Biblia Todo Logo
Bib sou entènèt

- Piblisite -




ଯିହିଜିକଲ 26:15 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ପ୍ରଭୁ, ସଦାପ୍ରଭୁ ସୋରକୁ ଏହି କଥା କହନ୍ତି; ଯେତେବେଳେ ତୁମ୍ଭ ମଧ୍ୟରେ ଆହତ ଲୋକମାନେ କାତରୋକ୍ତି କରିବେ ଓ ସଂହାର ହେବ, ତୁମ୍ଭର ସେହି ପତନ ସମୟର ଶବ୍ଦରେ କିମ୍ବା ଦ୍ୱୀପସମୂହ କମ୍ପିବେ ନାହିଁ?

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

15 ପ୍ରଭୁ ସଦାପ୍ରଭୁ ସୋରକୁ ଏହି କଥା କହନ୍ତି; ଯେତେବେଳେ ତୁମ୍ଭ ମଧ୍ୟରେ ଆହତ ଲୋକମାନେ କାତରୋକ୍ତି କରିବେ ଓ ସଂହାର ହେବ, ତୁମ୍ଭର ସେହି ପତନ ସମୟର ଶଦ୍ଦରେ କି ଦ୍ଵୀପସମୂହ କମ୍ପିବେ ନାହିଁ?

Gade chapit la Kopi

ଓଡିଆ ବାଇବେଲ

15 ପ୍ରଭୁ, ସଦାପ୍ରଭୁ ସୋରକୁ ଏହି କଥା କହନ୍ତି; “ଯେତେବେଳେ ତୁମ୍ଭ ମଧ୍ୟରେ ଆହତ ଲୋକମାନେ କାତରୋକ୍ତି କରିବେ ଓ ସଂହାର ହେବ, ତୁମ୍ଭର ସେହି ପତନ ସମୟର ଶବ୍ଦରେ କିମ୍ବା ଦ୍ୱୀପସମୂହ କମ୍ପିବେ ନାହିଁ ?

Gade chapit la Kopi

ପବିତ୍ର ବାଇବଲ

15 ମୋର ପ୍ରଭୁ, ସଦାପ୍ରଭୁ ସୋରରୁ ଏହି କଥା କହନ୍ତି, “ତୁମ୍ଭର ପତନର ଶବ୍ଦରେ ଭୂମଧ୍ୟସାଗରସ୍ଥ ଦ୍ୱୀପସମୂହ କମ୍ପିତ ହେବ। ଏହା ଘଟିବ ଯେତେବେଳେ ଆହତ ଲୋକମାନେ ଭୟରେ ବିଳାପ କରିବେ ଓ ସେମାନଙ୍କୁ ସଂହାର କରାଯିବ।

Gade chapit la Kopi




ଯିହିଜିକଲ 26:15
11 Referans Kwoze  

ଦ୍ୱୀପସମୂହର ନିବାସୀ ସମସ୍ତେ ତୁମ୍ଭ ବିଷୟରେ ବିସ୍ମିତ ହୋଇଅଛନ୍ତି ଓ ସେମାନଙ୍କର ରାଜାଗଣ ଅତ୍ୟନ୍ତ ଭୀତ ହୋଇଅଛନ୍ତି ଓ ସେମାନଙ୍କର ବଦନ ବିଷଣ୍ଣ ହୋଇଅଛି।


ସେମାନଙ୍କର ପତନ ଶବ୍ଦରେ ପୃଥିବୀ କମ୍ପୁଅଛି, ସୂଫ ସାଗର ପର୍ଯ୍ୟନ୍ତ କ୍ରନ୍ଦନର ଶବ୍ଦ ଶୁଣା ଯାଉଅଛି।


ଆମ୍ଭେ ତାହାକୁ ଗର୍ତ୍ତ ଅବରୋହଣକାରୀମାନଙ୍କ ସହିତ ପାତାଳକୁ ପକାଇଦେବା ବେଳେ, ତାହାର ପତନ ଶବ୍ଦରେ ଗୋଷ୍ଠୀୟମାନଙ୍କୁ କମ୍ପିତ କରାଇଲୁ; ପୁଣି, ଏଦନର, ଅର୍ଥାତ୍‍, ଲିବାନୋନର ମନୋନୀତ ଓ ସର୍ବୋତ୍ତମ ଜଳପାୟୀ ବୃକ୍ଷସକଳ ଅଧୋଭୁବନରେ ସାନ୍ତ୍ୱନା ପାଇଲେ।


