଶୁଷ୍କ ଶୈଳ ଉପରେ ତାହା ରଖିଲା; ସେ ଧୂଳିରେ ତାହା ଆଚ୍ଛାଦିତ କରିବା ପାଇଁ ଭୂମିରେ ତାହା ଢାଳିଲା ନାହିଁ; Gade chapit laପବିତ୍ର ବାଇବଲ7 କାରଣ ସେହି ରକ୍ତ ପାତ୍ର ମଧ୍ୟରେ ଅଛି। ଯିରୁଶାଲମ ଏହାକୁ ପଥର ଚଟାଣ ଉପରେ ଢାଳିଲା, ସେ ଧୂଳି ଭୂମିରେ ନୁହେଁ, ଯେଉଁଠାରେ ଧୂଳି ଆଚ୍ଛାଦିତ ହେବ। Gade chapit la |