Biblia Todo Logo
Bib sou entènèt

- Piblisite -




ଯିହିଜିକଲ 26:19 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

19 କାରଣ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ଯେଉଁ ସମୟରେ ଆମ୍ଭେ ତୁମ୍ଭକୁ ନିବାସୀବିହୀନ ନଗରସମୂହର ତୁଲ୍ୟ ଉଚ୍ଛିନ୍ନ-ନଗର କରିବା; ଯେଉଁ ସମୟରେ ଆମ୍ଭେ ଗଭୀର ସାଗରକୁ ତୁମ୍ଭ ଉପରକୁ ଆଣିବା ଓ ମହାଜଳରାଶି ତୁମ୍ଭକୁ ଆଚ୍ଛାଦନ କରିବ:

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

19 କାରଣ ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି, ଯେଉଁ ସମୟରେ ଆମ୍ଭେ ତୁମ୍ଭକୁ ନିବାସୀବିହୀନ ନଗରସମୂହର ତୁଲ୍ୟ ଉଚ୍ଛିନ୍ନ-ନଗର କରିବା; ଯେଉଁ ସମୟରେ ଆମ୍ଭେ ଗଭୀର ସାଗରକୁ ତୁମ୍ଭ ଉପରକୁ ଆଣିବା ଓ ମହାଜଳରାଶି ତୁମ୍ଭକୁ ଆଚ୍ଛାଦନ କରିବ :

Gade chapit la Kopi

ଓଡିଆ ବାଇବେଲ

19 କାରଣ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ଯେଉଁ ସମୟରେ ଆମ୍ଭେ ତୁମ୍ଭକୁ ନିବାସୀବିହୀନ ନଗରସମୂହର ତୁଲ୍ୟ ଉଚ୍ଛିନ୍ନ-ନଗର କରିବା; ଯେଉଁ ସମୟରେ ଆମ୍ଭେ ଗଭୀର ସାଗରକୁ ତୁମ୍ଭ ଉପରକୁ ଆଣିବା ଓ ମହାଜଳରାଶି ତୁମ୍ଭକୁ ଆଚ୍ଛାଦନ କରିବ :

Gade chapit la Kopi

ପବିତ୍ର ବାଇବଲ

19 କାରଣ ସଦାପ୍ରଭୁ, ମୋର ପ୍ରଭୁ ଏ କଥା କହନ୍ତି, “ହେ ସୋର, ତୁମ୍ଭେ ନିବାସହୀନ ଧ୍ୱସ୍ତ ନଗର ହେବ। ଆମ୍ଭେ ସମୁଦ୍ର ଜଳରାଶି ତୁମ୍ଭ ଉପରେ ପ୍ରବାହିତ କରାଇବା ଓ ଗଭୀର ଜଳରାଶି ତୁମ୍ଭକୁ ଆଚ୍ଛାଦନ କରିବ।

Gade chapit la Kopi




ଯିହିଜିକଲ 26:19
7 Referans Kwoze  

ଏଥିପାଇଁ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ହେ ସୋର, ଦେଖ, ଆମ୍ଭେ ତୁମ୍ଭର ପ୍ରତିକୂଳ ଅଟୁ ଓ ସମୁଦ୍ର ଯେପରି ତରଙ୍ଗ ଉଠାଏ, ସେହିପରି ଆମ୍ଭେ ତୁମ୍ଭ ବିରୁଦ୍ଧରେ ଅନେକ ଗୋଷ୍ଠୀଙ୍କୁ ଉଠାଇବା।


ଆଉ ସେ ମୋତେ କହିଲେ, ଯେଉଁ ଜଳରାଶି ନିକଟରେ ତୁମ୍ଭେ ବେଶ୍ୟାକୁ ଉପବିଷ୍ଟା ଥିବାର ଦେଖିଲ, ସେହି ଜଳରାଶି ବିଭିନ୍ନ ଗୋଷ୍ଠୀ, ଜନତା, ଜାତି ଓ ଭାଷାବାଦୀ ଲୋକଙ୍କୁ ବୁଝାଏ।


ଆଉ, ଅନ୍ତିମ କାଳରେ ଦକ୍ଷିଣ ଦେଶର ରାଜା ତାହା ସଙ୍ଗେ ବିରୋଧ କରିବ ଓ ଉତ୍ତର ଦେଶର ରାଜା ରଥ, ଅଶ୍ୱାରୋହୀଗଣ ଓ ଅନେକ ଜାହାଜ ନେଇ ତାହା ବିରୁଦ୍ଧରେ ଘୂର୍ଣ୍ଣିବାୟୁ ତୁଲ୍ୟ ଆସିବ ଓ ସେ ନାନା ଦେଶ ମଧ୍ୟରେ ପ୍ରବେଶ କରି ବଢ଼ି ତୁଲ୍ୟ ପ୍ଲାବନ କରି ବହିଯିବ।


ପୁଣି, ତିନି କୋଡ଼ି ଦୁଇ ସପ୍ତାହ ଉତ୍ତାରେ ଅଭିଷିକ୍ତ ବ୍ୟକ୍ତି ଉଚ୍ଛିନ୍ନ ହେବେ ଓ ସେ ଅକିଞ୍ଚନା ହେବେ; ଆଉ, ଆଗାମୀ ଅଧିପତିର ଲୋକମାନେ ନଗର ଓ ଧର୍ମଧାମ ନଷ୍ଟ କରିବେ ଓ ପ୍ଲାବନ ଦ୍ୱାରା ତାହାର ଶେଷ ହେବ, ପୁଣି ଶେଷ ପର୍ଯ୍ୟନ୍ତ ହିଁ ଯୁଦ୍ଧ ହେବ; ନାନା ଉଚ୍ଛିନ୍ନତା ନିରୂପିତ ହୋଇଅଛି।


ତୁମ୍ଭର ନାବିକମାନେ ତୁମ୍ଭକୁ ଗଭୀର ଜଳ ମଧ୍ୟକୁ ଆଣିଅଛନ୍ତି; ପୂର୍ବୀୟ ବାୟୁ ସମୁଦ୍ରମାନଙ୍କ ମଧ୍ୟସ୍ଥଳରେ ତୁମ୍ଭକୁ ଭାଙ୍ଗି ପକାଇଅଛି।


ତହିଁରେ ସେ ମୋତେ କହିଲେ, “ହେ ମନୁଷ୍ୟ-ସନ୍ତାନ, ଏହି ସକଳ ଅସ୍ଥି କି ସଜୀବ ହୋଇପାରେ?” ଏଥିରେ ମୁଁ ଉତ୍ତର କଲି, “ହେ ପ୍ରଭୁ, ସଦାପ୍ରଭୁ, ଆପଣ ତାହା ଜାଣନ୍ତି।”


Swiv nou:

Piblisite


Piblisite