Biblia Todo Logo
Bib sou entènèt

- Piblisite -




ଯିହିଜିକଲ 26:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ସେ ଆପଣା ଅଶ୍ୱଗଣର ଖୁରାରେ ତୁମ୍ଭର ସଡ଼କସବୁ ଦଳି ପକାଇବ; ସେ ତୁମ୍ଭ ଲୋକମାନଙ୍କୁ ଖଡ୍ଗରେ ବଧ କରିବ ଓ ତୁମ୍ଭର ପରାକ୍ରମସୂଚକ ସ୍ତମ୍ଭସକଳ ଭୂମିସାତ୍‍ କରିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

11 ସେ ଆପଣା ଅଶ୍ଵଗଣର ଖୁରାରେ ତୁମ୍ଭର ସଡ଼କସବୁ ଦଳି ପକାଇବ; ସେ ତୁମ୍ଭ ଲୋକମାନଙ୍କୁ ଖଡ଼୍‍ଗରେ ବଧ କରିବ ଓ ତୁମ୍ଭର ପରାକ୍ରମସୂଚକ ସ୍ତମ୍ଭସକଳ ଭୂମିସାତ୍ କରିବ।

Gade chapit la Kopi

ଓଡିଆ ବାଇବେଲ

11 ସେ ଆପଣା ଅଶ୍ୱଗଣର ଖୁରାରେ ତୁମ୍ଭର ସଡ଼କସବୁ ଦଳି ପକାଇବ; ସେ ତୁମ୍ଭ ଲୋକମାନଙ୍କୁ ଖଡ୍ଗରେ ବଧ କରିବ ଓ ତୁମ୍ଭର ପରାକ୍ରମସୂଚକ ସ୍ତମ୍ଭସକଳ ଭୂମିସାତ୍‍ କରିବ।

Gade chapit la Kopi

ପବିତ୍ର ବାଇବଲ

11 ବାବିଲର ରାଜାଙ୍କର ଅଶ୍ୱମାନେ ତୁମ୍ଭର ସମସ୍ତ ପଥଗୁଡ଼ିକ ପାଦରେ ଦଳି ଦେବେ। ସେମାନଙ୍କର ଖୁରାଗୁଡ଼ିକ ସେମାନଙ୍କ ଉପରେ ଆଘାତ କରି ଆସିବ। ସେ ତୁମ୍ଭ ଲୋକମାନଙ୍କୁ ତାଙ୍କ ‌‌ଖ‌ଡ଼୍‌ଗରେ ହତ୍ୟା କରିବେ ଓ ତୁମ୍ଭର ଶକ୍ତିଶାଳୀ ସ୍ତମ୍ଭଗୁଡ଼ିକୁ ଧୂଳିସାତ୍ ହେବ।

Gade chapit la Kopi




ଯିହିଜିକଲ 26:11
5 Referans Kwoze  

ପୁଣି, ସେ ଊର୍ଦ୍ଧ୍ୱସ୍ଥାନ ନିବାସୀମାନଙ୍କୁ, ଉନ୍ନତ ନଗରକୁ ଅବନତ କରିଅଛନ୍ତି; ସେ ତାହା ଅବନତ କରି ଭୂମିସାତ୍‍ କରନ୍ତି; ସେ ତାହାକୁ ଧୂଳିରେ ମିଶାଇ ଦିଅନ୍ତି।


ସେମାନଙ୍କର ତୀର ତୀକ୍ଷ୍ଣ ଓ ସେମାନଙ୍କର ଧନୁସବୁ ଗୁଣଦିଆ; ସେମାନଙ୍କ ଅଶ୍ୱଗଣର ଖୁରା ଚକ୍‍ମକି ପଥର ପରି ଓ ସେମାନଙ୍କ ରଥର ଚକ୍ର ଘୂର୍ଣ୍ଣିବାୟୁ ପରି;


ଆହୁରି, ସେମାନଙ୍କର ଅଶ୍ୱଗଣ ଚିତାବାଘଠାରୁ ବେଗଗାମୀ ଓ ସନ୍ଧ୍ୟାକାଳରେ କେନ୍ଦୁଆଗଣଠାରୁ ଦୂରନ୍ତ; ଆଉ, ସେମାନଙ୍କର ଅଶ୍ୱାରୋହୀମାନେ ଆପଣାମାନଙ୍କୁ ବ୍ୟାପ୍ତ କରୁଅଛନ୍ତି; ହଁ, ସେମାନଙ୍କର ଅଶ୍ୱାରୋହୀଗଣ ଦୂରରୁ ଆସୁଅଛନ୍ତି; ଗ୍ରାସ କରିବା ପାଇଁ ଦ୍ରୁତଗାମୀ ଉତ୍କ୍ରୋଶ ପକ୍ଷୀ ପରି ସେମାନେ ଉଡ଼ୁ ଅଛନ୍ତି।


ତୁମ୍ଭେମାନେ ଦେଶରେ ଧ୍ୱଜା ସ୍ଥାପନ କର, ଗୋଷ୍ଠୀୟମାନଙ୍କ ମଧ୍ୟରେ ତୂରୀ ବଜାଅ, ଗୋଷ୍ଠୀୟମାନଙ୍କୁ ତାହା ବିରୁଦ୍ଧରେ ପ୍ରସ୍ତୁତ କର, ଆରାରାଟ୍‍, ମିନ୍ନି ଓ ଅସ୍କିନସ୍‍, ଏହିସବୁ ରାଜ୍ୟକୁ ତାହାର ବିରୁଦ୍ଧରେ ଏକତ୍ର ଡାକ, ତାହାର ବିରୁଦ୍ଧରେ ସେନାପତି ବର୍ଗଙ୍କୁ ନିଯୁକ୍ତ କର ଓ କର୍କଶ ପତଙ୍ଗ ପରି ଅଶ୍ୱଗଣକୁ ପଠାଅ।


ଆହୁରି, ସେ ମିସର ଦେଶସ୍ଥ ବେଥ୍-ଶେମଶର ସ୍ତମ୍ଭସକଳ ଭାଙ୍ଗି ପକାଇବ ଓ ମିସର ଦେଶସ୍ଥ ଦେବାଳୟସବୁ ସେ ଅଗ୍ନିରେ ଦଗ୍ଧ କରିବ।’”


Swiv nou:

Piblisite


Piblisite