ଯିହିଜିକଲ 26:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ପୁଣି, ସେମାନେ ତୁମ୍ଭ ସମ୍ପତ୍ତିସବୁ ଲୁଟି ନେବେ ଓ ତୁମ୍ଭର ବାଣିଜ୍ୟ ଦ୍ରବ୍ୟ ହରଣ କରିବେ; ଆଉ, ସେମାନେ ତୁମ୍ଭର ପ୍ରାଚୀର ଭାଙ୍ଗି ପକାଇବେ ଓ ତୁମ୍ଭର ମନୋରମ ଗୃହସବୁ ଧ୍ୱଂସ କରିବେ; ଆଉ, ସେମାନେ ତୁମ୍ଭର ପ୍ରସ୍ତର, କାଷ୍ଠ ଓ ଧୂଳିସବୁ ଜଳରେ ନିକ୍ଷେପ କରିବେ। Gade chapit laପବିତ୍ର ବାଇବଲ (Re-edited) - (BSI)12 ପୁଣି, ସେମାନେ ତୁମ୍ଭ ସମ୍ପତ୍ତିସବୁ ଲୁଟି ନେବେ ଓ ତୁମ୍ଭର ବାଣିଜ୍ୟ ଦ୍ରବ୍ୟ ହରଣ କରିବେ; ଆଉ, ସେମାନେ ତୁମ୍ଭର ପ୍ରାଚୀର ଭାଙ୍ଗି ପକାଇବେ ଓ ତୁମ୍ଭର ମନୋରମ ଗୃହସବୁ ଧ୍ଵଂସ କରିବେ; ଆଉ, ସେମାନେ ତୁମ୍ଭର ପ୍ରସ୍ତର, କାଷ୍ଠ ଓ ଧୂଳିସବୁ ଜଳରେ ନିକ୍ଷେପ କରିବେ। Gade chapit laଓଡିଆ ବାଇବେଲ12 ପୁଣି, ସେମାନେ ତୁମ୍ଭ ସମ୍ପତ୍ତିସବୁ ଲୁଟି ନେବେ ଓ ତୁମ୍ଭର ବାଣିଜ୍ୟ ଦ୍ରବ୍ୟ ହରଣ କରିବେ; ଆଉ, ସେମାନେ ତୁମ୍ଭର ପ୍ରାଚୀର ଭାଙ୍ଗି ପକାଇବେ ଓ ତୁମ୍ଭର ମନୋରମ ଗୃହସବୁ ଧ୍ୱଂସ କରିବେ; ଆଉ, ସେମାନେ ତୁମ୍ଭର ପ୍ରସ୍ତର, କାଷ୍ଠ ଓ ଧୂଳିସବୁ ଜଳରେ ନିକ୍ଷେପ କରିବେ। Gade chapit laପବିତ୍ର ବାଇବଲ12 ପୁଣି ସେମାନେ ତୁମ୍ଭର ସମ୍ପଦସବୁ ଲୁଟି ନେବେ ଓ ତୁମ୍ଭର ବାଣିଜ୍ୟ ଦ୍ରବ୍ୟ ହରଣ କରିବେ। ଆଉ ମଧ୍ୟ ସେମାନେ ତୁମ୍ଭର ପ୍ରାଚୀର ଭାଙ୍ଗି ପକାଇବେ ଓ ତୁମ୍ଭର ରମଣୀୟ ଗୃହଗୁଡ଼ିକୁ ଧ୍ୱଂସ କରିବେ। ପୁଣି ସେମାନେ ତୁମ୍ଭର ପ୍ରସ୍ତର କାଷ୍ଠ ଓ ଧୂଳିସବୁ ନେଇ ସମୁଦ୍ର ଜଳରେ ନିକ୍ଷେପ କରିବେ। Gade chapit la |