ଏବେ ତୁମ୍ଭର ପତନ ଦିନରେ ଦ୍ୱୀପସମୂହ କମ୍ପମାନ ହେବେ; ହଁ, ତୁମ୍ଭ ପ୍ରସ୍ଥାନରେ ସମୁଦ୍ରବର୍ତ୍ତୀ ଦ୍ୱୀପସବୁ ବିହ୍ୱଳ ହେବେ।’


ହଁ, ଆମ୍ଭେ ଅନେକ ଗୋଷ୍ଠୀକୁ ତୁମ୍ଭର ବିଷୟରେ ଚମତ୍କୃତ କରାଇବା, ଆଉ ସେମାନଙ୍କ ରାଜାଗଣର ସାକ୍ଷାତରେ ଆମ୍ଭେ ଆପଣା ଖଡ୍ଗ ଚଳାଇବା ବେଳେ ସେମାନେ ଅତିଶୟ ଭୀତ ହେବେ; ଆଉ, ତୁମ୍ଭର ପତନ ଦିନ ସେମାନେ ପ୍ରତ୍ୟେକେ ଆପଣା ଆପଣା ପ୍ରାଣ ବିଷୟରେ ଭୟରେ କମ୍ପିତ ହେବେ।


ତୁମ୍ଭ କର୍ଣ୍ଣଧାରଗଣର କ୍ରନ୍ଦନ ଶବ୍ଦରେ ଉପନଗରସମୂହ କମ୍ପିତ ହେବେ।


ଆଉ, ଯେତେବେଳେ ସଦାପ୍ରଭୁ ପୃଥିବୀକୁ ଅତିଶୟ କମ୍ପିତ କରିବାକୁ ଉଠିବେ, ସେତେବେଳେ ଲୋକମାନେ ତାହାଙ୍କ ଭୟାନକତ୍ତ୍ୱ ଓ ମହିମାର ତେଜରୁ ଶୈଳର ଗୁମ୍ଫା ଓ ପୃଥିବୀର ଗର୍ତ୍ତରେ ପ୍ରବେଶ କରିବେ।


ଦ୍ୱୀପଗଣ ଦେଖି ଭୀତ ହେଲେ; ପୃଥିବୀର ପ୍ରାନ୍ତସକଳ କମ୍ପିତ ହେଲେ; ସେମାନେ ନିକଟବର୍ତ୍ତୀ ହୋଇ ଆସିଲେ।


ତାହାର ଅଶ୍ୱଗଣର ବାହୁଲ୍ୟ ସକାଶୁ ସେମାନଙ୍କର ଧୂଳି ତୁମ୍ଭକୁ ଆଚ୍ଛାଦନ କରିବ; ଲୋକେ ଭଗ୍ନ ପ୍ରାଚୀର ବିଶିଷ୍ଟ ନଗରରେ ପ୍ରବେଶ କଲା ପରି, ଯେତେବେଳେ ସେ ତୁମ୍ଭ ନଗର-ଦ୍ୱାରରେ ପ୍ରବେଶ କରିବ, ସେତେବେଳେ ଅଶ୍ୱାରୋହୀଗଣର, ଶଗଡ଼ ଓ ରଥସମୂହର ଶବ୍ଦରେ ତୁମ୍ଭର ପ୍ରାଚୀରସବୁ କମ୍ପି ଉଠିବ।


ଆମ୍ଭେ ତୁମ୍ଭକୁ ଭୟଙ୍କରୀ କରିବା, ତୁମ୍ଭେ ଆଉ ନ ଥିବ; ଯଦ୍ୟପି ତୁମ୍ଭର ଅନ୍ଵେଷଣ କରାଯିବ, ତଥାପି ତୁମ୍ଭର ଉଦ୍ଦେଶ୍ୟ ଆଉ କେବେ ମିଳିବ ନାହିଁ, ଏହା ପ୍ରଭୁ, ସଦାପ୍ରଭୁ କହନ୍ତି।”


Swiv nou:

Piblisite


Piblisite