ଯିହିଜିକଲ 26:16 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ସେତେବେଳେ ସମୁଦ୍ରର ଅଧିପତିସକଳ ଆପଣା ଆପଣା ସିଂହାସନରୁ ଓହ୍ଲାଇବେ ଓ ଆପଣା ଆପଣା ଚୋଗା ତ୍ୟାଗ କରି ଶିଳ୍ପକର୍ମର ବସ୍ତ୍ର ଫିଟାଇ ପକାଇବେ; ସେମାନେ ତ୍ରାସରୂପ ବସ୍ତ୍ର ପରିଧାନ କରିବେ; ସେମାନେ ଭୂମିରେ ବସିବେ ଓ ଅନୁକ୍ଷଣ ତ୍ରାସଯୁକ୍ତ ହେବେ ଓ ତୁମ୍ଭ ବିଷୟରେ ବିସ୍ମିତ ହେବେ। Gade chapit laପବିତ୍ର ବାଇବଲ (Re-edited) - (BSI)16 ସେତେବେଳେ ସମୁଦ୍ରର ଅଧିପତିସକଳ ଆପଣା ଆପଣା ସିଂହାସନରୁ ଓହ୍ଲାଇବେ ଓ ଆପଣା ଆପଣା ଚୋଗା ତ୍ୟାଗ କରି ଶିଳ୍ପକର୍ମର ବସ୍ତ୍ର ଫିଟାଇ ପକାଇବେ; ସେମାନେ ତ୍ରାସରୂପ ବସ୍ତ୍ର ପରିଧାନ କରିବେ; ସେମାନେ ଭୂମିରେ ବସିବେ ଓ ଅନୁକ୍ଷଣ ତ୍ରାସଯୁକ୍ତ ହେବେ ଓ ତୁମ୍ଭ ବିଷୟରେ ବିସ୍ମିତ ହେବେ। Gade chapit laଓଡିଆ ବାଇବେଲ16 ସେତେବେଳେ ସମୁଦ୍ରର ଅଧିପତିସକଳ ଆପଣା ଆପଣା ସିଂହାସନରୁ ଓହ୍ଲାଇବେ ଓ ଆପଣା ଆପଣା ଚୋଗା ତ୍ୟାଗ କରି ଶିଳ୍ପକର୍ମର ବସ୍ତ୍ର ଫିଟାଇ ପକାଇବେ; ସେମାନେ ତ୍ରାସରୂପ ବସ୍ତ୍ର ପରିଧାନ କରିବେ; ସେମାନେ ଭୂମିରେ ବସିବେ ଓ ଅନୁକ୍ଷଣ ତ୍ରାସଯୁକ୍ତ ହେବେ ଓ ତୁମ୍ଭ ବିଷୟରେ ବିସ୍ମିତ ହେବେ। Gade chapit laପବିତ୍ର ବାଇବଲ16 ସେହି ସମୟରେ ଉପକୂଳବର୍ତ୍ତୀ ରାଜ୍ୟଗୁଡ଼ିକର ମୁଖ୍ୟମାନେ ସେମାନଙ୍କର ସିଂହାସନରୁ ଓହ୍ଲାଇ ଆସିବେ। ନିଜ ନିଜ ଗ୍ଭେଗା ତ୍ୟାଗ କରି ଶିଳ୍ପ କର୍ମର ସୁନ୍ଦର ବସ୍ତ୍ର ସେମାନେ ଫିଟାଇ ପକାଇବେ। ଆଉ ସେମାନେ ‘ଭୀତିମୂଳକ ବସ୍ତ୍ର’ ପରିଧାନ କରିବେ ଓ ଭୂମିରେ ବସିବେ। ଏବଂ ସେମାନେ ଭୟଭୀତ ହେବେ ଓ ତୁମ୍ଭ ବିଷୟରେ ବିସ୍ମିତ ହେବେ। Gade chapit la |